Home Middle

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ଗଣାଇଲେ ମୋହନ ସରକାରଙ୍କ ସଫଳତା

ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଉଛି। ପ୍ରଥମ ଦିନ ଆରମ୍ଭରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଭିଭାଷଣ ରଖିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରି ରାଜ୍ୟରେ ଭାଜପା ସରକାରଙ୍କ ଗତ ସାତ ମାସର ଉପଲବ୍ଧିକୁ ସେ ଗଣାଇଥିଲେ।…

ରଜତ ପଟିଦାର RCBର ନୂଆ ଅଧିନାୟକ, ଘରୋଇ ଟୁର୍ନାମେଣ୍ଟରେ କରୁଛନ୍ତି ଜବରଦସ୍ତ ପ୍ରଦର୍ଶନ

ବେଙ୍ଗାଲୁରୁ,୧୩।୨: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୫ପାଇଁ ରଜତ ପଟିଦାରଙ୍କୁ ଅଧିନାୟକ ନିଯୁକ୍ତ କରିଛି। ବିରାଟ କୋହଲିଙ୍କୁ ପୁଣି ଥରେ ଦଳର ଅଧିନାୟକ କରାଯିବ ବୋଲି ବହୁତ ଆଲୋଚନା ହେଉଥିଲା, କିନ୍ତୁ ଏହା ହୋଇନାହିଁ। ଦଳ ପଟିଦାରଙ୍କୁ ଅଧିନାୟକତ୍ୱ ହସ୍ତାନ୍ତର କରିବାକୁ…

New Income Tax Bill 2025 Updates: ଆଜି ଲୋକ ସଭାରେ ଆଗତ ହେବ ଆଇଟି ବିଲ୍‌, ITR ଫାଇଲିଂ ପଦ୍ଧତିରେ ହୋଇପାରେ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୩।୨: ନୂତନ ଇନ୍‌କମ୍‌ ଟାକ୍ସ(ଆଇଟି) ବିଲ୍‌ ଲୋକ ସଭାରେ ଗୁରୁବାର ଆଗତ ହେବ। ଏହା ପୂର୍ବରୁ ବୁଧବାର ଏହି ବିଲ୍‌ର ଡ୍ରାଫ୍ଟ ଜାରି କରାଯାଇଛି। ୬୨୨ ପୃଷ୍ଠା ବ୍ୟତୀତ ଏହି ବିଲ୍‌ରେ ୫୩୬ ସେକ୍ସନ ଏବଂ ୧୬ ସେଡ୍ୟୁଲ ଏବଂ…

ଓ୍ବାଶିଂଟନରେ ପହଞ୍ଚି ପ୍ରଥମେ ଆମେରିକାର ଇଣ୍ଟଲିଜେନ୍ସ ଡାଇରେକ୍ଟରଙ୍କୁ ଭେଟିଲେ ମୋଦି, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତ ପରେ ଆମେରିକାରେ ପହଞ୍ଚିଛନ୍ତି। ସେ ତାଙ୍କର ଦୁଇ ଦିନିଆ ଗସ୍ତରେ ବୁଧବାର ସାରେ (ଭାରତୀୟ ସମୟ ଅନୁସାରେ ଗୁରୁବାର ଭୋରୁ) ୱାଶିଂଟନ ଡିସିରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଥିଲା।…

ଦୁଇ ଦିବସୀୟ ଗସ୍ତରେ ଆମେରିକାରେ ପହଞ୍ଚିଲେ ମୋଦି

ଓ୍ବାଶିଂଟନ,୧୩।୨: ବୁଧବାର (ଫେବୃଆରୀ ୧୨) ଫ୍ରାନ୍ସ ଗସ୍ତ ଶେଷ କରିବା ପରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରେ ପହଞ୍ଚିଛନ୍ତି। ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମୋଦି ପ୍ରଥମ ଥର ପାଇଁ ତାଙ୍କୁ ଭେଟିବାକୁ ଯାଉଛନ୍ତି। ୱାଶିଂଟନରେ…

‘India’s Got Latent’ର ସମସ୍ତ ଏପିସୋଡ୍ ଡିଲିଟ୍ କଲେ ସମୟ ରାଇନା, ବିବାଦ ଉପରେ କହିଲେ- ‘ସମ୍ଭାଳିବା କଷ୍ଟକର…’

ମୁମ୍ବାଇ,୧୨।୨: ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍ ଉପରେ ବିବାଦ ପରେ, ଏବେ ଶୋ’ର ଆୟୋଜକ ସମୟ ରାଇନା ଶୋ’ର ସମସ୍ତ ଏପିସୋଡ୍ ଡିଲିଟ୍ କରିଦେଇଛନ୍ତି। ସେ ଏକ୍ସ’ରେ ପୋଷ୍ଟ କରି ଚାଲିଥିବା ବିବାଦ ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ…

ଟ୍ୟାକ୍ସ ପରେ ମହଙ୍ଗା ମାଡ଼ରୁ ଲୋକଙ୍କୁ ମିଳିଲା ଆଶ୍ବସ୍ତି, ପାଞ୍ଚ ମାସରେ ସର୍ବନିମ୍ନ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୨।୨: ଜାନୁଆରୀରେ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇ ୪.୩୧ ପ୍ରତିଶତ ହୋଇଛି। ଖାଦ୍ୟ ସାମଗ୍ରୀ ଶସ୍ତା ହେବା ଯୋଗୁଁ ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଡିସେମ୍ବରରେ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ୫.୨୨ ପ୍ରତିଶତ ଏବଂ ଗତ ବର୍ଷ…

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି: ଜାଣନ୍ତୁ କେଉଁଠି ହେବ ଦେଖା

ଭୁବନେଶ୍ୱର,୧୨ା୨: ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି। ହେବ ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି। ଆଇପିଏଲ ୨୦୨୪ରେ ଏକ ସ୍ମରଣୀୟ ଅଭିଯାନ…

Video: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କନିଷ୍ଠ ଶିକ୍ଷକଙ୍କ ବଢିଲା ଦରମା

ଭୁବନେଶ୍ୱର,୧୨।୨: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ମାସିକ ୫ହଜାର ଦରମା ବୃଦ୍ଧି କଲେ ସରକାର। ଏଣିକି ୧୧ ହଜାରରୁ…

ମୋଦିଙ୍କ ବିମାନ ଉପରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ, ପୋଲିସକୁ ଚେତାବନୀ ଦେଲେ…

ମୁମ୍ବାଇ,୧୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ମୁମ୍ବାଇ ପୋଲିସକୁ ଆସିଥିବା ଏକ କଲ ପରେ ସୁରକ୍ଷା ଏଜେନ୍ସିଗୁଡ଼ିକ ସତର୍କ ହୋଇଯାଇଛନ୍ତି। ପ୍ରକୃତରେ, ଫେବୃଆରୀ ୧୧ ତାରିଖରେ ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମକୁ ଏକ ଫୋନ ଆସିଥିଲା,…

ଅନମୋଲ ବିଷ୍ଣୋଇଙ୍କଠାରୁ ଗୋଲଡି ବ୍ରାରଙ୍କ ପର୍ଯ୍ୟନ୍ତ, ମୋଷ୍ଟ ଓ୍ବାଣ୍ଟେଡ ଗ୍ୟାଙ୍ଗଷ୍ଟରଙ୍କ ହଜିବ ନିଦ

ଓ୍ବାାଇଂଟନ/ନୂଆଦିଲ୍ଲୀ,୧୨।୨: ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ, ଭାରତର ଶୀର୍ଷ ସୁରକ୍ଷା ଏଜେନ୍ସିଗୁଡ଼ିକ ଆମେରିକାରେ ବସବାସ କରୁଥିବା ୧୨ ଜଣ ଗ୍ୟାଙ୍ଗଷ୍ଟରଙ୍କ ଏକ ତାଲିକା ପ୍ରସ୍ତୁତ କରିଛନ୍ତି। ଇଣ୍ଡିଆନ ଏକ୍ସପ୍ରେସ ସୂତ୍ରରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହି ସପ୍ତାହରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri