ଅସ୍ତ୍ରବିରତି ପରେ ଚେନାବ ନଦୀର ଡ୍ୟାମ ଖୋଲିଦେଲା ଭାରତ, ପାକିସ୍ତାନରେ ବନ୍ୟା!
ଇସଲାମବାଦ,୧୧।୫: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଏହି ଆକ୍ରମଣ ପରେ, ଭାରତ ପ୍ରତିଶୋଧ ନେଇ ପାକିସ୍ତାନ ବିରୋଧରେ ଅନେକ କଠୋର ନିଷ୍ପତ୍ତି ନେଇଥିଲା। ଏଥିରେ ସବୁଠାରୁ କଠିନ ନିଷ୍ପତ୍ତି ଥିଲା ପାଣି…
‘ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଉଛି ଭାରତ’: ପାକିସ୍ତାନ ସହିତ ଯୁଦ୍ଧବିରତି ଘୋଷଣା ପରେ ସୋସିଆଲ ମିଡିଆରେ ଟ୍ରେଣ୍ଡ କଲେ ‘Iron Lady’
ନୂଆଦିଲ୍ଲୀ, ୧୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଆମେରିକୀୟ ମଧ୍ୟସ୍ଥତାରେ ଯୁଦ୍ଧବିରତି ଘୋଷଣା ହେବା ପରେ ଲୋକେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ମାନେ ପକାଇ ସୋସିଆଲ ମିଡିଆରେ ‘ଆଇରନ ଲେଡି’ ଟ୍ରେଣ୍ଡ କରିଛନ୍ତି। କଂଗ୍ରେସ ନେତା ଏବଂ ସାଧାରଣ ଜନତା…
ଭାରତ-ପାକିସ୍ଥାନ ଅସ୍ତ୍ରବିରତି ପରେ, ଟ୍ରମ୍ପ ଦେଲେ ବଡ଼ ଅଫର୍, ବିଶ୍ୱରେ ଚହଳ!
ନୂଆଦିଲ୍ଲୀ, ୧୧।୫: ଚାରି ଦିନର ତୀବ୍ର ଡ୍ରୋନ ଓ କ୍ଷେପଣାସ୍ତ୍ର ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ଶନିବାର ସଂଧ୍ୟାରେ ଏକ ସମ୍ପୂର୍ଣ୍ଣ ଓ ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ଏହି ଘୋଷଣା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ…
ସମୟକୁ ନେଇ ପ୍ରଶ୍ନ: ପାକିସ୍ତାନକୁ ଆଇଏମ୍ଏଫ୍ର ୧ ବିଲିୟନ ଡଲାର ଋଣ
ନ୍ୟୁୟର୍କ/ ଇସ୍ଲାମାବାଦ, ୧୧।୫ (ପି.ଟି.): ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍ଏଫ୍) ଶୁକ୍ରବାର ପାକିସ୍ତାନକୁ ୧ ବିଲିୟନ ଆମେରିକୀୟ ଡଲାର ଋଣ ମଞ୍ଜୁର କରିଛି। ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ସର୍ବୋଚ୍ଚରେ ପହଞ୍ଚତ୍ଥିବା ବେଳେ ଏହି ସମୟରେ ଅନ୍ତର୍ଜାତୀୟ ଋଣପ୍ରଦାନକାରୀ ସଂସ୍ଥାର ଏଭଳି…
ବଡ଼ ସୂଚନା ଦେଲେ ସରକାର, ଘୋର୍ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକ୍ ସେନା
ନୂଆଦିଲ୍ଲୀ,୧୦।୫: ପାକିସ୍ତାନ ସେନା ଘୋର୍ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ସେ କହିଛନ୍ତି, ଏନେଇ ସେନାକୁ କଡ଼ା ପଦକ୍ଷେପ ନେବାକୁ କୁହାଯାଇଛି। ଅସ୍ତ୍ରବିରତି ଉଲ୍ଲଙ୍ଘନ ପାଇଁ ପାକିସ୍ତାନ ଦାୟୀ। ପାକିସ୍ତାନ…
ବର୍ଡରରେ ବଡ଼ ଆଟାକ୍ କଲା ପାକିସ୍ତାନ! ଭାରତରେ ବଡ଼ ବିସ୍ଫୋରଣ
ଜମ୍ମୁ,୧୦।୫: ମାତ୍ର ୪ ଘଣ୍ଟା ନପୁରୁଣୁ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସୀମାରେ ଗୁଳିବର୍ଷା କରୁଛି ପାକିସ୍ତାନ । ପୁଣି ସୀମା ପଟୁ ଆରମ୍ଭ ହେଲା ଗୁଳି ବର୍ଷା ସହ ଡ୍ରୋନ ଆକ୍ରମଣ । ଜମ୍ମୁକଶ୍ମୀରର ବିଭିନ୍ନ ସେକ୍ଟରରେ…
ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ ପୁଣି ଆଟାକ୍ କଲା ପାକିସ୍ତାନ, କଶ୍ମୀରରେ ବଡ଼ ବିସ୍ଫୋରଣ
କଶ୍ମୀର,୧୦।୫: ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ, ପାକିସ୍ତାନ ପୁଣି ଥରେ ତାର ଅସଲ ଚେହେରା ଦେଖାଇଛି। ପାକ୍ ପୁଣି ଭାରତ ଉପରେ ଡ୍ରୋନ ଆଟାକ୍ କରିଛି। ପାକିସ୍ତାନ LOC ଉପରେ ପୁଣି ଗୁଳି ଚଳାଇଛି। ଯାହାର ଜବାବ ମଧ୍ୟ…
India Pakistan Ceasefire: ଅସ୍ତ୍ରବିରତି ଅର୍ଥ କ’ଣ? କାହିଁକି ହୁଏ ଅସ୍ତ୍ରବିରତି…
ନୂଆଦିଲ୍ଲୀ,୧୦।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ଏହାକୁ ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଥିଲେ। ଟ୍ରମ୍ପଙ୍କ ବୟାନ ପରେ, ସଂଧ୍ୟା ୬ଟାରେ ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ପ୍ରେସ ବ୍ରିଫିଂ କରିଛନ୍ତି। ସେ କହିଛନ୍ତି-…
ଭାରତ ସରକାରଙ୍କ ବଡ଼ ଘୋଷଣା, ପାକିସ୍ତାନ ସହ ଅସ୍ତ୍ରବିରତି ପାଇଁ ସହମତ
ନୂଆଦିଲ୍ଲୀ,୧୦।୫: ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ୍ସରେ ଏନେଇ ଘୋଷଣା ପରେ ବିକ୍ରମ ମିଶ୍ରି ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି,…
ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ! ଟ୍ରମ୍ପଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୧୦।୫: ଭାରତ-ପାକିସ୍ତାନ ଯୁଦ୍ଧ ଉତ୍ତେଜନା ଭିତରେ ବଡ଼ ଖବର। ଯୁଦ୍ଧବିରତି ନେଇ ଦୁଇ ଦେଶ ସହମତି ହୋଇଛନ୍ତି। ଏନେଇ ବଡ଼ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ରହିଛି। ଏନେଇ ସୋସିଆଲ ମିଡିଆରେ…
India-Pakistan War: ସରକାର ନେଲେ ଆଉ ଏକ ବଡ଼ ନିଷ୍ପତ୍ତି,ଯେ କୌଣସି ଆତଙ୍କବାଦୀ କାର୍ଯ୍ୟକୁ ଯୁଦ୍ଧ ଘୋଷଣା କରାଯିବ
ନୂଆଦିଲ୍ଲୀ,୧୦।୫: ପାକିସ୍ତାନର ବିଫଳ ଆକ୍ରମଣ ପ୍ରୟାସ ମଧ୍ୟରେ, ଭାରତ ସରକାର ଶନିବାର (୧୦ ମଇ, ୨୦୨୫) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନକୁ ସ୍ପଷ୍ଟ ବାର୍ତ୍ତା ଦେଇ କୁହାଯାଇଛି ଯେ ଯଦି ଭାରତରେ କୌଣସି ଆତଙ୍କବାଦୀ ଆକ୍ରମଣ…
Operation Sindoorରେ ଏହି ୫ ଜଣ ବଡ ଆତଙ୍କବାଦୀ ନିପାତ: ଆସିଲା ଲିଷ୍ଟ୍
ନୂଆଦିଲ୍ଲୀ,୧୦।୫: ଅପରେଶନ ସିନ୍ଦୂର ଅଧୀନରେ ଭାରତ ଦ୍ୱାରା ନିହତ ପାକିସ୍ତାନୀ ଆତଙ୍କବାଦୀଙ୍କ ନାମ ପ୍ରକାଶ ପାଇଛି। ସୂତ୍ର ଅନୁସାରେ, ସେନାର ଆକ୍ରମଣରେ ୫ ଜଣ ବଡ଼ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିମଧ୍ୟରେ ମୁଦାସର ଖାଦିଆନ, ଖଲିଦ, ହାଫିଜ ଜମିଲ, ୟୁସୁଫ ଅଜହର…

