Home Middle

କାର୍‌ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ

ଖୋର୍ଦ୍ଧା, ୧୨।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଚେନ୍ନାଇ ୧୬ନଂ ଜାତୀୟ ରାଜପଥ ବରୁଣେଇ ଓଭରବ୍ରିଜ ପିଏନ କଲେଜ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। କନ୍ଧମାଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ମାରୁତି ସୁଜିକି ସୁଇଫ୍ଟ (OD02CT 7521) ଜବତ ହୋଇଛି ଗଞ୍ଜେଇ। ରବିବାର…

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ: ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଭୁବନେଶ୍ୱର,୧୨।୧: ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ଭିଡିଓ କନଫରେନ୍ସିଂ ଜରିଆରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ମହାକୁମ୍ଭ ଉପଲକ୍ଷେ ଏହି ବସ୍‌ ସେବା ଆରମ୍ଭ କରାଯାଇଛି। ପୁରୀ-ଅଯୋଧ୍ୟା, ବ୍ରହ୍ମପୁର- ଅଯୋଧ୍ୟାକୁ ଏହି ସ୍ବତନ୍ତ୍ର ବସ…

ଜାଗମରାରେ ଜମୁଛି ‘ପଥ ଉତ୍ସବ’

ଭୁବନେଶ୍ୱର, ୧୨ା୧ (ବନ୍ଦନା ସେଠୀ):ରବିବାର ଚଳିତ ବର୍ଷର ଦ୍ୱିତୀୟ ପଥ ଉତ୍ସବ ଭୁବନେଶ୍ୱର ମହାନଗର ନିଗମ ସାଉଥ-ଓ୍ବେଷ୍ଟ ଜୋନ୍‌ ଅନ୍ତର୍ଗତ ଜାଗମରାଠାରେ ଅନୁଷ୍ଠିତ ହୋଇଛି। ଏଥର ପଥ ଉତ୍ସବରେ ଜଲୱା ଦେଖାଇଛନ୍ତି କଣ୍ଠଶିଳ୍ପୀ ଅସୀମା ପଣ୍ଡା ଓ ସତ୍ୟଜିତ୍‌। ଜାଗମରା ନୂଆ…

ଘନ କୁହୁଡ଼ି ସହ ଶୀତ ପ୍ରକୋପ ବଢ଼ିବ

ଭୁବନେଶ୍ୱର,୧୨ା୧(ଅନୁରାଧା ମହାରଣା):ରାଜ୍ୟରେ ଏବେ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଘନ କୁହୁଡି ଅସ୍ତବ୍ୟସ୍ତ କରୁଛି। ଶନିବାର ସକାଳେ କଟକ, ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସହରରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା। ଦ୍ୱୈତନଗରରୀରେ ଦୃଶ୍ୟମାନ ଦୂରତା ପ୍ରାୟ ୧୦…

ସୁଭଦ୍ରା ଯୋଜନାରୁ ଭୁଲ୍‌ରେ ବାଦ୍‌ ପଡ଼ିଥିବା ୮ ହଜାର ମହିଳା ପୁଣି ଯୋଡ଼ିହେଲେ

ଭୁବନେଶ୍ୱର,୧୨ା୧(ଅନିଲ ଦାସ):ଭୁଲରେ ବାଦ୍‌ ପଡ଼ିଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନା ସହିତ ପୁଣି ଯୋଡ଼ି ହୋଇପାରିବେ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (ଅପ୍ଟ ଇନ୍‌)…

ଦିଲ୍ଲୀ ଅବକାରୀ ନୀତି: ୨,୦୨୬ କୋଟି କ୍ଷତି

ନୂଆଦିଲ୍ଲୀ,୧୨।୧: ଦିଲ୍ଲୀ ସରକାରଙ୍କ ଦ୍ୱାରା ସମ୍ପ୍ରତି ରଦ୍ଦ ହୋଇଥିବା ଅବକାରୀ ନୀତି କାର୍ଯ୍ୟକାରିତାରେ ଅନିୟମିତତା ଯୋଗୁ ରାଜ୍ୟ ରାଜକୋଷକୁ ୨,୦୨୬ କୋଟି ଟଙ୍କା କ୍ଷତି ସହିବାକୁ ପଡ଼ିଛି। ପ୍ରଘଟ ହୋଇଥିବା ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ (ସିଏଜି) ରିପୋର୍ଟରୁ ଏହା ଜଣାପଡ଼ିଛି। ଅବକାରୀ…

ଦଳିତ ଆଥ୍‌ଲେଟ୍‌ଙ୍କୁ ୫ ବର୍ଷ ଗଣବଳାତ୍କାର

ଥିରୁଭାନନ୍ତପୁରମ, ୧୨ା୧:କେରଳର ପଥାନାମଥିଟ୍ଟା ଜିଲାରେ ଜଣେ ୧୮ ବର୍ଷୀୟା ଦଳିତ ଝିଅଙ୍କୁ ୫ ବର୍ଷ ମଧ୍ୟରେ ୬୪ ଜଣ ଗଣବଳାତ୍କାର କରିଥିବାର ଏକ ଚାଞ୍ଚଲ୍ୟକର ମାମଲା ସାମ୍‌ନାକୁ ଆସିଛି। ଘଟଣାକୁ ନେଇ କେରଳ ରାଜ୍ୟ ଶିଶୁ କଲ୍ୟାଣ କମିଟି(ସିଡବ୍ଲ୍ୟୁସି) ପକ୍ଷରୁ ପଥାନାମଥିଟ୍ଟା…

୧୮ରେ ଶୁକ୍ର, ଶନି ମିଳନ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨ା୧(ବନ୍ଦନା ସେଠୀ):ଚଳିତ ମାସର ଦ୍ବିତୀୟାର୍ଦ୍ଧରୁ ଶେଷ ପର୍ଯ୍ୟନ୍ତ ସବୁଦିନ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ଆକାଶରେ ୪ଟି ଗ୍ରହକୁ ଖାଲି ଆଖିରେ ଦେଖିହେବ। ଏଥିସହ ୧୮ ତାରିଖରେ ଶୁକ୍ର ଓ ଶନି ଗ୍ରହର ମିଳନ ହେବ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ର…

ଚେନ୍ନାଇରେ ୨ ଓଡ଼ିଆ ଶ୍ରମିକଙ୍କୁ ହତ୍ୟା

ବଲାଙ୍ଗୀର, ୧୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ଦାଦନ ଖଟିବାକୁ ଯାଉଥିବା ଶ୍ରମିକମାନେ କିଭଳି ଦୁର୍ଦ୍ଦଶାର ସମ୍ମୁଖୀନ ହୁଅନ୍ତି ତାହାର ଅନେକ ଦୃଷ୍ଟାନ୍ତ ପୂର୍ବରୁ ଦେଖିବାକୁ ମିଳିଛି। ସାଧାରଣତଃ ସେମାନଙ୍କୁ ଶ୍ରମ ତୁଳନାରେ ପାରିଶ୍ରମିକ ମିଳି ନ ଥାଏ। ଏହାର ପ୍ରତିବାଦ କଲେ ସେମାନେ ପଣବନ୍ଦୀ,…

କାଲିଫର୍ନିଆରେ ସ୍ବାସ୍ଥ୍ୟ ଏମର୍ଜେନ୍ସି

ଓ୍ବାଶିଂଟନ,୧୨।୧:ଆମେରିକାର ଲସ୍‌ଏଞ୍ଜେଲ୍ସରେ ମଙ୍ଗଳବାରଠାରୁ ଲାଗିରହିଥିବା ଭୟାବହ ଜଙ୍ଗଲ ନିଆଁରେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚତ୍ଛି। ହଲିଉଡ୍‌ ହିଲ୍‌ ସମେତ ଲସ୍‌ଏଞ୍ଜେଲ୍ସ ଓ ଏହାର ଆଖପାଖ ଅଞ୍ଚଳରେ ୧୦ ହଜାରରୁ ଊର୍ଦ୍ଧ୍ୱ ଘର ଓ ଗାଡ଼ି ଜଳି ଧ୍ୱଂସ ହୋଇଯାଇଛି। ବିଜୁଳି ବିନା ଲକ୍ଷାଧିକ…

ନ୍ୟାୟ ଦେବ ଭାଜପା! ବାବୁ ସିଂ କହିଲେ ‘ମୁଖ୍ୟମନ୍ତ୍ରୀଙ୍କୁ ନିଜ ବାପାଙ୍କ ହତ୍ୟାର ତଦନ୍ତ ପାଇଁ ଚିଠି ଲେଖନ୍ତୁ ଦୀପାଳି’

ଭୁବନେଶ୍ୱର,୧୧ା୧(ଅନୀଲ ଦାସ): ପୁଣି ଖବର ଶିରୋନାମାକୁ ଆସିଛି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ। ଝିଅ ଦୀପାଳି ମୁଖ୍ୟମନ୍ତ୍ରୀଙ୍କୁ ନିଜ ବାପାଙ୍କ ହତ୍ୟାର ତଦନ୍ତ ପାଇଁ ଚିଠି ଲେଖନ୍ତୁ। ତେବେ ରାଜ୍ୟ ସରକାର ପ୍ରକୃତ ଦୋଷୀକୁ ସର୍ବସମ୍ମୁଖକୁ ଆଣିବେ ଏବଂ ଦୋଷୀ…

ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ମିଳିଲା ନୂଆ ଅଧିନାୟକ, ଫେରିଲେ ଶାମି

ମୁମ୍ବାଇ, ୧୧ା୧: ଅପେକ୍ଷାର ଅନ୍ତ। ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଶନିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ବିସିସିଆଇର ଚୟନ କମିଟି ୧୪ ମାସ ପରେ ଭେଟେରାନ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଦଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri