ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିପାରନ୍ତି ବାଂଲାଦେଶୀ ଆତଙ୍କବାଦୀ ସଙ୍ଗଠନ, ଚେତାବନୀ ଦେଲା ଗୁଇନ୍ଦା ସଂସ୍ଥା
କୋଲକାତା,୨୫।୧୨: ବିଧାନସଭାରେ ବିରୋଧୀଦଳର ନେତା (ଏଲଓପି) ଉପରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ କେନ୍ଦ୍ରୀୟ ଗୁପ୍ତଚର ଏଜେନ୍ସିମାନେ ପଶ୍ଚିମବଙ୍ଗ ସରକାରଙ୍କୁ ସତର୍କ କରାଇଛନ୍ତି। ଏହି ଆକ୍ରମଣ ବାଂଲାଦେଶ ଭିତ୍ତିକ ରେଡିକାଲ ସଂଗଠନର ସହଯୋଗୀମାନଙ୍କ ଦ୍ୱାରା ହୋଇପାରେ ଯେଉଁମାନେ ପଡୋଶୀ ଦେଶ ସୀମା…
‘ତାଙ୍କର ଭିଜନ ବିକଶିତ ଭାରତର ସଂକଳ୍ପରେ…’, ଭାରତ ରତ୍ନଙ୍କ ୧୦୦ ତମ ଜନ୍ମ ଜୟନ୍ତିରେ ମୋଦିଙ୍କ ବିଶେଷ ବାର୍ତ୍ତା
ନୂଆଦିଲ୍ଲୀ,୨୫।୧୨: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ । ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଇନଷ୍ଟାଗ୍ରାମରେ ଲେଖିଛନ୍ତି,…
ହିମାଚଳରେ ତୁଷାରପାତ: ୨୨୩ ରାସ୍ତା ଅବରୋଧ
ଶିମ୍ଲା,୨୫ା୧୨(ପି.ଟି.): ହିମାଚଳପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ତୁଷାରପାତ ଯୋଗୁ ୩ଟି ଜାତୀୟ ରାଜପଥ ସମେତ ୨୨୩ଟି ସଡ଼କ ଅବରୋଧ ହୋଇଯାଇଛି। କିନ୍ନୌର, ଲହାଉଲ, ସ୍ପିଟି ସମେତ ଶିମ୍ଲା, କୁଲ୍ଲୁ, ମଣ୍ଡି, ଚାମ୍ବା ଏବଂ ସିର୍ମଉର ଜିଲାର ଉଚ୍ଚ ସ୍ଥାନଗୁଡ଼ିକରେ ତୁଷାରପାତ ହୋଇଛି। ରାସ୍ତା…
ନିର୍ବାଚନ ନିୟମ ସଂଶୋଧନକୁ ବିରୋଧ କରି ସୁପ୍ରିମକୋର୍ଟ ଗଲା କଂଗ୍ରେସ
ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ରେ କରିଥିବା ସଂଶୋଧନକୁ ବିରୋଧ କରି ମଙ୍ଗଳବାର କଂଗ୍ରେସ ସୁପ୍ରିମକୋର୍ଟରେ ରିଟ୍ ପିଟିଶନ ଦାଏର କରିଛି। ନିର୍ବାଚନ ନିୟମ ସଂଶୋଧନକୁ ଆମେ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛୁ ବୋଲି କଂଗ୍ରେସ ନେତା ଜୟରାମ…
ଆମ୍ବେଡ୍କରଙ୍କୁ ନେଇ ଚଣ୍ଡିଗଡ଼ ପୌରସଭା ରଣକ୍ଷେତ୍ର
ଚଣ୍ଡିଗଡ଼,୨୫ା୧୨: ଡ. ଭୀମରାଓ ଆମ୍ବେଡ୍କରଙ୍କ ଲିଗାସୀକୁ ନେଇ ମଙ୍ଗଳବାର ଚଣ୍ଡିଗଡ଼ ମ୍ୟୁନିସିପାଲିଟି ବୈଠକରେ ଉତ୍ତେଜନା ସୃଷ୍ଟି ହେବା ସହ ଭାଜପା ଏବଂ କଂଗ୍ରେସ କାଉନ୍ସିଲରଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଚଣ୍ଡିଗଡ଼ ମେୟର ନିର୍ବାଚନରେ ବାଲଟ୍ ପେପରରେ ଜାଲିଆତି କରିଥିବା ପୋଲିଂ ଅଫିସର ତଥା…
ବଳାତ୍କାର, ଏସିଡ୍ ଆକ୍ରମଣ ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଦିଅ
ନୂଆଦିଲ୍ଲୀ,୨୪ା୧୨ : ବଳାତ୍କାର, ଏସିଡ୍ ଆକ୍ରମଣ ପୀଡ଼ିତା, ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍ସୋ) ମାମଲାରେ ପୀଡ଼ିତା ସରକାରୀ ଓ ଘରୋଇ ହସ୍ପିଟାଲ ସମେତ ନର୍ସିଂହୋମ୍ଗୁଡ଼ିକରେ ମାଗଣା ଚିକିତ୍ସା ସୁବିଧା ପାଇବାକୁ ହକ୍ଦାର ବୋଲି ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଏକ ଐତିହାସିକ…
୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର
ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ ଚାନ୍ଦିନୀ ହରିଜନ। ସୂଚନାନୁଯାୟୀ, ଚାନ୍ଦିନୀ ମଙ୍ଗଳବାର ନିଜ ଭାଇଙ୍କ ସହ ପାଖ ଜମିରେ ଖେଳୁ…
ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ପୁର୍ବଥର ଭଳି ଏହି ଦିନ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ…
ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!
ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦୌପଦୀ ମୂର୍ମୁଙ୍କ ପାଖକୁ ପାଖକୁ ପଠାଇଛନ୍ତି। ତେବେ ରଘୁବରଙ୍କ ଇସ୍ତଫା ପରେ…
ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ
ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ହରିବାବୁଙ୍କୁ ନିଯୁକ୍ତି ରାଷ୍ଟ୍ରପତି ନିଯୁକ୍ତି ଦେଇଥିବା ବେଳେ ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା…
ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା
ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ କରିଛି। ଏହିସହିତ ବହୁ ପ୍ରତିକ୍ଷିତ ଭାରତ ଏବଂ ପାକିସ୍ତାନ ମଧ୍ୟରେ କେଉଁଦିନ ମ୍ୟାଚ୍ ଖେଳାଯିବ…
ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର ଶିକାର ହୋଇଥିଲେ। ଏଥିରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ବର୍ତ୍ତିପାରିନାହାନ୍ତି। ଅଧିକ…
Archives


