ହସିହସି ଏମିତି କହିଦେଲେ ନବୀନ, ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି ….
ଭୁବନେଶ୍ୱର, ୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ…
ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍ଦାର ଆରମ୍ଭ
ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ…
ବର୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ…
ଖୁବ୍ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ
ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ମନୋଜ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସମାବେଶରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଯୋଗଦେଇ…
‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ
ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ ବର୍ଷରୁ ଅଧିକ ସମୟ ହେବ ଆନ୍ତର୍ଜାତୀୟ କ୍ରିକେଟ୍ ଛାଡିଥିବାରୁ ସେ ପ୍ରାୟତ ନିଜ ପରିବାର…
ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର ଗଠନ ହେଲା, ସେହି ଦିନ ହିଁ କ୍ୟାବିନେଟ୍ ବସାଇ ଆମେ ଚାରିଟି ମୁଖ୍ୟ ନିଷ୍ପତ୍ତି…
”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି
ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର ବିବାହ ହୋଇଛି। ସିନ୍ଧୁ ୨୦୧୬ ରିଓ ଅଲିମ୍ପିକ୍ସ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ସିଲଭର…
ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!
ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ କଳ୍ପନାଜଳ୍ପନା ଚାଲିଛି। ରଘୁବର ଏହି ସମୟରେ ଇସ୍ତଫା ଦେଇଛନ୍ତି ଯେତେବେଳେ ଭାରତୀୟ ଜନତା ପାର୍ଟିର…
ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ
ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପାଇଁ ମଧ୍ୟ ଭାରତ ରତ୍ନ ଦାବି କରିଛନ୍ତି। ପୂର୍ବରୁ ଏହି ଦାବି…
ସଂସଦ ଭବନ ନିକଟରେ ନିଜକୁ ନିଆଁ ଲଗାଇଲେ ବ୍ୟକ୍ତି, ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି
ନୂଆଦିଲ୍ଲୀ, ୨୫।୧୨: ସଂସଦ ଭବନ ନିକଟରେ ଜଣେ ବ୍ୟକ୍ତି ନିଜକୁ ନିଆଁ ଲଗାଇ ଦେଇଛନ୍ତି। ନିକଟରେ ଥିବାସୁରକ୍ଷାକର୍ମୀମାନ ତୁରନ୍ତ ବ୍ୟକ୍ତି ଜଣଙ୍କୁ ଡାକ୍ତରଖାନା ପଠାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତି ଜଣକ ନିଆଁରେ ବହୁତ…
ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ
କଟକ, ୨୫।୧୨: ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍ବାଗ ଥାନା ସିଦ୍ଧେଶ୍ବରସାହିରେ। ମୃତ ବ୍ୟକ୍ତି କଟକସ୍ଥିତ ସାଇବର ପୋଲିସ ଷ୍ଟେସନରେ ଜଣେ କନଷ୍ଟେବଳ ଥିଲେ।…
ରୁଷିଆ ଯାଉଥିବା ବିମାନ କ୍ରାସ୍, ୬୬ ମୃତ
ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ବିମାନଟି ବାକୁ ବିମାନବନ୍ଦରରୁ ଉଡ଼ାଣ ଭରିଥିଲା ଯେଉଁଥିରେ ୭୨ରୁ ଅଧିକ ଯାତ୍ରୀ ଥିଲେ। ଏହି ବିମାନଟି ରୁଷିଆର ଚେଞ୍ଚିଆର ଗ୍ରୋଜନି ଯିବାକୁ ଥିଲା, କିନ୍ତୁ ଗ୍ରୋଜନିରେ…
Archives


