‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ
ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ ବିଦେଶୀ ଅତିଥିମାନଙ୍କ ପାଇଁ ଆୟୋଜିତ ଭୋଜିରେ ପରିବେଷଣ କରାଯାଇଥିବା ନିରାମିଷ ଖାଦ୍ୟକୁ ନେଇ…
ମାରିଦେବ AI!
ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା ପାଇଁ ସେ ଅନ୍ୟ ଏଆଇ କମ୍ପାନୀଗୁଡ଼ିକୁ ଆହ୍ବାନ ଦେଇଛନ୍ତି। ଏହି ବିକାଶକୁ ନିୟନ୍ତ୍ରଣ…
ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା
ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ ଉପରେ ଏକ ମିଳିତ ଅଭିଯାନକୁ ସମର୍ଥନ କରିଛନ୍ତି। ପାରମ୍ପରିକ ଚିକିତ୍ସାରେ ପରସ୍ପରକୁ ସହଯୋଗ…
ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି
କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦଳ ନନ୍ଦିଗ୍ରାମରୁ ସଞ୍ଚିତା ପ୍ରଧାନ (ଡେ) ଏବଂ ରେଜିନଗରରୁ ରବିଉଲ ଆଲମ ଚୌଧୁରୀଙ୍କୁ…
ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….
ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ୍ ଏହି ଯୋଜନା ବିଷୟରେ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁସାରେ ମୋଟରସାଇକେଲ…
ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ
ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ ଭାବେ ଅବତରଣ କରାଯାଇଛି। ବିମାନରେ ଥିବା ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ…
BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…
ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ ବୈଠକ କରିଛନ୍ତି। ଏହି ବୈଠକର ଫଟୋ ସାମ୍ନାକୁ ଆସିଛି, ଯେଉଁଥିରେ ସେମାନଙ୍କୁ ଆଲୋଚନା…
ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ
ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ ସ୍ବତନ୍ତ୍ର ଓ ଭବ୍ୟ ରାଜକୀୟ ଭୋଜିର ଆୟୋଜନ କରାଯାଇଥିଲା। ଏହି ଉଚ୍ଚ-ସ୍ତରୀୟ ଭୋଜିରେ…
୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ
ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ କାଲିମାଣ୍ଟନ ଅଭିମୁଖେ ଯାତ୍ରା କରୁଥିବା ସମୟରେ ଏହି ଜାହାଜର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା।…
ମୋଦି-ଜିନ୍ପିଙ୍ଗ୍ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…
ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଜିନ୍ପିଙ୍ଗ ବ୍ରିକ୍ସ ଦେଶମାନଙ୍କ ମଧ୍ୟରେ…
ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…
ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ…
ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…
ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ ଶେଷ ଆଡକୁ…

