Home Middle

ଅଚାନକ ଅଧିନାୟକ ହୋଇଗଲେ ବିରାଟ କୋହଲି: ମ୍ୟାଚ୍‌ ମଝିରେ ନିଆଗଲା ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଖେଳାଯାଉଛି। ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ଅନେକ ଉତ୍ଥାନ-ପତନ ଦେଖାଯାଇଛି। ମ୍ୟାଚର ସବୁଠାରୁ ବଡ ପରିବର୍ତ୍ତନ ଅଧିନାୟକ ରୋହିତ ଶର୍ମାଙ୍କ ରୂପରେ ଦେଖିବାକୁ ମିଳିଥିଲା। ରୋହିତ…

ଅବସରକୁ ନେଇ ଶେଷରେ ମୁହଁ ଖୋଲିଲେ ରୋହିତ ଶର୍ମା: କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ସିଡନୀ,୪।୧୨: ସିଡନୀ ଟେଷ୍ଟର ଦ୍ୱିତୀୟ ଦିନରେ ଅବସର ନେବା ଉପରେ ରୋହିତ ଶର୍ମା ମୁହଁ ଖୋଲିଛନ୍ତି। ଖରାପ ଫର୍ମ ସହ ସଂଘର୍ଷ କରୁଥିବା ରୋହିତଙ୍କୁ ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟରୁ ଡ୍ରପ କରାଯାଇଥିଲା।ଏହା ପରେ…

୪୭ ବର୍ଷର ରେକର୍ଡ ଭାଙ୍ଗିଦେଲେ ଜସପ୍ରୀତ ବୁମ୍‌ରା

ସିଡନୀ,୪।୧୨: ଜସପ୍ରୀତ ବୁମ୍‌ରା କ୍ରିକେଟରେ ତାଙ୍କ ନାମରେ ଆଉ ଏକ ଐତିହାସିକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବର୍ତ୍ତମାନ ଅଷ୍ଟ୍ରେଲିଆରେ ଖେଳାଯାଇଥିବା କୌଣସି ଟେଷ୍ଟ ସିରିଜରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲର ହୋଇପାରିଛନ୍ତି। ସେ ସ୍ପିନ ବୋଲିଂରେ ଭାରତୀୟ କିମ୍ବଦନ୍ତୀ…

ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି

ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମହୋତ୍ସବକୁ ଉଦଘାଟନ କରିଥିଲେ।…

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ…

ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି

ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି। ସୁଭଦ୍ରା ସହ ମୁଖ୍ୟମନ୍ତ୍ରୀ କୃଷି…

ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ

ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା…

‘ଜିନ୍ନତ’କୁ ଓଡ଼ିଶା ଫେରାଇ ଆଣିବାକୁ ପାଣି ଭଳି ଖର୍ଚ୍ଚ ହୋଇଛି ଟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୩।୧: ଓଡ଼ିଶା ଛାଡ଼ି ପ୍ରଥମେ ଝାଡ଼ଖଣ୍ଡ ଓ ପରେ ପଶ୍ଚିମବଙ୍ଗ ପଳାଇଥିବା ମହାବଳ ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିଛି। ଯମୁନା ରହୁଥିବା ଏନ୍‌କ୍ଲୋଜର ମଧ୍ୟରେ ବନ ବିଭାଗ କର୍ମଚାରୀମାନେ ତାକୁ ଛାଡ଼ିଛନ୍ତି। ଦ୍ୱିତୀୟ ଥର ଶିମିଳିପାଳରେ ପହଞ୍ଚତ୍ବା ପରେ ସେ ସୁସ୍ଥ…

ଆଳୁ ଯୋଗାଣକୁ ନେଇ ପଡ଼ୋଶୀ ପଶ୍ଚିମବଙ୍ଗ ସରକାରଙ୍କୁ ଉପ-ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍

ଭୁବନେଶ୍ୱର,୩।୧: ଆଳୁ ଯୋଗାଣକୁ ନେଇ ପଡ଼ୋଶୀ ପଶ୍ଚିମବଙ୍ଗ ସରକାରଙ୍କୁ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି ”ଓଡ଼ିଶାକୁ ଏକ ପ୍ରକାର ବ୍ଲାକମେଲ୍ କରୁଥିଲା ଆମ ପଡ଼ୋଶୀ ରାଜ୍ୟ,…

ମହାନଦୀ ଉପରେ ଚାଲିବନି ବୋଟ୍, ମାଛ ଧାରା ବନ୍ଦ: କଟକଣା ଜାରି କଲା ବନ ବିଭାଗ

କଟକ,୩।୧: କୁମ୍ଭୀର ଓ ପକ୍ଷୀମାନଙ୍କର ବାର୍ଷିକ ଜନଗଣନାକୁ ଦୃଷ୍ଟିରେ ରଖି ବନ ବିଭାଗ କଟକସ୍ଥିତ ମହାନଦୀ ନଦୀରେ ସାତ ଦିନ ଧରି ଡଙ୍ଗା ଚଳାଚଳ ଉପରେ କଟକଣା ଲାଗୁ କରିଥିବା ଜଣାଯାଇଛି। ଜାନୁୟାରୀ ୫ ରୁ ଜାନୁୟାରୀ ୯ ମଧ୍ୟରେ କୁମ୍ଭୀରର…

ଅଷ୍ଟ୍ରେଲିଆ ବୋଲର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌: ୧୮୫ରେ ଅଲଆଉଟ୍‌

ସିଡନୀ,୩।୧: ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲୀୟ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ଆରମ୍ଭ ହୋଇଥିବା ମ୍ୟାଚରେ ଟିମ ଇଣ୍ଡିଆ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମେ ବ୍ୟାଟିଂ କରି…

ବିଲ୍ଡିଂରେ ମାଡ଼ ହୋଇ କ୍ରାଶ୍‌ ହେଲା ବିମାନ: ୨ ମୃତ, ୧୮ ଆହତ

କାଲିଫର୍ନିଆ,୩।୧: ଆମେରିକାର ଦକ୍ଷିଣ କାଲିଫର୍ନିଆରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦକ୍ଷିଣ କାଲିଫର୍ନିଆର ଏକ ବ୍ୟବସାୟିକ ବିଲ୍ଡିଂରେ ବିମାନ ମାଡ଼ ହୋଇ କ୍ରାଶ୍‌ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୧୮ଜଣ ଆହତ ହୋଇଥିବା କୁହାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri