OLA-UBERକୁ ନୋଟିସ୍, ତୁରନ୍ତ ଜବାବ ରଖିବାକୁ ମନ୍ତ୍ରଣାଳୟ ଦେଲା ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୩ା୧: କେନ୍ଦ୍ର ସରକାର ଏକ ନୋଟିସ୍ ପଠାଇ OLA-UBERକୁ ଜବାବ ମାଗିଛନ୍ତି। କେନ୍ଦ୍ର ମନ୍ତ୍ରଣାଳୟ କହିଛି, ବିଭିନ୍ନ ଫୋନ ବ୍ୟବହାରକାରୀଙ୍କ ପାଇଁ ଭିନ୍ନ ଭିନ୍ନ ଭଡ଼ା କାହିଁକି ଦେଖାଯାଉଛି? କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି…
ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢ଼ୀଙ୍କ କଡ଼ା ଚେତାବନୀ, ଏଣିକି ବିଧାନସଭାରେ ବିଶୃଙ୍ଖଳା କଲେ…
ଭୁବନେଶ୍ୱର,୨୩ା୧: ଗୁରୁବାର ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ବିଧାନସଭାରେ ବିରୋଧୀ ବିଶୃଙ୍ଖଳା ଆଚରଣ କଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ଦଳ ବଜେଟ୍ ଉପସ୍ଥାପନା କରିବେ। ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ…
ସ୍ତ୍ରୀଙ୍କୁ ହତ୍ୟା କରି ପ୍ରେସର କୁକର୍ରେ ରାନ୍ଧିଲେ ସଇତାନ ସ୍ବାମୀ: କାରଣ ଜାଣିଲେ ଉଡିଯିବ ହୋଶ୍
ହାଇଦ୍ରାବାଦ,୨୩।୧: ହତ୍ୟା ଏବଂ ଶରୀରକୁ ଖଣ୍ଡ ଖଣ୍ଡ କରିବା ଘଟଣା ସାଧାରଣ ହୋଇଗଲାଣି। ଶ୍ରଦ୍ଧା ହତ୍ୟା ମାମଲା ପରେ, ଏପରି ଅନେକ ଘଟଣା ସାମ୍ନାକୁ ଆସିଛି। ଏବେ ପୁଣି ଥରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ହାଇଦ୍ରାବାଦରେ ଜଣେ ପୂର୍ବତନ…
କପିଲ ଶର୍ମାଙ୍କୁ ହତ୍ୟା ଧମକ, ଚିନ୍ତାରେ ପରିବାର
ନୂଆଦିଲ୍ଲୀ,୨୩।୧: ହାସ୍ୟ ଅଭିନେତା କପିଲ ଶର୍ମାଙ୍କୁ ମଧ୍ୟ ହତ୍ୟା ଧମକ ମିଳିଛି। ଧମକ ଦେଇଥିବା ବ୍ୟକ୍ତି କପିଲ ଶର୍ମାଙ୍କ ପରିବାର, ସମ୍ପର୍କୀୟ ଏବଂ ପଡ଼ୋଶୀଙ୍କ ସହ ମିଶି ତାଙ୍କୁ ହତ୍ୟା କରିବାକୁ ଧମକ ଦେଇଛନ୍ତି। ଏହି ମାମଲାରେ, ଆମ୍ବୋଲି ପୋଲିସ ବିଏନ୍ଏସ୍…
ମୁଢ଼ି ଖାଇଲେ ମୁଖ୍ୟମନ୍ତ୍ରୀ, ଦଳୀୟ କାର୍ଯ୍ୟାଳୟରେ ୪ ଘଣ୍ଟା ରହିଲେ
ଭୁବନେଶ୍ୱର, ୨୩ା୧(ସୁନିତ୍ ମିଶ୍ର):ସରକାର ଏବଂ ସଙ୍ଗଠନ ମଧ୍ୟରେ କିପରି ଅଧିକ ସମନ୍ବୟ ରହିପାରିବ ତାକୁ ନେଇ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ,…
ଏହି ଦିନ ହେବ ବିଦ୍ୟୁତ୍ କାଟ୍: ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ବନ୍ଦ ରହିବ ବିଦ୍ୟୁତ୍ ସେବା
ବରଗଡ଼,୨୩।୧(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍(ଓପଟିସିଏଲ୍) ପକ୍ଷରୁ ୧୩୨/୩୩ କେ.ଭି ଭଟଲି ଏବଂ ଘେଁସ୍ ଗ୍ରୀଡ୍ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ଆସନ୍ତା ୨୪ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ବରଗଡ଼ ଜିଲା ଅନ୍ତର୍ଗତ ବିଜେପୁର,…
ଶୀତଳଭଣ୍ଡାର ପାଇଁ ୬୦% ପର୍ଯ୍ୟନ୍ତ ରିହାତି
ରାଜ୍ୟ କ୍ୟାବିନେଟ ବୁଧବାର ୧୦ଟି ପ୍ରସ୍ତାବ ଉପରେ ମୋହର ମାରିଛି। ପ୍ରତ୍ୟେକ ସବ୍ଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ ସହ ନବୀକରଣ କଲେ ୫୦ରୁ ୬୦% ରିହାତି(ସବ୍ସିଡି) ବ୍ୟବସ୍ଥା ଘୋଷଣା କରାଯାଇଛି। ଏହାସହ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ନିଷ୍ପତ୍ତି…
ମହାକୁମ୍ଭ ମେଳାର ସାଟେଲାଇଟ ଫଟୋ ଜାରି କଲା ଇସ୍ରୋ
ନୂଆଦିଲ୍ଲୀ, ୨୨ା୧: ପ୍ରତି ୧୨ ବର୍ଷରେ ଥରେ ଆୟୋଜନ ହେଉଥିବା ବିଶ୍ୱର ସବୁଠୁ ବଡ଼ ଧାର୍ମିକ ସମାରୋହ ମହାକୁମ୍ଭ ମେଳା ଗତ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଛି। ତେବେ ଉନ୍ନତ ଜ୍ଞାନ କୌଶଳର ବ୍ୟବହାର କରି ଭାରତୀୟ ମହାକାଶ…
ଓଡ଼ିଶାର ତାଳଚେର ଭାରତର ଦ୍ୱିତୀୟ ସର୍ବାଧିକ ପ୍ରଦୂଷିତ ସହର
ଭୁବନେଶ୍ୱର,୨୨।୧: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ବୁଧବାର ଓଡ଼ିଶାର ତାଳଚେର ସହରର ବାୟୁ ଗୁଣବତ୍ତା ‘ଅତ୍ୟନ୍ତ ଖରାପ’ ବୋଲି ବର୍ଣ୍ଣନା କରାଯାଇଛି। ସିପିସିବି ତା’ର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ)ରେ ତାଳଚେରର ବାୟୁ ଗୁଣବତ୍ତାକୁ ଅତ୍ୟନ୍ତ ଖରାପ ବୋଲି…
ଇଡେନ୍ ଗାର୍ଡେନରେ ଅଭିଷେକ ଶର୍ମା ଝଡ଼: ୭ ଉଇକେଟରେ ଜିତିଲା ଟିମ୍ ଇଣ୍ଡିଆ
କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ମ୍ୟାଚ୍କୁ ଜିତି ନେଇଛି ଟିମ୍ ଇଣ୍ଡିଆ। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ମାତ୍ର ୧୩୨ ରନ୍ରେ ଅଲଆଉଟ୍ ହୋଇଥିଲା। ଜବାବରେ ଭାରତୀୟ ବ୍ୟାଟ୍ସମ୍ୟାନ୍ ଅଭିଷେକ ଶର୍ମା ଜବରଦସ୍ତ ବ୍ୟାଟିଂ କରି ଦଳକୁ ଜିତାଇଛନ୍ତି।…
ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା: ଏତିକି କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୨ା୧: ଓଡ଼ିଶାର ଭୁବନେଶ୍ବରରେ ଭାରତର ପ୍ରଥମ ସିଲିକନ୍ କାର୍ବାଇଡ୍ (ଏସ୍. ଆଇ. ସି.) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆର୍. ଆଇ. ଆର୍. ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ (ଆର୍. ଆଇ. ଆର୍.) ପାଇଁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ୍…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର
ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ ମଧ୍ୟରେ ରାଜ୍ୟରେ ନୂଆ ଡାକ୍ତର ନିଯୁକ୍ତ ହେବେ ବୋଲି ମଧ୍ୟ ମଞ୍ଜୁରୀ ମିଳିଛି। ଓଡ଼ିଶା…
Archives


