ଆମେରିକା ଆଗ
ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତିଗୁଡ଼ିକ ବିବାଦୀୟ ହୋଇଚାଲିଛି। ୨୦ ଜାନୁଆରୀ ୨୦୨୫ରେ ଦାୟିତ୍ୱ ନେବାର ପ୍ରଥମ ଦିନରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ)ରୁ ଆମେରିକା ଓହରିଯିବା ବିଷୟ ସେ ଘୋଷଣା କରିଥିଲେ।…
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ପ୍ରକ୍ରିୟା ଆରମ୍ଭ: ଭୋଟରଙ୍କୁ ଭୋଟ ଦେବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଭୋଟଦାନ ସନ୍ଧ୍ୟା ୫ଟାରେ ଶେଷ ହେବ କିନ୍ତୁ ଧାଡ଼ିରେ ଅପେକ୍ଷା କରିଥିବା ଲୋକମାନେ ସନ୍ଧ୍ୟା ୫ଟା ପରେ ମଧ୍ୟ ଭୋଟ ଦେଇପାରିବେ। ନିର୍ବାଚନ କମିଶନ ନିର୍ବାଚନ ପାଇଁ…
ଆସନ୍ତା ସପ୍ତାହରେ ଟ୍ରମ୍ପଙ୍କୁ ଭେଟିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି: ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ପାଇଁ ହୋଇପାରେ ଆଲୋଚନା
ନୂଆଦିଲ୍ଲୀ, ୪।୨: ଭାରତ ଏବଂ ଆମେରିକା ଆଗାମୀ ସପ୍ତାହରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତି ପାଇଁ ଆଲୋଚନା ଆରମ୍ଭ କରିବେ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ ୧୨-୧୪ ରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକା…
PM Modi Mahakumbh: ଆସନ୍ତାକାଲି ମହାକୁମ୍ଭ ଯିବେ ପ୍ରଧାନମନ୍ତ୍ରୀ ମୋଦି, ୧୧ଟାରେ ସଙ୍ଗମରେ କରିବେ ସ୍ନାନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାf ବୁଧବାର (୫ ଫେବୃଆରୀ ୨୦୨୫) ମହାକୁମ୍ଭ ସ୍ନାନ ପାଇଁ ଯିବେ। ବୁଧବାର ସକାଳେ ପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ପହଞ୍ଚିବେ, ତା’ପରେ ସେ ସଙ୍ଗମରେ ସ୍ନାନ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି କାର୍ଯ୍ୟକ୍ରମ ପୂର୍ବରୁ ସ୍ଥିର…
ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଫେଲ୍: ବିଦ୍ୟାଳୟକୁ ଆସୁନାହାନ୍ତି ଶିକ୍ଷକ, ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ
ଲାଞ୍ଜିଗଡ଼,୪।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ ସ୍ଥିତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଚିତ୍ର ଶିକ୍ଷା ବ୍ୟବସ୍ଥାI ଶିକ୍ଷକ ଆସୁନଥିବା ବେଳେ ଭଡାଟିଆ ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ…
କୁମ୍ଭମେଳା ଦଳାଚକଟାରେ ୩୦ ମୃତ୍ୟୁ ମାମଲା: ହେମା ମାଳିନୀ କହିଲେ-‘କିଛି ବଡ ଘଟଣା ନୁହେଁ’
ନୂଆଦିଲ୍ଲୀ,୪।୨: ମହାକୁମ୍ଭ ମେଳାରେ ଅହେତୁକ ଭିଡ଼ କାରଣରୁ ଘଟିଥିବା ଦଳାଚକଟାରେ ୩୦ ଜଣ ମୃତ୍ୟୁ ବରଣ କରିଥିବା ବେଳେ ଏହାର ଦୁଇଗୁଣା ଲୋକେ ଆହତ ହୋଇଛନ୍ତି। ତେବେ ”ଏହା ଏକ ବଡ ଘଟଣା ନୁହେଁ” ବୋଲି କହିଛନ୍ତି ଅଭିନେତ୍ରୀ ତଥା ଭାଜପା…
Hike allowance: ଭତ୍ତା ବଢାଇଲେ ମୋହନ ସରକାର, ଏଣିକି ଏମାନଙ୍କୁ ମାସକୁ ମିଳିବ…
ଭତ୍ତା ବଢାଇଲେ ଓଡ଼ିଶା ସରକାର। ଏମାନଙ୍କ ପାଇଁ ବଡ଼ ଖୁସି ଖବର। ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ସରକାର ଦେଲେ ବଡ଼ ଭେଟି । ବଢିଲା ଭତ୍ତା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବଡ଼ ଘୋଷଣା କରାଯାଇଛି । କେବଳ ଭତ୍ତା ନୁହେଁ…
ବଡ଼ କିନ୍ତୁ ଗୁଣବତ୍ତା ନୁହେଁ
ଭାରତୀୟ ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ସକାଶେ ଜାତୀୟ ଶିକ୍ଷାନୀତି ୨୦୨୦ ଅଣାଯାଇଛି। କିନ୍ତୁ ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ଏହାର ସଫଳତା ଉପରେ ପ୍ରଶ୍ନ ଉଠାଉଛି। ନିକଟରେ ନ୍ୟାଶ୍ନାଲ ଆସେସ୍ମେଣ୍ଟ ଆଣ୍ଡ୍ ଆକ୍ରିଡେଶନ କାଉନ୍ସିଲ (ନାକ୍) ବା ଜାତୀୟ ମାନ୍ୟତା ଆକଳନ…
Weather Today: ଆସୁଛି ବଡ଼ ଘୂର୍ଣ୍ଣିଝଡ! ୪-୫ ତାରିଖରେ ଓଡ଼ିଶା ସମେତ ଏହି ସବୁ ସ୍ଥାନରେ…
ଭୁବନେଶ୍ୱର/ନୂଆଦିଲ୍ଲୀ,୪।୨: ଦିଲ୍ଲୀ-ଏନସିଆର ସମେତ ସମଗ୍ର ଉତ୍ତର ଭାରତରେ ପାଗ ହଠାତ୍ ପରିବର୍ତ୍ତନ ହେଉଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ପଶ୍ଚିମ ଝଡ ପୁଣି ସକ୍ରିୟ ହେବ। ଫେବୃଆରୀ ୪ ଏବଂ ୫ ତାରିଖରେ ଦିଲ୍ଲୀ-ଏନସିଆର ସମେତ ଅନେକ ରାଜ୍ୟରେ ପାଗ…
ଆଜି ପବିତ୍ର ମାଘ ସପ୍ତମୀ: ତ୍ରିଶମ୍ଭୁଙ୍କ ମହାସ୍ନାନ ପରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
କୋଣାର୍କ,୪।୨: ଆଜି ପବିତ୍ର ମାଘ ସପ୍ତମୀ। ଏହି ପରିପ୍ରେକ୍ଷୀରେ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମଙ୍ଗଳବାର ଭୋରରୁ ଲକ୍ଷାଧିକ ସାଧୁ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବହୁ ଶ୍ରଦ୍ଧାଳୁ ଓ ସାଧୁସନ୍ଥଙ୍କ…
ସିରିଆରେ ବିସ୍ଫୋରଣ, ୧୯ ମୃତ
ଡାମାସ୍କସ୍, ୪।୨: ଉତ୍ତର ସିରିଆର ମନ୍ବିଜ୍ ସହର ଉପକଣ୍ଠ ଅଞ୍ଚଳରେ ସୋମବାର ବୋମା ବିସ୍ଫୋରଣ ଘଟି ୧୯ ଜଣଙ୍କର ମୃତ୍ୟୁ ହୋଇଯାଇଛି। କିଛି ସ୍ଥାନୀୟ କୃଷି ଶ୍ରମିକଙ୍କୁ ନେଇ ଏକ ଟ୍ରକ୍ ଯାଉଥିବାବେଳେ ନିକଟରେ ଥିବା ଏକ କାର୍ରେ ବୋମା ବିସ୍ଫୋରଣ…
ମହାକୁମ୍ଭ: ସୁରକ୍ଷା ଆବେଦନର ଶୁଣାଣି ଅଗ୍ରାହ୍ୟ
ନୂଆଦିଲ୍ଲୀ,୪।୨: ପ୍ରୟାଗରାଜ କୁମ୍ଭମେଳା ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟଣା ପରେ ତୀର୍ଥଯାତ୍ରୀମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସରକାର ନିର୍ଦ୍ଦିଷ୍ଟ ଗାଇଡ୍ଲାଇନ୍ ଆଣିବା ଦାବିରେ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍) ଦାଏର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଏହାର ଶୁଣାଣିକୁ ସୋମବାର…
Archives


