Football Match In Kerela: ଫୁଟବଲ ମ୍ୟାଚ୍ବେଳେ ବଡ଼ ଦୁର୍ଘଟଣା: ଷ୍ଟାଡିୟମରେ ଲାଗିଲା ନିଆଁ, ପୋଡ଼ିଗଲେ ଦର୍ଶକ
ଥିରୁଭାନନ୍ତପୁରମ,୧୯।୨: କେରଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମାଲାପ୍ପୁରମ ଜିଲାର ଆରିକୋଡ ସହରରେ ଏକ ଫୁଟବଲ ମ୍ୟାଚ ସମୟରେ ଅଗ୍ନିକାଣ୍ଡରେ ୩୦ରୁ ଅଧିକ ଦର୍ଶକ ପୋଡ଼ି ଯାଇଛନ୍ତି। ମ୍ୟାଚ ଆରମ୍ଭ ହେବାର ଠିକ ପୂର୍ବରୁ ଏହି ଘଟଣା ଘଟିଥିଲା। ମ୍ୟାଚ ପୂର୍ବରୁ…
ଆଜିଠୁ ସପ୍ତାହେ ଘଡ଼ଘଡ଼ି ସହ ବର୍ଷା:ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ବାଲେଶ୍ୱର ଓ ମୟୂରଭଞ୍ଜ…
ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ଆମେରିକା ନେଲା ଏହି ନିଷ୍ପତ୍ତି
ଓ୍ବାଶିଂଟନ୍.୧୯।୨: ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକା-ରୁଷିଆ ଆଲୋଚନାରେ ସାମିଲ ପକ୍ଷଗୁଡ଼ିକ ୟୁକ୍ରେନରେ ଶାନ୍ତି ପ୍ରତିଷ୍ଠା ଏବଂ ଆର୍ଥିକ ସହଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ଦଳ ଗଠନ କରିବାକୁ ସହମତ ହୋଇଛନ୍ତି। ୟୁକ୍ରେନ ସଙ୍କଟର…
KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ
ଭୁବନେଶ୍ୱର,୧୮।୨: କିଟ୍ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ କରାଯାଇଥିବା ୫ଜଣ ଦୋଷୀଙ୍କୁ ଜାମିନ ମିଳିଛି। KIIT student death ମୃତ୍ୟୁ ଘଟଣାରେ ୫…
କିଟ୍ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ
ଭୁବନେଶ୍ୱର,୧୮।୨: କିଟ୍ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦା କରାଯାଉଛି। କିଟ୍ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ନେପାଳ ସରକାର ଏବଂ ସେଠାକାର…
KIIT student death case: ବଡ଼ ଖବର, ୫ଜଣଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୧୮।୨: KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ରହିଛି । ଏହାରି ଭିତରେ ଆକ୍ସନ…
KIIT student death case: ବଡ଼ ଆକ୍ସନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯିଏ ଦୋଷୀ…
ଭୁବନେଶ୍ୱର,୧୮।୨: କିଟ୍ ଘଟଣାକୁ ନେଇ ଆକ୍ସନ ମୋଡ୍ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। Nepal Student Suicide ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ…
KIIT student death case: ନେପାଳରେ ରାସ୍ତାକୁ ଓହ୍ଲାଇଲେ ଛାତ୍ର ସଂଘ, କିଟ୍ରେ ଚହଳ
ଭୁବନେଶ୍ୱର,୧୮।୨: କିଟ୍ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଏପରି କି ପଡୋଶୀ ଦେଶ ନେପାଳ ମଧ୍ୟ ଏହାକୁ ଜୋରଦାର ବିରୋଧ କରିଛି। ମଙ୍ଗଳବାର କାଠମାଣ୍ଡୁରେ Nepali Congress party ରାସ୍ତାକୁ ଓହ୍ଲାଇଛି। ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ବଦଳିଲା: ଟାର୍ଗେଟ୍ କଲା ଆପ୍
ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ପରିବର୍ତ୍ତନ ହୋଇଛି। ଏବେ ଶପଥ ଗ୍ରହଣ ଉତ୍ସବ ୨୦ ଫେବୃଆରୀ ସକାଳ ୧୧ଟାରେ ଅନୁଷ୍ଠିତ ହେବ। ପୂର୍ବରୁ ଏହାର ସମୟ ଅପରାହ୍ନ ୪.୩୦ ରେ ସ୍ଥିର କରାଯାଇଥିଲା। ଦିଲ୍ଲୀର ରାମଲୀଳା ମଇଦାନରେ…
ଠେଲାପେଲାରେ କଂଗ୍ରେସ ସଭାପତି ଭକ୍ତ ଦାସ ଆହତ: ଅଣନିଶ୍ୱାସୀ ହୋଇ…
ଭୁବନେଶ୍ୱର,୧୮।୨: ଓଡ଼ିଶା କଂଗ୍ରେସ ସଭାପତି ଭକ୍ତ ଦାସ ଆହତ ହୋଇଛନ୍ତି। ଅଣନିଶ୍ୱାସୀ ହେବା ସହ ଡାହାଣ ହାତରେ ଆଘାତ ଲାଗିଛି। କିଛି ସମୟ ପାଇଁ ଭକ୍ତ ଦାସ ଆମ୍ବୁଲାନ୍ସରେ ଭର୍ତ୍ତି ହୋଇଛନ୍ତି। ଶିଶୁଭବନ ଛକ ଆସିବାବେଳେ ଠେଲାପେଲାରେ ଏଭଳି ଘଟଣା ଘଟିଛି…
ସାମ୍ନାକୁ ଆସିଲା ନୂଆ Video: ଛାତ୍ରମାନଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ KIIT ସିକ୍ୟୁରିଟି ଗାର୍ଡ
ଭୁବନେଶ୍ୱର,୧୮।୨: KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳର ଛାତ୍ରୀଙ୍କ ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ଭିଡିଓ ସାମ୍ନାକୁ ଆସିବାରେ ଲାଗିଛି। ଯେଉଁଥିରେ ସୁରକ୍ଷାକର୍ମୀଙ୍କଠାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ, ହଷ୍ଟେଲ ୱାର୍ଡେନ୍ ଏବଂ ସୁରକ୍ଷାକର୍ମୀମାନେ କିପରି ଧମକ ଦେବା ସହିତ ମାଡ଼…
KIIT ବିଶ୍ୱବିଦ୍ୟାଳୟ ଭାରତ-ନେପାଳ ସମ୍ପର୍କକୁ ନଷ୍ଟ କରୁଛି: ମୃତ ଯୁବତୀଙ୍କ ସମ୍ପର୍କୀୟ
ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ନେପାଳର ତୃତୀୟ ବର୍ଷର ବି.ଟେକ୍ ଛାତ୍ରୀ ଆତ୍ମହତ୍ୟା କରିବା ପରେ ଏହି ମାମଲାରେ ଓଡିଶା ନିନ୍ଦିତ ହୋଇଛି। ଏହି ଘଟଣାରେ କଲେଜ କର୍ତ୍ତୃପକ୍ଷ ଏବଂ ଓଡିଶା ସରକାର ପ୍ରଶ୍ନ ଘେରକୁ ଆସିଥିବା ବେଳେ ଦୁଇ ଭାରତ…
Archives


