Home Middle

ରୋକି ହେଉନାହିଁ ବାଲ୍ୟବିବାହ

ଭୁବନେଶ୍ୱର,୧୬।୨(ବନ୍ଦନା ସେଠୀ): ବିଧାନସଭାର ବଜେଟ ଅଧିବେଶନର ତୃତୀୟ ଦିନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ଲିଖିତ ସୂଚନା ଅନୁଯାୟୀ, ୨୦୧୯ରୁ ୨୦୨୫ ମଧ୍ୟରେ ମୋଟ ୮ ହଜାର ୧୫୯ ବାଲ୍ୟବିବାହ ହୋଇଛି। ସେଥିମଧ୍ୟରୁ ନବରଙ୍ଗପୁର ଜିଲାରେ ସର୍ବାଧିକ ୧,୩୪୭ ବାଲ୍ୟବିବାହ ହୋଇଛି।…

New Delhi Station Stampede ଦିଲ୍ଲୀ ରେଲଓ୍ବେ ଷ୍ଟେଶନରେ ବଡ଼ ଦଳାଚକଟା, ୪ ମହିଳା…

ନୂଆଦିଲ୍ଲୀ,୧୫।୨: New Delhi Station ର ବଡ଼ ଦୁର୍ଘଟଣା। ଦିଲ୍ଲୀର ୧୩-୧୪ ନମ୍ବର ପ୍ଲାଟଫର୍ମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଅତ୍ୟଧିକ ଭିଡ଼ ଯୋଗୁଁ ଶ୍ୱାସରୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇ ଅନେକ ଲୋକ ଚେତାଶୂନ୍ୟ ହୋଇ ପଡ଼ିଛନ୍ତି। ଏଥିରେ ୪ଜଣ…

ବଜେଟ୍‌ ପୂର୍ବରୁ ଆସିଲା Economic Survey Report: ବଢିଲା ମୁଣ୍ଡପିଛା ଆୟ

ଭୁବନେଶ୍ୱର,୧୫।୨: ବଜେଟ୍‌ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ। 2024-25 Financial Year ରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ଯାହା ପ୍ରାୟ ୧୧୩ ବିଲିୟନ ଆମେରିକୀୟ ଡଲାର ଅଟେ । ୨୦୨୪-୨୫…

Odisha Congress: ଫେରିଲେ ସୁର, ଆସିବେ ଏହି ନେତା…ଓଡ଼ିଶା ରାଜନୀତିରେ ହଇଚଇ

ଭୁବନେଶ୍ୱର,୧୫।୨: ରାଜ୍ୟ କଂଗ୍ରେସର ମଙ୍ଗ ଦରିଛନ୍ତି Bhakta Das। ଦାୟିତ୍ୱ ସମ୍ଭାଳୁ ସମ୍ଭାଳୁ ଆକ୍ସନ ମୁଡ୍‌କୁ ଆସିଛନ୍ତି ଭକ୍ତ। Congress ହାତର ହାତମୁଠା ଶକ୍ତ କରିବା ଶୁକ୍ରବାର କ୍ଷମା ପତ୍ର ଜାରି କରିଛନ୍ତି। ଯାହାପରେ ଦଳରୁ ବିଦା ହୋଇଥିବା Sura routray…

Ratna Bhandar: ରତ୍ନଭଣ୍ଡାରକୁ ନେଇ ବଡ଼ ଘୋଷଣା କଲେ ମନ୍ତ୍ରୀ, କହିଲେ ଗଣତି ସରିବା ପରେ…

ଭୁବନେଶ୍ୱର,୧୫ା୨: ରତ୍ନଭଣ୍ଡାରକୁ ନେଇ ଶନିବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୃହରେ ଲିଖିତ ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଭଣ୍ଡାରରେ କେତେ ଅଳଙ୍କାର ଅଛି, ଗଣତି ମଣତି ଶେଷ ହେବା ପରେ ସାର୍ବଜନୀନ କରିବେ ସରକାର।…

ପୁଣି ବିଷ ଓଗାଳିଲେ ପନ୍ନୁ: ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧମକ

ଚଣ୍ଡିଗଡ,୧୫।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାଗବନ୍ତ ମାନଙ୍କୁ ଧମକ ଦିଆଯାଇଛି। ଏହି ଧମକ ଅନ୍ୟ କେହି ନୁହେଁ ବରଂ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂହ ପନ୍ନୁ ଦେଇଛନ୍ତି। ଆତଙ୍କବାଦୀ ପନ୍ନୁ ପୁଣି ଥରେ ଦେଶ ବିରୋଧରେ ବିଷ ଓଗାଳିଛନ୍ତି। ନିଷିଦ୍ଧ ସଂଗଠନ ଶିଖ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ିଲା E-KYC ଅବଧି, ଜାଣନ୍ତୁ କେତେ ତାରିଖ ଯାଏ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୫ା୨: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର E-KYCକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏହି ଅବଧି ଆଉ ଫେବୃଆରୀ ୧୫ ପରେ ବଢ଼ିବନି ବୋଲି ମନ୍ତ୍ରୀ ପୂର୍ବରୁ କହିଥିବା…

CBSE ଦଶମ-ଦ୍ୱାଦଶ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୧୫।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପରୀକ୍ଷା ସକାଳ ୧୦:୩୦ ରୁ ଆରମ୍ଭ ହୋଇଛି। ଏହା ଅପରାହ୍ନ ୧:୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କିଛି ବିଷୟ ପାଇଁ ପରୀକ୍ଷା ସକାଳ…

ଆକ୍ସନ ମୋଡ୍‌ରେ ଟ୍ରମ୍ପ-ମସ୍କ: ୧୦ ହଜାର ଲୋକଙ୍କ ଚାକିରି ଗଲା

ଓ୍ବାଶିଂଟନ୍‌,୧୫।୨:ଆମେରିକାରେ କ୍ଷମତା ଗ୍ରହଣ କରିବା ପରେ, ରାଷ୍ଟ୍ରପତି ଟ୍ରମ୍ପ ଏପର୍ଯ୍ୟନ୍ତ ଅନେକ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଏବଂ ଶିଳ୍ପପତି ଏଲନ ମସ୍କ ଏବେ ସରକାରୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଦେଶରେ ୧୦ ହଜାର ଲୋକଙ୍କୁ ଚାକିରିରୁ…

ମହାକୁମ୍ଭ ଯାଉଥିବାବେଳେ ଅଘଟଣ: ବୋଲେରୋ-ବସ୍‌ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ

ପ୍ରୟାଗରାଜ,୧୫।୨: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି…

ମଦ ପ୍ରେମୀଙ୍କ ପାଇଁ ଖୁସିଖବର! ଟ୍ରମ୍ପ-ମୋଦି ନେଲେ ବଡ଼ ନିଷ୍ପତ୍ତି, ଏଣିକି…

ନୂଆଦିଲ୍ଲୀ,୧୫।୨: ହ୍‌ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ମଧ୍ୟରେ, ଆମେରିକାରୁ ଆମଦାନି ହେଉଥିବା ବର୍ବନ ହ୍‌ବିସ୍କି ପାଇଁ ମଧ୍ୟ ଏକ ପ୍ରମୁଖ…

ଟ୍ରମ୍ପ୍‌ଙ୍କ ଟାରିଫ୍‌: ଯେସାକୁ ତେସା

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ(ରଏଟର୍ସ/ଏଜେନ୍ସି),୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବାର ଠିକ୍‌ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଏକ ନୂଆ ନିର୍ଦ୍ଦେଶନାମାରେ ସ୍ବାକ୍ଷର କରିଛନ୍ତି। ଏହା ହେଉଛି ରେସିପ୍ରୋକାଲ୍‌ ଟାରିଫ୍‌ ବା ପାରସ୍ପରିକ ଶୁଳ୍କ। ଅର୍ଥାତ୍‌ ଯେଉଁ ଦେଶଗୁଡ଼ିକ ଆମେରିକାଠାରୁ ଆମଦାନୀ କରୁଥିବା ସାମଗ୍ରୀଗୁଡ଼ିକ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri