ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଶୁକ୍ରବାର ଏହି ସମୟରୁ ଆରମ୍ଭ ହେବ ପଞ୍ଜୀକରଣ
ଭୁବନେଶ୍ୱର,୩୦।୧: ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ…
୨ ଯାଏ ଘନକୁହୁଡ଼ି, ଏହି ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୩୦ା୧: ଆସନ୍ତା ୨ ତାରିଖ ଯାଏ ଘନକୁହୁଡ଼ି ନେଇ ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କଟକ, ଖୋର୍ଦ୍ଧା, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କୋରାପୁଟରେ ପ୍ରବଳ କୁହୁଡ଼ି ଦେଖାଦେବ। ଶୁକ୍ରବାର ରାତି ଓ ୧…
ଭାଜପା ସଭାପତି ନାଁ ଘୋଷଣା, ଆସିଲା ବଡ଼ ଖବର
ଭୁବନେଶ୍ୱର,୩୦।୧: ଭାଜପାର ନୂଆ ସଭାପତି ଘୋଷଣା ନେଇ ରାଜନୀତି ସରଗରମ ରହିଛି। ଏସବୁ ଚର୍ଚ୍ଚା ଭିତରେ ରାଜ୍ୟ ର୍ନିବାଚନ ସହ ଅଧିକାରୀ ସୁକାନ୍ତ ପାଣିଗ୍ରାହୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ରାଜ୍ୟ ସଭାପତି ଘୋଷଣା ହେବ। ଫେବ୍ରୁଆରୀ ପ୍ରଥମ…
ଭୁବନେଶ୍ୱରରେ ପହଞ୍ଚିଲେ ମୋହନ ଭାଗବତ, ଭାଜପା ସଭାପତିକୁ ନେଇ ନେବେ ବଡ଼ ନିଷ୍ପତ୍ତି!
ଭୁବନେଶ୍ୱର,୩୦।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି RSSର ସଙ୍ଘଚାଳକ ଡ. ମୋହନ ଭାଗବତ। ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ମୋହନ ଭାଗବତ। ଆଜି ଏକ ସ୍ମୃତିସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତାକାଲିଠାରୁ ସାଙ୍ଗଠନିକ ବୈଠକ…
ମେୟର ନିର୍ବାଚନରେ ଭାଜପାର ବାଜିମାତ୍
ଚଣ୍ଡିଗଡ଼,୩୦।୧:କେନ୍ଦ୍ର ଶାସିତ ଅଞ୍ଚଳ ଚଣ୍ଡିଗଡ଼ରେ ମେୟର ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଭାରତୀୟ ଜନତା ପାର୍ଟି ଏହି ନିର୍ବାଚନରେ ବିଜୟୀ ହୋଇଛି। ଭାଜପାର ପ୍ରାର୍ଥୀ ହରପ୍ରୀତ କୌର ବାବଲା ନିର୍ବାଚନରେ ବିଜୟୀ ହୋଇ ଚଣ୍ଡିଗଡ଼ର ମେୟର ହୋଇଛନ୍ତି। ସୂଚନା ଅନୁଯାୟୀ, ମେୟର…
ଭୟଙ୍କର ବିମାନ ଦୁର୍ଘଟଣା: ୧୯ ମୃତ, ଉଦ୍ଧାର କାର୍ଯ୍ୟ ଏବେ ବି ଜାରି
ୱାଶିଂଟନ,୩୦।୧: ୱାଶିଂଟନ ଡିସିର ରିଗାନ ନ୍ୟାଶନାଲ ଏୟାରପୋର୍ଟ ନିକଟରେ ଏକ ଯାତ୍ରୀବାହୀ ବିମାନ ଏକ ଆମେରିକୀୟ ସାମରିକ ହେଲିକପ୍ଟର ସହିତ ଧକ୍କା ହୋଇ ପୋଟୋମାକ ନଦୀରେ ଖସି ପଡ଼ିଛି। ଏହି ବିମାନରେ ପ୍ରାୟ ୬୪ ଜଣ ଥିଲେ, ଯେଉଁଥିରୁ ୪ ଜଣ…
ପ୍ରକଳ୍ପ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢାଉ
ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ଆଜି ସକାଳୁ ବଣାଇଁ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ବିଶ୍ୱଦର୍ଶୀ ସାହୁ(ଓଡବ୍ଲୁଏସ୍)ଙ୍କ ବଣାଇଁସ୍ଥିତ ସରକାରୀ ବାସଭବନ ସମେତ ଭୁବନେଶ୍ୱର, ବାଲେଶ୍ୱର, ଯାଜପୁର, ଅଞ୍ଚଳର ୭ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଚାଲିଛି l ସୁନ୍ଦରଗଡ଼ ଭିଜିଲାନ୍ସ…
ମାଡିଆସୁଛି ବ୍ରହ୍ମାଣ୍ଡରେ ସବୁଠୁ ବଡ଼ ଝଡ, ଆଉ ମାତ୍ର ଏତିକି ସମୟ ବାକି…
ଆସୁଛି ମହାପ୍ରଳୟ। ଦୁନିଆ ଏବେ ପ୍ରଳୟମୁହାଁ ହେଉଛ। ପରମାଣୁ ବୈଜ୍ଞାନିକ ତିଆରି କରିଛନ୍ତି ପ୍ରଳୟର ଘଣ୍ଟା । ୭୮ ବର୍ଷ ପୂର୍ବ ପରମାଣୁ ବୈଜ୍ଞାନିକ ଏକ ନିଆରା ଘଣ୍ଟାକୁ ତିଆରି କରିଛନ୍ତି । ଯାହାକୁ ‘ଡୁମ୍ସଡେ କ୍ଲକ’ ବୋଲି ନାମ ଦିଆଯାଇଛି…
ଯମୁନା ନଦୀ ପାଣି ପିଇଲେ ମୁଖ୍ୟମନ୍ତ୍ରୀ: ଜାତୀୟ ରାଜନୀତି ସରଗରମ
ନୂଆଦିଲ୍ଲୀ,୩୦ା୧:ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସୋମବାର ଏକ ନିର୍ବାଚନୀ ରାଲିକୁ ସମ୍ବୋଧିତ କରି ଯମୁନା ନଦୀର ଜଳ ପ୍ରଦୂଷଣ ପାଇଁ ହରିୟାଣାର ଭାଜପା ସରକାରଙ୍କୁ ଦାୟୀ କରିଥିଲେ। ସେ କହିଥିଲେ, ଲୋକଙ୍କୁ ପାଣିରୁ ବଞ୍ଚତ୍ତ କରିବାଠାରୁ ବଡ଼ ପାପ ନାହିଁ।…
ଉତ୍କର୍ଷ ଓଡିଶା କନକ୍ଲେଭ୍ ଆଣିଲା ଅପାର ସଫଳତା: ୧୨.୮୯ ଲକ୍ଷ କୋଟି ପୁଞ୍ଜିନିବେଶ ପାଇଁ MOU
ଭୁବନେଶ୍ୱର, ୨୯।୧: ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆଣିଛି ଅପାର ସଫଳତା। ବୁଧବାର ସନ୍ଧ୍ୟାରେ ଜନତା ମଇଦାନରେ ସାମ୍ବାଦିକଙ୍କୁ ସମ୍ବୋଧନ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଥିଲେ, ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ…
ମହାକୁମ୍ଭ ମେଳାରେ ଦଳାଚକଟା: ୩୦ ମୃତ, ୬୦ରୁ ଅଧିକ ଆହତ
ପ୍ରୟାଗରାଜ/ନୂଆଦିଲ୍ଲୀ,୨୯ା୧: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ବଡ଼ ଧରଣର ଅଘଟଣ ଘଟିଛି। ବୁଧବାର ଭୋର ସମୟରେ ମୌନୀ ଅମାବାସ୍ୟା ପାଇଁ ଅନେକ କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ସଙ୍ଗମସ୍ଥଳକୁ ଯାଇଥିବାବେଳେ ଦଳାଚକଟା ହୋଇଛି। ଏଥିରେ ଅନେକଙ୍କ ମୃତ୍ୟୁ ଘଟିଛି।…
ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କୁ ସଫଳତା: ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତରେ ଆସିବ ସମୃଦ୍ଧି
ଭୁବନେଶ୍ୱର, ୨୯।୧: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ…
Archives


