Home Middle

ଟିମ୍ ସହିତ ଅଷ୍ଟ୍ରେଲିଆ ଯିବେ ନାହିଁ ରୋହିତ; ପ୍ରଥମ ଟେଷ୍ଟ ନ ଖେଳିବା ଆଶଙ୍କା

ନୂଆଦିଲ୍ଲୀ,୧୦।୧୧: ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ଗସ୍ତରେ ଟିମ୍ ସହିତ ଯିବେ ନାହିଁ। ନଭେମ୍ବର ୧୧ କିମ୍ବା ୧୨ ତାରିଖରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଯିବାକୁ ଥିବା ବେଳେ ସେଥିରେ ରୋହିତ ଯାଉ ନାହାନ୍ତି ବୋଲି ବିସିସିଆଇ ବିଶ୍ୱସ୍ତ…

ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତ ପାକିସ୍ତାନ ଗସ୍ତ କରିବ ନାହିଁ: ପିସିବି’କୁ ଜଣାଇଲା ଆଇସିସି

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନରେ ହେବାକୁ ଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଭାରତ ଯୋଗ ଦେବାକୁ ମନା କରି ଦେବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବର୍ତ୍ତମାନ ସରକାରଙ୍କ ପରାମର୍ଶ ଲୋଡିଛି। ଭାରତ ସରକାରଙ୍କ ପକ୍ଷରୁ ଅନୁମତି ମିଳି ନ ଥିବା ଦର୍ଶାଇ ଭାରତୀୟ…

ରବିଋତୁ ଫସଲ ପାଇଁ କୃଷକ ପାଇବେ ୯ ହଜାର କୋଟି ଟଙ୍କାର ଋଣ

ନୂଆଦିଲ୍ଲୀ,୧୦ା୧୧: ରାଜ୍ୟରେ ଚଳିତ ୨୦୨୪-୨୫ ରବିଋତୁ ପାଇଁ ୯ ହଜାର କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଯୋଜନା ରଖାଯାଇଛି ବୋଲି ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ କହିଛନ୍ତି। ଗତବର୍ଷ ତୁଳନାରେ ଧାର୍ଯ୍ୟ ଲକ୍ଷ୍ୟଠାରୁ ଚାଷୀମାନେ ଅଧିକ ପରିମାଣର ଋଣ…

ଇଞ୍ଜିନ-ପାୱାର କାର ମଧ୍ୟରେ ଚାପି ହୋଇ ମୃତ୍ୟୁ ବରଣ କଲେ ପଏଣ୍ଟସ୍‌ମ୍ୟାନ୍‌; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ନୂଆଦିଲ୍ଲୀ,୧୦ା୧୧: ବିହାର ବରାଉଣି ଜଙ୍କସନ୍‌ରେ ତାଳମେଳ ଅଭାବରୁ ରେଲଓ୍ବେ ପଏଣ୍ଟସ୍‌ମ୍ୟାନ୍‌ଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଭାରତୀୟ ରେଲୱେର ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି ଯେ, ଷଡ଼ଯନ୍ତ୍ର କରି ସହକର୍ମୀଙ୍କୁ ହତ୍ୟା କରିଛନ୍ତି। ରେଲୱେର ତଦନ୍ତ ସମୟରେ ସିସିଟିଭି…

‘ସେମାନଙ୍କ ସମସ୍ତ ଦୁର୍ନୀତିର ହିସାବନିକାଶ କରିବ ଏନ୍‌ଡିଏ ସରକାର’

ରାଞ୍ଚି,୧୦ା୧୧: ଏନ୍‌ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରବିବାର ବୋକାରୋ ଏବଂ ଗୁମଲାରେ ସାଧାରଣ ସଭାକୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦ା୧୧: ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ ଦେବେ। ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ନୌସେନା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ‘ଅପରେଶନ…

ନିର୍ବାଚନ ପରେ କାଙ୍ଗାଳ ହେଲେ କମଲା ହାରିସ୍‌, ଟ୍ରମ୍ପ ଆପଣାଉଛନ୍ତି ଏହି ଫର୍ମୂଲା

ଓ୍ବାଶିଂଟନ,୧୦ା୧୧: ସାଧାରଣ ନିର୍ବାଚନ ପରେ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସମର୍ଥକଙ୍କଠାରୁ ସାହାଯ୍ୟ ଲୋଡ଼ିଛନ୍ତି। ଡେମୋକ୍ରାଟ୍‌ମାନଙ୍କୁ ଦାନ କରିବାକୁ ସେ ସମର୍ଥକମାନଙ୍କୁ ଅନୁରୋଧ କରିଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଟ୍ରମ୍ପ କହିଛନ୍ତି, ଡେମୋକ୍ରାଟ୍‌ଙ୍କ ପାଖରେ ଅଧିକ…

ଚମକ ଚାଲିଯାଇଛି

ଆମେରିକୀୟ ସାମ୍ବାଦିକ ବବ୍‌ ଉଡ୍‌ୱାର୍ଡ (ଓ୍ବାଟରଗେଟ ଦୁର୍ନୀତିର ରିପୋର୍ଟ ପାଇଁ ପ୍ରସିଦ୍ଧ) ବିଲ୍‌ କ୍ଲିଣ୍ଟନ୍‌ଙ୍କ ପରଠାରୁ ଆମେରିକାର ରାଷ୍ଟ୍ରପତିମାନଙ୍କ କାର୍ଯ୍ୟକାଳ ଏବଂ ଘଟଣାଗୁଡ଼ିକ ବିଷୟରେ ବହି ଲେଖିଆସୁଛନ୍ତି। ଭାରତେରେ ରାଜଦୀପ ସର୍ଦ୍ଦେଶାଇ ସମାନ କାର୍ଯ୍ୟ କରୁଛନ୍ତି ଏବଂ ଗତ ତିନିଟି ଲୋକ…

ଜାମିନ ନିଷ୍ପତ୍ତିରେ ଦିନେ ବିଳମ୍ବ ବି ମୌଳିକ ଅଧିକାରକୁ ପ୍ରଭାବିତ କରେ

ଜାମିନ ଆବେଦନ କରିବା ବ୍ୟକ୍ତିଗତ ସ୍ବାଧୀନତା ଅଧିକାରର ଏକ ଅଂଶବିଶେଷ। ଅନୁରୂପ ଭାବେ ବ୍ୟକ୍ତିଗତ ସ୍ବାଧୀନତା ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ରେ ସୁନିଶ୍ଚିତ କରାଯାଇଥିତ୍ବା ଜୀବନଧାରଣ ଅଧିକାରର ଏକ ଅଂଶ। ତେବେ ତଳ କୋର୍ଟଗୁଡ଼ିକରେ ଜାମିନ ପ୍ରଦାନରେ ନିଷ୍ପତ୍ତି ବେଳେ ଅହେତୁକ…

ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି: ୪ ବର୍ଷ ହେବ ସ୍ନାତକ କୋର୍ସ, ୭ ବର୍ଷ ପରେ…

ଭୁବନେଶ୍ୱର,୯।୧୧: ୨୦୨୪-୨୫ ଶିକ୍ଷା ବର୍ଷରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏହି ମାନଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଆଇଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ: ଯୋଗାଣ-ଶକ୍ତି ବିଭାଗ ସଚିବ ପଦରୁ ହଟିଲେ…

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri