ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି
ଭୁବନେଶ୍ୱର,୩ା୧: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରିବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି…
ଟସ୍ ଜିତିଲା ଭାରତ: ଦଳରୁ ବାଦ୍ ପଡ଼ିଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୩।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜ୍ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଭାରତର ଅଧିନାୟକ ଜଶପ୍ରୀତ ବୁମ୍ରା ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତର ଶୀର୍ଷ କ୍ରମ…
ବଢିବ ଶୀତ: ୩ ଜିଲାରେ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୩ା୧(ଅନୁରାଧା ମହାରଣା):ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତର ପ୍ରଭାବ ବଢ଼ିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍ କିମ୍ବା ଏହାଠାରୁ କମ୍ ତାପମାତ୍ରା ରେକର୍ଡ ହୋଇଛି। ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୭ଡିଗ୍ରୀ ରହିଥିଲାବେଳେ ଝାରସୁଗୁଡାରେ ୮ ଡିଗ୍ରୀ, କେନ୍ଦୁଝରରେ ୯.୫…
ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟଭୀତ ହୋଇ ଦୌଡିଲେ ଲୋକେ
ସାଣ୍ଟିଆଗୋ,୩।୧୨: ଚିଲିର କାଲାମା ନିକଟ ଆଣ୍ଟୋଫାଗାସ୍ତା ଅଞ୍ଚଳରେ ଆଜି ସକାଳୁ ବଡ଼ ଧରଣର ଭୂକମ୍ପ। ଏହାର ତିବ୍ରତା ରିକ୍ଟର ସ୍କେଲରେ ୬.୨ ରହିଛି। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍ଏସ୍ସି) ସୂଚନା ଦେଇଛି। ଭୂକମ୍ପର କେନ୍ଦ୍ରସ୍ଥଳ କାଲାମା ୮୪ କିଲୋମିଟର ଉତ୍ତର-ପଶ୍ଚିମ ଏବଂ…


