ପିଲା ଏବେ ଭାବପ୍ରବଣ
ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ ୩ ଭଉଣୀ ତଳକୁ ଡେଇଁ ଆତ୍ମହତ୍ୟା କରିଥିଲେ। ୧୨, ୧୪ ଓ ୧୬…
ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…
ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ ୩୨ ରନରେ ପରାସ୍ତ କରି ଦ୍ୱିତୀୟ ବିଜୟ ହାସଲ କରିନଥିଲା, ବରଂ ଭାରତକୁ…
୧୩ରେ ରାଜ୍ୟ କ୍ୟାବିନେଟ୍: ସରକାରଙ୍କ କସରତ
ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ…
ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI
ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜର ଗ୍ରାହକମାନଙ୍କୁ ସତର୍କ କରାଇଛି। ଧର୍ମଘଟ ଯୋଗୁଁ…
ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଳା ବାଦଲ
ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ ନ୍ୟୁଜିଲାଣ୍ଡର ମାଇକେଲ ବ୍ରେସୱେଲ୍ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଅନ୍ୟପଟେ, ନାମିବିଆ ଏବଂ…
ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି
ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ (PCB)କୁ କିଛି ଗୁପ୍ତ ସୁବିଧା ବା ‘କନସେସନ’ ଦେବାକୁ ପ୍ରତିଶ୍ରୁତି ଦେବା ପରେ…
ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ
ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ଏବେ ଯେକୌଣସି ଆପତ୍ତିଜନକ ବିଷୟବସ୍ତୁକୁ ମାତ୍ର ୩ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ।…
ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”
ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରୁ ରାଜପଥ ପର୍ଯ୍ୟନ୍ତ ବିବାଦ ତେଜିବାରେ…
ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି
ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି ଟଙ୍କାର ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟରେ…
ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ
ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ ଚାଲାଣ ପଇଠ କରିବାକୁ ପଡ଼ିବ। ଏକ ଜନସ୍ୱାର୍ଥ ମାମଲା (PIL) ର ଶୁଣାଣି…
ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା
ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ ଅନେକ କର୍ମଚାରୀଙ୍କ ଖାତାକୁ ଏକା ସାଙ୍ଗରେ ଲକ୍ଷାଧିକ ଟଙ୍କା ଆସିବାକୁ ଯାଉଛି। ଯାହାକୁ…
କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ
ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି ବାରାବଙ୍କିଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗୀ ସ୍ପଷ୍ଟ କରିଛନ୍ତି ଯେ। ଯେଉଁମାନେ ଏଭଳି…
Archives


