Home Middle

IND vs ENG: ବାରବାଟୀରେ ଲିଭିଗଲା ଲାଇଟ୍‌: ଖେଳ ବାଧାପ୍ରାପ୍ତ

କଟକ,୯।୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଚାଳିଛି ଭାରତ ଓ ଇଂଲଣ୍ଡ ମହାମୁକାବିଲା। ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୯.୫ ଓଭରରେ ଇଂଲଣ୍ଡ ସମସ୍ତ ଉଇକେଟ…

ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହ, ହାଇ ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ, ୯ା୨: ମଣିପୁରରେ ରାଜନୈତିକ ଅସ୍ଥିରତା ବୃଦ୍ଧି ପାଇଛି, ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।ବୀରେନ ସିଂହ ଭାଜପା ସାଂସଦ ସମ୍ବିତ ପାତ୍ର, ମଣିପୁର ସରକାରଙ୍କ ମନ୍ତ୍ରୀ ଏବଂ ବିଧାୟକମାନଙ୍କ ସହିତ ରାଜ୍ୟପାଳଙ୍କୁ ଭେଟିବା ପାଇଁ…

ବାରବାଟୀ ଦିନିକିଆ: ଭାରତ ଆଗରେ ୩୦୫ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଲା ଇଂଲଣ୍ଡ

କଟକ,୯।୨: କଟକ ବାରବାଟୀ ଷ୍ଟାଡିୟମରେ  ଚାଳିଛି ଭାରତ ଓ ଇଂଲଣ୍ଡ ମହାମୁକାବଲା। ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍‌ର ରବିବାର ଦ୍ୱିତୀୟ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୪୯.୫ ଓଭରରେ ଇଂଲଣ୍ଡ ସମସ୍ତ ଉଇକେଟ…

ସାମ୍ନାକୁ ଆସିଲା ବଡ଼ ଅପ୍‌ଡେଟ୍‌: ମୁଖ୍ୟମନ୍ତ୍ରୀ ପଦ ପାଇଁ ଚେହେରାକୁ ନେଇ ଚର୍ଚ୍ଚା, ଏହି ଦିନ ହେବ ଶପଥ ସମାରୋହ

ନୂଆଦିଲ୍ଲୀ,୯ା୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଚମତ୍କାର ବିଜୟ ହାସଲ କରିବା ପରେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଚେହେରାକୁ ନେଇ ଆଲୋଚନା ଜୋର ଧରିଛି। ଦଳ ୨୭ ବର୍ଷରୁ ଅଧିକ ସମୟ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଛି।…

ଜନ୍ମମାଟିରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ରାଜ୍ୟର ୧ ନମ୍ବର ହେବ…

କେନ୍ଦୁଝର,୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚିଥିଲେ। ଗତକାଲି ଯାଜପୁରରୁ ସଡ଼କ ପଥରେ ଆସି କେନ୍ଦୁଝରରେ ରହଣି କରିଥିଲେ ମୁଖ୍ୟମନ୍ତ୍ରୀ। ଆଜି ପୂର୍ବାହ୍ନ ୧୧ଟାରେ ଧରଣୀଧର ମେଡିକାଲ କଲେଜରେ ପହଞ୍ଚି…

ସୁରକ୍ଷାକର୍ମୀ-ମାଓବାଦୀ ସଂଘର୍ଷ: ଟଳିଲେ ୩୧ ମାଓବାଦୀ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୩୧ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ ବି…

Playing-11କୁ ଫେରିଲେ ବିରାଟ, ବାଦ୍‌ ପଡ଼ିଲେ…

କଟକ,୯ା୨: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଦିନିକିଆ ମ୍ୟାଚ୍‌ ପାଇଁ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଏହି ମ୍ୟାଚ୍‌ ମାଧ୍ୟମରେ ବରୁଣ ଚକ୍ରବର୍ତ୍ତୀ ତାଙ୍କର ଏକଦିବସୀୟ ଡେବ୍ୟୁ କରିଛନ୍ତି। ଏହି…

IND vs ENG 2nd ODI: ଟସ୍‌ ଜିତି ବ୍ୟାଟିଂ କରିବ ଇଂଲଣ୍ଡ

କଟକ,୯।୨: କଟକର ବାରବାଟି ଷ୍ଟାଡିୟମରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ପାଇଁ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଇଂଲଣ୍ଡ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚରେ ବରୁଣ ଚକ୍ରବର୍ତ୍ତୀ ତାଙ୍କର ଏକଦିବସୀୟ ଡେବ୍ୟୁ କରିଛନ୍ତି। ଏହି…

ସୁରକ୍ଷାକର୍ମୀ-ମାଓବାଦୀ ଘମାଘୋଟ ଲଢ଼େଇ: ୧୨ ମାଓବାଦୀ ନିହତ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୧୨ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ…

ଦିଲ୍ଲୀ ପରେ ୨୦୨୬ରେ ପଶ୍ଚିମବଙ୍ଗ ପାଳି, ମମତା ବାନାର୍ଜୀଙ୍କୁ କିଏ ଦେଲେ ଏମିତି ଚ୍ୟାଲେଞ୍ଜ

କୋଲକାତା,୯ା୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ବିଜୟ ଲାଭ କରିବା ପରେ ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ମମତା ବାନାର୍ଜୀଙ୍କୁ କଡ଼ା ଚେତାବନୀ ଦେଇ କହିଛନ୍ତି, ପରବର୍ତ୍ତୀ ସମୟରେ ଆପଣଙ୍କର ପାଳି। ଭାଜପା ବିଜୟ ଲାଭ କରିବା ପରେ ସାମ୍ବାଦିକମାନଙ୍କ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ନୂଆଦିଲ୍ଲୀ,୯ା୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ପରାଜୟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ରବିବାର ଇସ୍ତଫା ଦେଇଛନ୍ତି ଆତିଶୀ ମାର୍ଲେନା। ରାଜଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ଇସ୍ତଫା ଦେଇଛନ୍ତି। ସେ ଉପରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର…

ଟ୍ରମ୍ପ ନେଲେ ବଡ଼ ଆକ୍ସନ, ଏଣିକି ମହଙ୍ଗା ହେବ ମଦ, ଭାରତୀୟଙ୍କୁ ଉପରେ ପଡିବ ବେଶୀ ପ୍ରଭାବ!

ଓ୍ବାଶିଂଟନ୍‌,୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ଶୁଳ୍କ ଲାଗୁ କରିଛନ୍ତି। ଏହି ଶୁଳ୍କ ପରେ, ଅନେକ ବିଦେଶୀ ମଦର ମୂଲ୍ୟ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବ। ତେବେ ଆସନ୍ତୁ ଜାଣିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri