QR Code ସ୍କାନ କରି ନମୋ ଭାରତ ଟ୍ରେନର ଟିକେଟ ନେଲେ ମୋଦି
ନୂଆଦିଲ୍ଲୀ,୫।୧: କମ ସମୟ ମଧ୍ୟରେ ଯାତ୍ରା କରିବାକୁ ଦିଲ୍ଲୀରୁ ମେରୁଟ ଯାଉଥିବା ଯାତ୍ରୀଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏହାକୁ ଆରମ୍ଭ କରିଛନ୍ତି। ମୋଦି ସାଧାରଣ ଯାତ୍ରୀଙ୍କ ପରି ସାହିବାବାଦ ଆରଆରଟିଏସ ଷ୍ଟେଶନରେ ପହଞ୍ଚି ଟିକେଟ…
ଦୁଲୁକିଲା ରାଜଧାନୀ, ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର ଯାଏ ମଉଜମସ୍ତିର ଆସର
ଭୁବନେଶ୍ୱର,୫।୧:ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର । ଜମିଛି ନୃତ୍ୟ ଗୀତର ଆସର। ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋରେ ମସଗୁଲ ରାଜଧାନୀବାସୀ । ପଥପ୍ରାନ୍ତରେ ନାଚ, ଗୀତ, ଚିତ୍ରକଳା, ସାଂସ୍କୃତିକ କାର୍ଯ୍ୟକ୍ରମ ମଜା…
ଓଡ଼ିଶାରେ ପ୍ରଥମଥର ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ, ଜାଣନ୍ତୁ କେଉଁଠୁ ଆସୁଛନ୍ତି ସବୁଠାରୁ ଅଧିକ NRI
ନୂଆଦିଲ୍ଲୀ,୪।୧: ପ୍ରଥମ ଥର ପାଇଁ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ (ପିବିଡି) ଆୟୋଜିତ ହେଉଛି। ଭୁବନେଶ୍ୱରରେ ଅନୁଷ୍ଠିତ ୧୮ତମ ପ୍ରବାସୀ ଭାରତୀୟ ଦିବସ (ପିବିଡି) ସମ୍ମିଳନୀରେ ଅଂଶଗ୍ରହଣ କରୁଥିବା ବିଦେଶୀମାନଙ୍କ ସଂଖ୍ୟାରେ ଜବରଦସ୍ତ ବୃଦ୍ଧି ଦେଖିବାକୁ ମିଳୁଛି। ଏହି…
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ
ଭୁବନେଶ୍ୱର,୪ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ। ୨୦୦୬…
ବାଣ କାରଖାନାରେ ଭୟାନକ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ
ଚେନ୍ନାଇ,୪/୧: ତାମିଲନାଡୁର ବିରୁଧୁନଗର ଜିଲରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ରାସାୟନିକ ପଦାର୍ଥ ମିଶ୍ରଣ ପ୍ରକ୍ରିୟା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟାନକ ଥିଲା ଅନେକ କୋଠରୀ…
ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି: କେଜରିୱାଲଙ୍କ ବିପକ୍ଷରେ ଲଢ଼ିବେ….
ନୂଆଦିଲ୍ଲୀ,୪/୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ୨୯ ଜଣିଆ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରାଯାଇଛି । ଭାଜପା ନୂଆଦିଲ୍ଲୀ ବିଧାନସଭା ଆସନରୁ…
ରିଷଭ ପନ୍ତ ବିସ୍ଫୋରକ ବ୍ୟାଟିଂ: ଭାରତ ୧୪୫ ରନରେ ଆଗୁଆ
ସିଡନୀ,୪/୧: ବର୍ଡ଼ର- ଗାଭାସ୍କର ଟେଷ୍ଟ ସିରିଜର ଶେଷ ଟେଷ୍ଟର ଦ୍ବିତୀୟ ଦିନ ଖେଳ ଶେଷ ହୋଇଛି। ଭାରତ ଦ୍ୱିତୀୟ ଇନିଂସରେ ୬ ଉଇକେଟ୍ ହରାଇ ୧୪୧ ରନ୍ କରିଥିଲା। ପ୍ରଥମ ଇନିଂସ୍ ଆଧାରରେ ଟିମ୍ ଇଣ୍ଡିଆ ୪ ରନ୍ ର ଅଗ୍ରଣୀ…
୯୨ ବର୍ଷ ପରେ ପ୍ରଥମଥର ଘଟିଲା ଏମିତି…ଯଶସ୍ୱୀ ଜୟସ୍ୱାଲ କଲେ ଏମିତି ରେକର୍ଡ
ସିଡନୀ,୪/୧:ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍ ସିଡନୀରେ ଚାଲିଛି। ଏହି ମ୍ୟାଚ୍ ରେ ଯଶସ୍ୱୀ ଜୟସ୍ୱାଲ ଏକ ସ୍ୱତନ୍ତ୍ର ରେକର୍ଡ କରିଛନ୍ତି। ଭାରତ ୧୯୩୨ ମସିହାରୁ ଟେଷ୍ଟ ୍ କ୍ରିକେଟ୍…
୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱର,୪।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି
ଭୁବନେଶ୍ୱର,୪।୧: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।…
ବୁମ୍ରାଙ୍କ ବିନା ଅଷ୍ଟ୍ରେଲିଆର ହୋଶ୍ ଉଡାଇଲା ଟିମ୍ ଇଣ୍ଡିଆ: ପ୍ରଥମ ଇନିଂସରେ ଆଗୁଆ
ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫିର ଶେଷ ଟେଷ୍ଟର ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସ ୧୮୧ ରନ ଅଲଆଉଟ୍ ହୋଇଯାଇଥିଲା। ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବା ପରେ ଭାରତ ପ୍ରଥମ ଇନିଂସରେ ୧୮୫ ରନ ସଂଗ୍ରହ କରିଥିଲା। ଏହି ଦୃଷ୍ଟିରୁ…
Archives


