ଟେଷ୍ଟ ଅଧିନାୟକ ନାଁ ଘୋଷଣା କଲା ବିସିସିଆଇ: ରୋହିତଙ୍କ ସ୍ଥାନ ନେଲେ ଗିଲ୍
ନୂଆଦିଲ୍ଲୀ,୨୪।୫: ବିସିସିଆଇ ଟିମ ଇଣ୍ଡିଆର ନୂତନ ଟେଷ୍ଟ ଅଧିନାୟକଙ୍କ ନାମ ଘୋଷଣା କରିଛି। ମେ ୨୪ ତାରିଖରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବୋର୍ଡ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଏହି ଘୋଷଣା କରିଥିଲେ। ଯୁବ ତାରକା ଶୁଭମନ ଗିଲ ଏବେ…
ଶୂନଶାନ ଅନ୍ଧାର ରାତିରେ ଦେଶ ସୀମାରେ କିଏ?: ଯାହାକୁ ନେଇ ଏବେ ବଢ଼ୁଛି …
ନୂଆଦିଲ୍ଲୀ,୨୪।୫: ପହଲଗାମରେ ଆତଙ୍କୀଙ୍କ ନରସଂହାର କାର୍ଯ୍ୟପରେ, ଅପରେଶନ ସିନ୍ଦୂର କରିଥିଲେ ଭରତୀୟ ସେନା । ଏକାବେଳକେ ଆତଙ୍କୀଙ୍କ ଆଡ୍ଡାକୁ ଟାର୍ଗେଟ କରି ଉଡାଇ ଦିଆଯାଇଥିଲା। ପରେ ପୂରା ଅପରେଶନ୍ ସିନ୍ଦୂରକୁ ସାମ୍ବାଦିକ ସମ୍ମିଳନୀ ମଧ୍ୟମରେ ଜଣାଇଥିଲେ ସୋଫିଆ କ୍ୟୁରେଶୀ। ପରେ ପାକ୍-…
ନିର୍ଦ୍ଧାରିତ ସମୟର ଗୋଟିଏ ସପ୍ତାହ ପୂର୍ବରୁ କେରଳ ଛୁଇଁଲା ମୌସୁମୀ
ନୂଆଦିଲ୍ଲୀ,୨୪।୫: କେରଳରେ ମୌସୁମୀ ପ୍ରବେଶ କରିଛି। ଏହା ନିର୍ଦ୍ଧାରିତ ସମୟର ପ୍ରାୟ ଗୋଟିଏ ସପ୍ତାହ ପୂର୍ବରୁ ମୌସୁମୀ କେରଳ ଛୁଇଁଛି। ଗତ ୧୬ ବର୍ଷ ମଧ୍ୟରେ ଏହି ବର୍ଷ ମୌସୁମୀ କେରଳରେ ସବୁଠାରୁ ଶୀଘ୍ର ପହଞ୍ଚିଛି। ଗତ ଦୁଇ ଦିନ ଧରି…
ଏତେ ଶୀଘ୍ର ଦୁନିଆକୁ ଛାଡ଼ି ଚାଲିଗଲେ ପ୍ରସିଦ୍ଧ ଅଭିନେତା
ବଲିଉଡ ଇଣ୍ଡଷ୍ଟ୍ରି ଉପରେ ଖସିଛି ଦୁଃଖର ପାହାଡ଼। ସଲମାନ ଖାନ ଏବଂ ଅଜୟ ଦେବଗନଙ୍କ ସହ ଫିଲ୍ମରେ ନଜର ଆସିଥିବା ଅଭିନେତା ମୁକୁଲ ଦେବ ଦୁନିଆକୁ ଅଲବିଦା କହିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୫୪ ବର୍ଷ ବୟସ ହୋଇଥିଲା। ମୁକୁଲ ‘ସନ…
ଅନ୍ତର୍ଜାତୀୟ ମଞ୍ଚରେ ପାକିସ୍ତାନର ମୁହଁ ବନ୍ଦ କଲା ଭାରତ: ଏବେ କରିବ କ’ଣ
ନ୍ୟୁୟର୍କ,୨୪।୫: ଭାରତ ଜାତିସଂଘ ସୁରକ୍ଷା ପରିଷଦ (UNSC)ରେ ପାକିସ୍ତାନର ମୁହଁ ବନ୍ଦ କରିଛି ଭାରତ। ପାକିସ୍ତାନର ‘ଘୋର କପଟତା’କୁ ନିନ୍ଦା କରି କହିଛି, ଯେଉଁ ଦେଶ ଆତଙ୍କବାଦୀ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୌଣସି ପାର୍ଥକ୍ୟ କରେ ନାହିଁ, ତାହାର ସାଧାରଣ…
୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ, ୧୬ ବର୍ଷ ପରେ ଏଥର…
ଭୁବନେଶ୍ୱର,୨୪ା୫: ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଛୁଇଁବା…
ଜ୍ୟୋତି ମାଲହୋତ୍ରାଙ୍କ ସପକ୍ଷରେ ପୁଣି ବାହାରିଲେ ତାଙ୍କ ପାକିସ୍ତାନୀ ଭଉଣୀ, କହିଲେ ସେ ଗୁପ୍ତଚର ନୁହନ୍ତି, ଲୋକେ ତାଙ୍କୁ…
ଇସଲାମାବାଦ/ଚଣ୍ଡିଗଡ଼,୨୪ା୫: ହରିୟାଣାର ବାସିନ୍ଦା ତଥା ଲୋକପ୍ରିୟ YouTuber ଜ୍ୟୋତି ମାଲହୋତ୍ରାଙ୍କୁ ପାକିସ୍ତାନ ପାଇଁ ଗୁପ୍ତଚର କରିବା ଅଭିଯୋଗରେ ଗିରଫ କରାଯାଇଛି। ଜ୍ୟୋତିଙ୍କ ପାକିସ୍ତାନୀ ଭଉଣୀ ହୀରା ବାତୁଲ ପୁଣି ଥରେ ଜ୍ୟୋତିଙ୍କ ପାଇଁ ଓକିଲାତି କରିବାକୁ ତାଙ୍କ ସମର୍ଥନରେ ବାହାରିଛନ୍ତି। ହୀରା…
ସିନ୍ଧୁ ଜଳଚୁକ୍ତି ସମାଧାନ ନ ହେଲେ ଆମେ ଭୋକରେ ମରିଯିବୁ: କାକୁତିମିନତି ହେଲେ ପାକିସ୍ତାନ ସିନେଟର୍
ନୂଆଦିଲ୍ଲୀ,୨୪ା୫:ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସିନ୍ଧୁନଦୀ ଜଳଚୁକ୍ତିକୁ ସ୍ଥଗିତ ରଖିଥିବାରୁ ଉପୁଜିଥିବା ସଙ୍କଟର ସମାଧାନ ନ ହେଲେ ପାକିସ୍ତାନର ବହୁ ଲୋକ ଖାଇବାକୁ ନ ପାଇ ମରିଯିବେ ବୋଲି ସେଠାର ସିନେଟର ସୟେଦ ଅଲି ଜାଫର ଉଚ୍ଚ ସଦନରେ କହିଛନ୍ତି।…
ଅଧରାତିରେ ଲାଞ୍ଚ ନେଉଥିଲେ ଏଏସଆଇ, ହୋମଗାର୍ଡ: ମାଡ଼ିବସିଲା ଭିଜିଲାନ୍ସ
ଖୋର୍ଦ୍ଧା,୨୪।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଭିଜିଲାନ୍ସ ଜାଲରେ ବାଙ୍କୋଇ ଫାଣ୍ଡି ଏଏସଆଇ ଓ ହୋମଗାର୍ଡ। ଲାଞ୍ଚ ନେଇ ଧରାପଡିଲେ ଏଏସଆଇ ତୁଷାର ନାୟକ ଓ ହୋମଗାର୍ଡ ପିକେ ସୁନ୍ଦରାୟ। ଏକ କେସ ଡାଇରୀରୁ ନା ହଟାଇବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିଲେ।…
ଅନିଶ୍ଚିତତାରେ ଭାବୀ ରାଣୀଙ୍କ ମାଷ୍ଟର ଡିଗ୍ରୀ: ଭବିଷ୍ୟତ ଅନ୍ଧକାର
ବ୍ରସେଲ୍ସ,୨୪ା୫:ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ବିଦେଶୀ ଛାତ୍ରୀଛାତ୍ର ପଢ଼ିପାରିବେ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିର୍ଦ୍ଦେଶନାମା ଜାରି କରିବା ପରେ ସେଠାରେ ପଢ଼ୁଥିବା ବିଦେଶୀ ଛାତ୍ରୀଛାତ୍ରଙ୍କର ଭବିଷ୍ୟତ ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି। ବେଲଜିୟମର ୨୩ ବର୍ଷିଆ ପ୍ରିନ୍ସେସ୍ ତଥା ଭାବୀ…
ଆତଙ୍କବାଦୀଙ୍କ ଲିଷ୍ଟରେ ପ୍ରଥମ: ଶ୍ରୀମନ୍ଦିର ସବୁ ଫଟୋ ଏବେ ପାକ୍ ହାତରେ, କହୁକହୁ କହିଦେଲେ…
ପୁରୀ,୨୩।୫: ପାକ୍- ସ୍ପାଏ ଜ୍ୟୋତି ମାଲହୋତ୍ରା ପୁରୀ ଶ୍ରୀମନ୍ଦିର ଆସିଥିବା ଖବର ପ୍ରକାଶ ପାଇବା ପରେ ଏବେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। କୁହାଯାଉଛି ଜୋତି ଏବଂ ତାଙ୍କ ବାନ୍ଧବୀ ପ୍ରିୟଙ୍କା ପୁରୀ ବୁଲିବା ସହ ଅନେକ ଫଟୋ ଉଠାଇଥିଲେ।…
ସତ ମାନିଲା IMF! ଭାରତର ବିରୋଧ ସତ୍ତ୍ୱେ ପାକିସ୍ତାନକୁ କାହିଁକି ଦେଇଥିଲା ୧ ବିଲିୟନ ଡଲାରର ଋଣ…
ନୂଆଦିଲ୍ଲୀ,୨୩।୫: ପହଲଗାମ ଆକ୍ରମଣର ଜବାବ ଦେଇ ଭାରତ ପାକିସ୍ତାନ ଉପରେ ‘ଅପରେଶନ ସିନ୍ଦୂର’ ଆରମ୍ଭ କରିଥିଲା। ଏହାକୁ ନେଇ ଉଭୟ ଦେଶ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଥିଲା। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଯୁଦ୍ଧ ଆଶଙ୍କା ସୃଷ୍ଟି ହୋଇଥିବା ବେଳେ…
Archives


