Home Middle

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା। କେନ୍ଦ୍ର ସରକାର ରାଶନକୁ ନଗଦ ସହିତ ବଦଳାଇବାକୁ ଯୋଜନା କରୁଛନ୍ତି। କିଛି ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଏକ ନୂଆ ପରିଚୟ ଦେବ। ଟାରିଫ୍‌ ହ୍ରାସ ଯୋଗୁ ଆମେରିକା…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ ଏହାକୁ ତୁରନ୍ତ ମୁଲତବୀ କରାଯାଇଥିଲା। ରାଜ୍ୟ ସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛି । ଯଦି କହିବା ଏକ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ ମଧ୍ୟ ଶତକ ହାସଲ କରିଥିଲେ। ଏହି ଇନିଂସଗୁଡ଼ିକ ଆଫଗାନିସ୍ତାନ ଦ୍ୱାରା ଧାର୍ଯ୍ୟ ୩୧୧…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ମୋଟ୍ ୧୧ ଜିଲାର…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ ପାକିସ୍ତାନ ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାରେ ହେବାକୁ ଥିବା ମ୍ୟାଚ୍ ଉପରେ…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌ ଡିଲ୍‌ ନେଇ ଘୋଷଣା କରିଛନ୍ତି। କିନ୍ତୁ ଏହି ବାଣିଜି୍ୟକ ଚୁକ୍ତି ଭାରତୀୟ ବଜାର…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଓ ଜେମିମା ରୋଡ୍ରିଗ୍ସଙ୍କ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପରକୁ ଭେଟିବେ। ଆର୍‌ସିବି…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ ମୋଟ ୯୩୩ ଖାଲି ପଦବୀ ପୂରଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ କରାଯାଇଥିବାବେଳେ ଉଚ୍ଚ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଜ୍ୟପାଳ ଅଜୟ କୁମାର ଭାଲା ଖେମ୍‌ଚନ୍ଦ ସିଂଙ୍କୁ ପଦ ଓ ଗୋପନୀୟତାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri