ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ
ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ ଅପମାନ କରିବା କିମ୍ବା ଏହାର ପରିବେଷଣରେ ବାଧା ସୃଷ୍ଟି କରିବା କାର୍ଯ୍ୟକୁ ଦଣ୍ଡନୀୟ…
ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ
ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛି ଯେ ସେମାନେ ଜନ୍ତର-ମନ୍ତରରେ ଚାଲିଥିବା ଅନଶନରେ ସାମିଲ ଥିବା ପରିବେଶବିତ୍…
‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍. କୋଟିଶ୍ୱର ସିଂହଙ୍କ ଖଣ୍ଡପୀଠ ରେଳବାଇର ଦସ୍ତାବିଜରେ ବ୍ୟବହୃତ ହେଉଥିବା ‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’…
ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ
ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ…
ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?
ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା ବିଲ୍ ଏବଂ ୫ଟି ପ୍ରଥମ ଥର ପାଇଁ ଆଗତ କରାଯାଉଛି। ସୂତ୍ର ଅନୁସାରେ,…
ଦେଶରେ ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କେତେ ଖାସ୍ ଏହି ଟ୍ରେନ୍
ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶରେ ନିର୍ମିିତ ପ୍ରଥମ ହାଇଡ୍ରୋଜେନ୍ ଫ୍ୟୁଏଲ ସେଲ ଟ୍ରେନ୍କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ସହିତ ଭାରତ ସ୍ବଚ୍ଛ ଏବଂ ଆଧୁନିକ ରେଳ ବ୍ୟବସ୍ଥାର ଏକ ନୂତନ ଯୁଗରେ ପ୍ରବେଶ କରିଛି।…
ସୋନମ ୱାଙ୍ଗଚୁକଙ୍କ ବିସ୍ଫୋରକ ବୟାନ, ‘ପଦଯାତ୍ରା ସଫଳ ନ ହେଲେ, ମୁଁ ଭୂତ ହୋଇ…’
ନୂଆଦିଲ୍ଲୀ,୧୭।୭: NEET ପେପର ଲିକ୍ ଏବଂ ପରୀକ୍ଷା ପ୍ରଣାଳୀରେ ହୋଇଥିବା କଥିତ ଅନିୟମିତତା ପ୍ରତିବାଦରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଶୁକ୍ରବାର ୨୦ତମ ଦିନରେ ପ୍ରବେଶ କରିଛି। କଂଗ୍ରେସ ନେତା ପଓ୍ବନ ଖେଡ଼ା କର୍ମୀ ସୋନମ ୱାଙ୍ଗଚୁକଙ୍କୁ ଭେଟିଛନ୍ତି। କେନ୍ଦ୍ର…
‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ ରିଲିଜ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଡଭୋକେଟ ଜେନେରାଲ ପୀତାମ୍ବର…
ରେଳ ବିଭାଗର ବଡ଼ ଅପ୍ଡେଟ୍: ଜୁଲାଇ ୨୦ରେ ଏସବୁ ରୁଟ୍ରେ ଟ୍ରେନ୍ ବାତିଲ, ଯାଞ୍ଚ୍ କରିନିଅନ୍ତୁ ସ୍ଥିତି…
ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍ କନ୍ଫର୍ମ ହେବା କେତେ କଷ୍ଟକର। କନ୍ଫର୍ମ ଟିକେଟଗୁଡ଼ିକ ଆର୍ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ ଚେଷ୍ଟା ପରେ, ଟିକେଟ୍ଟି କନ୍ଫର୍ମ ହୋଇଥାଏ। ମାତ୍ର କୌଣସି କାରଣରୁ ଯଦି ଆପଣଙ୍କର…
ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ
କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି ଦୁର୍ଘଟଣାରେ ୨ ଛାତ୍ରଙ୍କ ସମେତ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ…
ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନକୁ ସବୁଜ ପତାକା ଦେଖାଇବେ ପିଏମ ମୋଦି; ଏହି ସବୁ ରୁଟ୍ରେ ଚାଲିବ…
ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣାର ଜିନ୍ଦଠାରୁ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନର ଶୁଭାରମ୍ଭ କରିବେ। ଏହାସହ ଭାରତ ବିଶ୍ୱର ସେହି କେତେକ ସୀମିତ ଦେଶଙ୍କ ମଧ୍ୟରେ ସାମିଲ ହେବ, ଯେଉଁଠାରେ ହାଇଡ୍ରୋଜେନ୍ ଟ୍ରେନ ଚାଲିଥାଏ। ଏହି ଟ୍ରେନ ଜିନ୍ଦ-ସୋନିପତ…
୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍-ଅରେଞ୍ଜ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ ୭.୬ କିମି ଯାଏ ବ୍ୟାପିଛି। ଏହା ଆଗାମୀ ୨ ଦିନ ମଧ୍ୟରେ ଉତ୍ତର…

