ରାଷ୍ଟ୍ରପତିଙ୍କ ବିଷୟରେ ଏମିତି କହିଲେ ତାଙ୍କ ଶିକ୍ଷକ,ଥରକେ ସେ ଚଟ୍କି…
ମୟୂରଭଞ୍ଜ,୬ା୧୨: ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ସେମାନେ ନିଜ ଗାଁର…
ସୀମାରେ ତୁର୍କୀ ଡ୍ରୋନ୍ ମୁତୟନ କଲା ବାଂଲାଦେଶ: ହାଇ ଆଲର୍ଟରେ ଭାରତ
ନୂଆଦିଲ୍ଲୀ,୬।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଇଛି ଏବଂ ଭାରତ ପ୍ରତି ବାଂଲାଦେଶ ଲୋକମାନଙ୍କର ଆକ୍ରୋଶମୂଳକ ବ୍ୟବହାର…
ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା: ପଞ୍ଜିକରଣ କରିଛନ୍ତି ୧୨ ଲକ୍ଷ, ୨୦୦୦ଙ୍କୁ ମିଳିଛି ନିଯୁକ୍ତି
ଭୁବନେଶ୍ୱର,୬।୧୨: ଗତ ପାଞ୍ଚ ବର୍ଷ ମଧ୍ୟରେ ସରକାରଙ୍କ ନିଯୁକ୍ତି ବିନିମୟ(ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ) କାର୍ଯ୍ୟାଳୟରେ ୧୨ ଲକ୍ଷରୁ ଅଧିକ ଚାକିରି ଆଶାୟୀ ପଞ୍ଜୀକୃତ ହୋଇଛନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ମାତ୍ର ୨୨୭୪ ଜଣଙ୍କୁ ଏପର୍ଯ୍ୟନ୍ତ ନିଯୁକ୍ତ କରାଯାଇଛି। ରାଉରକେଲା ବିଧାୟକ ସାରଦା ପ୍ରସାଦ…
ହାଇବ୍ରିଡ୍ ମଡେଲ ପାଇଁ ରାଜି ହେଲା ପାକିସ୍ତାନ, କିନ୍ତୁ ଭାରତକୁ ଲାଗିଲା ବଡ଼ ଝଟକା
ମୁମ୍ବାଇ,୬।୧୨: ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ ହେବାର ରାସ୍ତା ଏକ ପ୍ରକାର ପରିସ୍କାର ହୋଇଛି। କିନ୍ତୁ ଏହା ସମୁର୍ଣ୍ଣ ଭାବେ ପାକିସ୍ତାନରେ ଆୟୋଜିତ ହେବନାହିଁ। ଭାରତ ପାକିସ୍ତାନ ଗସ୍ତ ନ କରୁଥିବାରୁ ହାଇବ୍ରିଡ୍ ମଡେଲରେ ଏହା ଅନୁଷ୍ଠିତ ହେବ। ଭାରତ ଏହାର…
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI, ଜାଣନ୍ତୁ ଆପଣଙ୍କ EMI ଉପରେ କ’ଣ ପଡିବ ପ୍ରଭାବ
ମୁମ୍ବାଇ,୬।୧୨: ରେପୋ ହାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଥର ମଧ୍ୟ ରେପୋ ରେଟ୍ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥାତ ରେପୋ ରେଟ୍ ୬.୫୦ ପ୍ରତିଶତରେ ସ୍ଥିର…
ବରଗଡ଼ ଧନୁଯାତ୍ରା: ବଦଳିଲେ ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ): ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଅଭିନେତା ବଦଳିଥିବା ବେଳେ ଶ୍ରୀକୃଷ୍ଣ, ବଳରାମ ଏବଂ ଶ୍ରୀରାଧା ଭୂମିକାରେ ଅଭିନୟ କରୁଥିବା ଶିଶୁ କଳାକାର ମଧ୍ୟ ବଦଳିଛନ୍ତି। ଗୁରୁବାର ଗୋପପୁର…
ଚିଡ଼ିଆଖାନାରେ ବାଘୁଣୀର ମୃତ୍ୟୁ: ଗର୍ଭାଶୟ ସଂକ୍ରମଣ ଚିକିତ୍ସା ବେଳେ ହୃଦ୍ଘାତରେ ମୃତ୍ୟୁ
ସମ୍ବଲପୁର, ୬।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଚିଡିଆଖାନାରେ କଲରାପତରିଆ ବାଘୁଣୀ ରାଣୀର ବୁଧବାର ରାତିରେ ମୃତ୍ୟୁ ଘଟିଛି। ଗର୍ଭାଶୟ ସଂକ୍ରମଣଜନିତ ରୋଗରେ ପୀଡ଼ିତ ହୋଇ ଏହି ୭ ବର୍ଷୀୟା ବାଘୁଣୀର ମୃତ୍ୟୁ ଘଟିଥିବା ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାସ ଗୁରବାର…
ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଫାଟକରେ ବାନ୍ଧି ନିର୍ଯାତନା
ମାର୍ଶାଘାଇ,୬।୧୨(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜୀ ମାଧ୍ୟାମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟର ଫାଟକରେ ବନ୍ଧା ଯାଇଥିବା ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହା କେଉଁଦିନର ଘଟଣା…
ନଭେମ୍ବର ମାସରେ ମହଙ୍ଗା ହେଲା ନିରାମିଷ ଥାଳି, ବାଲାନ୍ସ ବିଗାଡିଲେ ଆଳୁ ଟମାଟର
ନୂଆଦିଲ୍ଲୀ,୫ା୧୨: ଟମାଟୋ ଏବଂ ଆଳୁର ମୂଲ୍ୟରେ ବୃଦ୍ଧି ହେତୁ ଘରୋଇ ଶାକାହାରୀ ଥାଳି ନଭେମ୍ବର ମାସରେ ଏକ ବର୍ଷ ପୂର୍ବ ତୁଳନାରେ ସାତ ପ୍ରତିଶତ ମହଙ୍ଗା ହୋଇଛି। ରେଟିଂ ଏଜେନ୍ସି ସିଆରଆଇଏସଆଇଏଲ’ର ମାସିକ ‘ରୁଟି ଚାଉଳ ହାର’ ରିପୋର୍ଟରେ କୁହାଯାଇଛି ଯେ…
ପୁଷ୍ପା-୨ ସ୍କ୍ରିନିଂ ସମୟରେ ଦଳାଚକଟାରେ ମହିଳା ମୃତ, ଅଲୁ ଅର୍ଜୁନଙ୍କ ନାଁରେ ରୁଜୁ ହେଲା ମାମଲା
ହାଇଦ୍ରାବାଦ, ୫ା୧୨: ପୁଷ୍ପା-୨ ର ପ୍ରିମିୟର ସମୟରେ ହାଇଦ୍ରାବାଦର ସାନ୍ଧ୍ୟା ଥିଏଟରରେ ନିକଟରେ ହୋଇଥିବା ଦଳାଚକଟାରେ ଜଣେ ଯୁବତୀ ମୃତ୍ୟୁ ବରଣ କରିଛନ୍ତି। ଏହି ଘଟଣାକୁ ନେଇ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଏଥିରେ ପୁଷ୍ପରାଜ ଅଲୁ ଅର୍ଜୁନଙ୍କ ନାମ…
ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍ଘାଟନ କଲେ ରାଷ୍ଟ୍ରପତି
ଭୁବନେଶ୍ୱର,୫।୧୨: ଭୁବନେଶ୍ୱରର ନବ ନିର୍ମିତ ଜୁଡିସିଆଲ କମ୍ପ୍ଲେକ୍ସର ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ…
ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୫ା୧୨: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦେବେନ୍ଦ୍ର ଫଡନାଭିସ। ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳ ବିଜୟ ଲାଭ କରିବା ମୁଖ୍ୟମନ୍ତ୍ରୀ ଇଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା। ଶେଷରେଫଡନାଭିସ…
Archives


