KIIT ବିବାଦକୁ ନେଇ ବଡ଼ଖବର: ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୨୦।୨: କିଟ୍ ନେପାଳୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଗୁରୁବାର ଆଉ ୫ ଜଣଙ୍କୁ ଗିରଫ କରାଯାଇଛି। ୪ ବାଉନସରଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ଗିରଫ ହୋଇଛନ୍ତି। ବାଉନସର ଅଜୟ ସ୍ବାଇଁ, ସରୋଜ ରାଉତରାୟ, ବାଉନସର ଚନ୍ଦନ ସ୍ବାଇଁ ଓ…
ଚମକିଲେ ଶାମି: ଭାରତକୁ ୨୨୯ ରନ୍ର ଟାର୍ଗେଟ୍
ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ମ୍ୟାଚ୍ରେ ବାଂଲାଦେଶ ପ୍ରଥମେ ଖେଳି ଭାରତ ବିପକ୍ଷରେ ୨୨୮ ରନର ଲକ୍ଷ୍ୟ ରଖିଛି। ଟିମ ଇଣ୍ଡିଆକୁ ଏବେ ୨୨୯ ରନ କରିବାକୁ ପଡିବ। ବାଂଲାଦେଶ ବହୁତ ବଡ଼ ସ୍କୋର କରିପାରି ନ ଥିଲା, କିନ୍ତୁ ତୌହିଦ…
ରାଷ୍ଟ୍ରପତି ହେବା ପରେ ଭାରତକୁ ଏହି ୫ ଝଟକା ଦେଇଛନ୍ତି ଟ୍ରମ୍ପ, ଜାଣନ୍ତୁ କ’ଣ କ’ଣ…
ନୂଆଦିଲ୍ଲୀ/ଓ୍ବାଶିଂଟନ୍,୨୦।୨: ଗତ ବର୍ଷ ଯେତେବେଳେ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର କରୁଥିଲେ, ସେତେବେଳେ ଭାରତର ଲୋକମାନେ ଆଶା କରିଥିଲେ ଯେ ଜଣେ ବନ୍ଧୁ ଭାବରେ ସେ ଏପରି ଅନେକ ପଦକ୍ଷେପ ନେବେ ଯାହା ଭାରତକୁ ଲାଭ ଦେବ।…
Delhi CM: ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା
ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀର ନୂତନ…
କାହିଁକି ରେଖାଙ୍କୁ କରାଗଲା Delhi CM, ଜାଣନ୍ତୁ ଭାଜପାର ଭିତିରି ପ୍ଲାନ
ନୂଆଦିଲ୍ଲୀ,୨୦।୨: ସବୁ କଳ୍ପନାଜଳ୍ପନାର ଅନ୍ତ । ଯାହା ଚର୍ଚ୍ଚା ହେଉଥିଲା ତାହା ହିଁ ହୋଇଛି । Delhi New CM ହୋଇଛନ୍ତି ରେଖା ଗୁପ୍ତା । ବିଧାୟକ ଦଳ ବୈଠକରେ ରେଖାଙ୍କ ନାଁ ଘୋଷଣା କରାଯାଇଛି । ଗୁରୁବାର ଅର୍ଥାତ ଆଜି…
KIIT student death row: ଅଚ୍ୟୁତ ସାମନ୍ତଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୨୦।୨: KIIT University ରେ ବି.ଟେକ ଛାତ୍ରୀ ପ୍ରକ୍ରିତି ଲାମସଲଙ୍କ ଆତ୍ମହତ୍ୟା ଏବଂ ନେପାଳୀ ଛାତ୍ରୀଛାତ୍ରଙ୍କୁ ବଳପୂର୍ବକ କଲେଜରୁ ବିତାଡ଼ିତ କରି ର୍ନିଯାତନା ଘଟଣାରେ ବିବାଦ ଅଧିକ ଘନେଇବାରେ ଲାଗିଛି। କିଟ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମହଲରୁ…
ବଡ଼ ଖବର, ରକ୍ତାକ୍ତ ଅବସ୍ଥାରେ ଛାତ୍ରୀ ଉଦ୍ଧାର
ସମ୍ବଲପୁର,୨୦।୨: ସମ୍ବଲପୁରରୁ ଆସୁଛି ବଡ଼ ଖବର। Burla Medical College ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବିଶ୍ୱବିଦ୍ୟାଳୟ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା…
୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ୨୮କୋଟିର ଦୁର୍ନୀତି ହୋଇଛି: ମନ୍ତ୍ରୀ ନାଏକ
ଭୁବନେଶ୍ୱର,୨୦ା୨(ବନ୍ଦନା ସେଠୀ): ପଞ୍ଚାୟତିରାଜ ବିଭାଗରେ ଗତ ୫ବର୍ଷରେ ୨୮କୋଟି ଟଙ୍କାର ଦୁର୍ନୀତି ହୋଇଥିବା ନେଇ ମଙ୍ଗଳବାର ବିଧାନସଭାରେ ତଥ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଉକ୍ତ ତଥ୍ୟ ଅନୁଯାୟୀ, ବିଜେଡି ସରକାରଙ୍କ ଅମଳରେ ୨୦୨୦-୨୧ ଆର୍ଥିକ ବର୍ଷରେ ୯କୋଟି ୧୩ଲକ୍ଷ…
ଖବର ପ୍ରକାଶନ ପୂର୍ବରୁ ସାବଧାନ ରହୁ ଗଣମାଧ୍ୟମ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୦।୨: ସୁପ୍ରିମକୋର୍ଟ ବୁଧବାର ଏକ ମାମଲାର ଶୁଣାଣିକରି ସମାଜରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଛନ୍ତି। ୨୦୧୪ ଜୁନ୍ ୨୭ରେ ଏକ ପେଣ୍ଟିଂ ନିଲାମକାରୀ ସଂସ୍ଥାକୁ ନେଇ ଜାତୀୟ ସ୍ତରୀୟ ଖବରକାଗଜ ଟାଇମ୍ସ ଇଣ୍ଡିଆର ସମ୍ପାଦକୀୟରେ ଅପମାନଜନକ ଲେଖା ପ୍ରକାଶିତ କରାଯାଇଥିବା…
ସୀମା ବାହାର ଟିକେଟ କାହିଁକି ବିକୁଥିଲ
ନୂଆଦିଲ୍ଲୀ,୨୦ା୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ଗତ ୧୫ ତାରିଖରେ ଦଳାଚକଟା ଯୋଗୁ ମହାକୁମ୍ଭକୁ ଯିବା ପାଇଁ ବାହାରିଥିବା ୧୮ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାରେ ବୁଧବାର ଦିଲ୍ଲୀ ହାଇକୋର୍ଟ ରେଲଓ୍ବେକୁ ଭର୍ତ୍ସନା କରିଛନ୍ତି। ଏକ କୋଚ୍ର ଧାରଣ କ୍ଷମତାଠାରୁ ଅଧିକ ସଂଖ୍ୟକ ଟିକେଟ…
ଟାରିଫ୍ ଉପରେ ମୋ ସହ କେହି ଯୁକ୍ତି କରିପାରିବେ ନାହିଁ: ଟ୍ରମ୍ପ୍
ଓ୍ବାଶିଂଟନ୍,୨୦ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୧୩ ତାରିଖରେ ଓ୍ବାଶିଂଟନ୍ ଗସ୍ତବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ହ୍ବାଇଟ୍ ହାଉସ୍ରେ ଭେଟିଥିଲେ। ମୋଦିଙ୍କ ସହ ସାକ୍ଷାତର ଠିକ୍ ପୂର୍ବରୁ ଟ୍ରମ୍ପ୍ ଏକ ନୂଆ ଟାରିଫ୍ ଅର୍ଡରରେ ସ୍ବାକ୍ଷର କରିଥିଲେ। ତଦନୁଯାୟୀ ଯେଉଁ…
ପ୍ରଥମ ମ୍ୟାଚ୍ରେ ହାରିଲା ଆୟୋଜକ ପାକିସ୍ତାନ
କରାଚୀ, ୧୯।୨: ନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଉଦ୍ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ୬୦ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଓ୍ବିଲ୍ ୟଙ୍ଗ୍ ଓ ଟମ୍ ଲଥାମଙ୍କ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ୫ ଉଇକେଟ ହରାଇ…
Archives


