Home Middle

ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ ମନ୍ତ୍ରୀ, ମିଳିଲା ଅନୁମତି

ଭୁବନେଶ୍ୱର,୧୩।୧୧: ଏଣିକି ମନ୍ତ୍ରୀମାନେ ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ। ବୁଧବାର ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ଅନୁମତି ମିଳିଛି। ଏନେଇ ବିଭାଗ ପକ୍ଷରୁ ଏକ ଅଫିସିଆଲ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ଉଭୟେ କ୍ୟାବିନେଟ…

ପୋଲିସଙ୍କ ପାଇଁ ଆସିଲା ଖୁସିଖବର: ଏଣିକି ୭ ବର୍ଷ ପରେ…

ଭୁବନେଶ୍ୱର,୧୩।୧୧: ଆସିଲା ଏସ୍‌ଆଇଙ୍କ ପାଇଁ ଖୁସି ଖବର। ଏଣିକି ୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷ ସ୍ଥାନରେ ୭ ବର୍ଷକୁ  ରାଜ୍ୟ ସରକାର କମାଇ  ଦେଇଛନ୍ତି। ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସଆଇ…

ମୋଦି ବି ପାଳନ କରିଛନ୍ତି ବୁଲ୍‌ଡୋଜର ଆଇନ: ଓଓ୍ବାଇସି

ନୂଆଦିଲ୍ଲୀ,୧୩ା୧୧: ବୁଧବାର ସୁପ୍ରିମକୋର୍ଟ ‘ବୁଲ୍‌ଡୋଜର ଆଇନ’ର ଧାରା ଉପରେ ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ, ଅଧିକାରୀମାନେ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ପାରିବେ ନାହିଁ, ତାଙ୍କୁ ଅପରାଧୀ ବୋଲି କୁହାଯିବ। ଏହି ପ୍ରସଙ୍ଗରେ ଅଲ୍‌ ଇଣ୍ଡିଆ ମଜଲିସ-ଇ-ଇତେହାଦ୍ଦୁଲ ମୁସ୍‌ଲିମ…

ମାର୍‌ ମାର୍‌ ନାଗରିକକୁ

ସୁଇଜରଲାଣ୍ଡସ୍ଥିତ ବାୟୁମାନ ତଦାରଖ ସଂସ୍ଥା ‘ଆଇକ୍ୟୁଏୟାର’ ମାର୍ଚ୍ଚ ୨୦୨୪ରେ ଏକ ରିପୋର୍ଟ ପ୍ରକାଶ କରିଥିଲା, ଯେଉଁଥିରେ ଦିଲ୍ଲୀ ୨୦୨୩ରେ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ ବୋଲି ବିବେଚିତ ହୋଇଥିଲା। ଏହି ରିପୋର୍ଟର ସତ୍ୟତା ଉପରେ ସନ୍ଦେହ ଏଇଥିପାଇଁ ରହୁ ନାହିଁ ଯେ…

ଭାରତୀୟ ହଳଦୀରେ ସୀସା ସ୍ତର ୧୦୦ ଗୁଣା ଅଧିକ

ନୂଆଦିଲ୍ଲୀ, ୧୩।୧୧: ଭାରତ, ପାକିସ୍ତାନ, ନେପାଳ ପରି ଏସୀୟ ଦେଶଗୁଡ଼ିକରେ ବିକ୍ରି ହେଉଥିବା ହଳଦୀରେ ସୀସାର ବିଷାକ୍ତ ମାତ୍ରା ମିଳିଛି। ଉକ୍ତ ଦେଶଗୁଡ଼ିକରେ ମିଳୁଥିବା ହଳଦୀରେ ସୀସାର ମାତ୍ରା ୧୦୦୦ ମାଇକ୍ରୋଗ୍ରାମ୍‌/ଗ୍ରାମ୍‌ରୁ ଅଧିକ ରହିଥିବା ନେଇ ମଙ୍ଗଳବାର ଏକ ଅଧ୍ୟୟନ ପ୍ରକାଶ…

ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌: ୬ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୧୩ା୧୧(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନ ୪ଟା ସମୟରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ…

ମତଦାନ ପୂର୍ବରୁ ବଡ଼ ଓଲଟପାଲଟ, ଝାଡଖଣ୍ଡ ନିର୍ବାଚନରେ ହେବ ଓଡ଼ିଶା ଭଳି ରେଜଲ୍ଟ!

ନୂଆଦିଲ୍ଲୀ,୧୨।୧୧: ବୁଧବାର ଝାଡ଼ଖଣ୍ଡରେ ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ୪୩ଟି ଆସନରେ ହେଉଛି ମତଦାନ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହେବ । ୬୮୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି…

୨୦୨୫ ପାଇଁ ପ୍ରକାଶ ପାଇଲା ସରକାରୀ ଛୁଟି ତାଲିକା, ଜାଣନ୍ତୁ କେତେଦିନ ମିଳିବ ଛୁଟି…

ଭୁବନେଶ୍ୱର,୧୨।୧୧: ଆସନ୍ତାବର୍ଷ ୨୦୨୫ ପାଇଁ ସରକାରୀ ଛୁଟି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୬ ଟି ସରକାରୀ ଛୁଟି ରହିଛି। ଆଜି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ…

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ବିଶ୍ୱର ନମ୍ବର-୧ ଖେଳାଳି

କାବୁଲ,୧୨।୧୧: ଆଫଗାନିସ୍ତାନ କ୍ରିକେଟ ଦଳକୁ ଉଚ୍ଚ ସ୍ଥାନକୁ ନେବାରେ ମହମ୍ମଦ ନବି ଏକ ମହତ୍ୱପୂର୍ଣ ଅବଦାନ ରଖିଛି। କିନ୍ତୁ ହଠାତ୍‌ ସେ କ୍ରିକେଟ୍‌କୁ ଅଲବିଦା କହିଛନ୍ତି। ସେ କହିଛନ୍ତି,ଚାମ୍ପିଅନ୍ସ ଟ୍ରଫି ୨୦୨୫ ପରେ ସେ ଦିନିକିଆ କ୍ରିକେଟରୁ ଅବସର ନେବାକୁ ଯାଉଛନ୍ତି।…

କେବଳ ହିନ୍ଦୀ ନୁହେଁ

ଶିଶୁଟିଏ ଜନ୍ମ ହେବା ପରେ ତାକୁ ଯେଉଁ ଭାଷାରେ ଅଭ୍ୟସ୍ତ କରାଯାଇଥାଏ, ସେହି ଅନୁଯାୟୀ ସେ ପାରଙ୍ଗମ ହୋଇଥାଏ। ମାତୃଭାଷା ଆଧାରରେ ସେ ସଂସ୍କୃତିଗତ ପରିଚୟ ଲାଭ କରେ। ଭାରତରେ ବିଭିନ୍ନ ମାତୃଭାଷା ଓ ଉପଭାଷା ଥିବାବେଳେ କେବଳ ହିନ୍ଦୀର ପ୍ରଚାର…

ଆସନ୍ତା ଦୁଇଦିନରେ ୨ରୁ ୪ ଡିଗ୍ରୀ ଯାଏ କମିଯିବ ରାତି ତାପମାତ୍ରା, ବୁଧବାର ବର୍ଷା

ଭୁବନେଶ୍ୱର,୧୨।୧୧: ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ[ଆଜି କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ। ରାତି…

ପନ୍ତସିର୍‌ ଏୟାର ଡିଫେନ୍ସ ସିଷ୍ଟମ୍‌ ପାଇଁ ରୁଷିଆ ସହ ଭାରତର ଏମ୍‌ଓୟୁ

ନୂଆଦିଲ୍ଲୀ,୧୨ା୧୧: ଭାରତର ଏୟାର ଡିଫେନ୍ସ ସାମର୍ଥ୍ୟ ବୃଦ୍ଧି ଲକ୍ଷ୍ୟରେ ଭାରତ ଖୁବ୍‌ଶୀଘ୍ର ରୁଷିଆରୁ ଅତ୍ୟାଧୁନିକ ପନ୍ତସିର୍‌ ଏୟାର ଡିଫେନ୍ସ ମିଶାଇଲ୍‌-ଗନ୍‌ ସିଷ୍ଟମ୍‌ କିଣିବାକୁ ଯାଉଛି। ଏଥିପାଇଁ ଭାରତ ଡାଇନାମିକ୍ସ ଲିମିଟେଡ୍‌ (ବିଡିଏଲ୍‌) ରୁଷିଆର ଅସ୍ତ୍ର ରପ୍ତାନିକାରୀ ସଂସ୍ଥା ରୋସୋବୋରୋନେକ୍ସପର୍ଟ (ଆରଓଇ) ସହ ବୁଝାମଣାପତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri