‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’
ନୂଆଦିଲ୍ଲୀ,୧୮ା୧୨: କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କଂଗ୍ରେସକୁ ସମ୍ବିଧାନ ବିରୋଧୀ, ଆମ୍ବେଦକର ବିରୋଧୀ କହିଛନ୍ତି ଶାହା। ନେହରୁ ଓ ଇନ୍ଦିରାଙ୍କୁ ଭାରତ ରତ୍ନ ଦେଲେ, କିନ୍ତୁ ଆମ୍ବେଦକରଙ୍କୁ ସମ୍ମାନିତ କଲେନାହିଁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା…
ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…
ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…
ନଡ଼ିଆ ତେଲ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଉପକୃତ ହେବେ ସାଧାରଣ ଲୋକ
ନୂଆଦିଲ୍ଲୀ,୧୮ା୧୨: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ ଆର. ମହାଦେବନଙ୍କ ତିନିଜଣିଆ ଖଣ୍ଡପୀଠ କହିଛନ୍ତି ଯେ, ଛୋଟ ପ୍ୟାକେଟରେ ନଡ଼ିଆ ତେଲକୁ ଖାଇବା…
ମାଲ୍ୟା-ନୀରବଙ୍କ ଠାରୁ ହଜାର ହଜାର କୋଟି ଟଙ୍କାର ସମ୍ପତ୍ତି ଜବତ, ଅର୍ଥମନ୍ତ୍ରୀ ଦେଲେ ବିସ୍ଫୋରକ ତଥ୍ୟ
ନୂଆଦିଲ୍ଲୀ,୧୮।୧୨: ବିଜୟ ମାଲ୍ୟା ଓ ନୀରବ ମୋଦିଙ୍କ ଠାରୁ ବଡ଼ ଆକାରର ସମ୍ପତ୍ତି ଜବତ। ଦେଶରେ ବ୍ୟାଙ୍କଗୁଡିକୁ ଚୂନା ଲଗାଇ ଏମାନେ ଦେଶ ଛାଡିଥିଲେ। ଏବେ ଏହି ଦୁଇଠକଙ୍କ ଠାରୁ ଭାରତ ସରକାର କୋଟିକୋଟି ଟଙ୍କାର ସମ୍ପତ୍ତି ଜବତ କରବାରେ ସଫଳ…
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ ବୈଷ୍ଣବ ସାମଲ, ଏହି ପୁସ୍ତକ ପାଇଁ ମିଳିବ ପୁରସ୍କାର
ଭୁବନେଶ୍ୱର,୧୮ା୧୨: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ସେ ତାଙ୍କର ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ଲାଗି ଏହି ପାଇବେ ବୋଲି ସୂଚନା ମିଳିଛି। ବୈଷ୍ଣବ ସାମଲ ଉତ୍କଳ ବିଶ୍ବବିଦ୍ୟାଳୟ…
ଆଉ ଏକ ବଡ଼ ଗ୍ୟାରେଣ୍ଟି ଦେଲେ କେଜ୍ରିଓ୍ବାଲ: ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ମାଗଣାରେ ମିଳିବ…
ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପୂର୍ବରୁ ଆମ ଆଦ୍ମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆପ୍ ସରକାର ଦିଲ୍ଲୀର ବୃଦ୍ଧଙ୍କୁ ମାଗଣା…
ଇମୋଶନାଲ୍ ହେଲେ କୋହଲି, ଅଶ୍ୱିନଙ୍କୁ ନେଇ କହିଦେଲେ ଏମିତି କଥା
ନୂଆଦିଲ୍ଳୀ,୧୮।୧୨: ଗାବାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ ପରେ ରବିଚନ୍ଦ୍ରନ ଅଶ୍ୱିନ ଅବସର ଘୋଷଣା କରିଛନ୍ତି। ଅଶ୍ୱିନ ଆଉ ଅନ୍ତର୍ଜାତୀୟ କ୍ରିକେଟରେ ଖେଳିବେ ନାହିଁ। ଅବସର ନେବା ପୂର୍ବରୁ ବିରାଟ କୋହଲିଙ୍କ ସହ ଏକ ଫଟୋ ଭାଇରାଲ…
ମୋଦିଙ୍କୁ ଭେଟି କ’ଣ ଚର୍ଚ୍ଚା କଲେ ଶରଦ ପାଓ୍ବାର, ଜାଣନ୍ତୁ କାହିଁକି ରାଜନୀତି ହେଲା ସରଗରମ
ନୂଆଦିଲ୍ଲୀ,୧୮।୧୨: ଏନସିପି-ଏସସିପି ମୁଖ୍ୟ ଶରଦ ପାୱାର ବୁଧବାର ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ପାୱାର ପ୍ରଧାନମନ୍ତ୍ରୀଙ୍କ ସହ ଚାଷୀଙ୍କ ସମସ୍ୟା ଉପରେ ଆଲୋଚନା କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଏନସିପି-ଏସସିପି ମୁଖ୍ୟ ଶରଦ ପାୱାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବର୍ଷା ବିଗାଡିଦେଳା ଖେଳ: ଗାବା ଟେଷ୍ଟ ଡ୍ର’
ବ୍ରିସବେନ,୧୮।୧୨: ବ୍ରିସବେନର ଗାବା ଠାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଡ୍ର ହୋଇଥିଲା। ଅଷ୍ଟ୍ରେଲିଆ ଜିତିବା ପାଇଁ ଭାରତକୁ ୨୭୫ ରନର ଲକ୍ଷ୍ୟ ଦେଇଥିଲା। କିନ୍ତୁ ମ୍ୟାଚର ପଞ୍ଚମ ଦିନରେ ଚା’ ବିରତି ପରେ…
‘ଲଢେଇ ମନ୍ତ୍ରୀପଦ ପାଇଁ ନୁହେଁ, ଅସ୍ମିତା ପାଇଁ…’, ମହାୟୁତି ଛାଡିବେ ଭୁଜବଳ? ସମର୍ଥକଙ୍କ ସହ ବୈଠକରେ…
ମୁମ୍ବାଇ,୧୮।୧୨: ବରିଷ୍ଠ ଏନସିପି ନେତା ଛଗନ ଭୁଜବଳ ମହାରାଷ୍ଟ୍ର କ୍ୟାବିନେଟରେ ଅନ୍ତର୍ଭୁକ୍ତ ନ ହୋଇଥିବାରୁ ତାଙ୍କର କ୍ରୋଧ ପ୍ରକାଶ କରିଛନ୍ତି। ବୁଧବାର ତାଙ୍କ ନିର୍ବାଚନମଣ୍ଡଳୀ ନାଶିକ ୟେବଲାଠାରେ ସମର୍ଥକମାନଙ୍କର ଏକ ବୈଠକ ଡାକିଥିଲେ। ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା…
ସ୍ନୋ ପାଉଡର ଲଗାଅ ନାହିଁ
ଧନର ଦେବୀ ଲକ୍ଷ୍ମୀ। ତାଙ୍କର ଅନ୍ୟନାମ ଚଞ୍ଚଳା। ଅର୍ଥାତ୍ ସେ ଗୋଟିଏ ଜାଗାରେ ରହିପାରନ୍ତି ନାହିଁ। ଯଦି ଲୋକଙ୍କ ପାଖରେ ଧନ ଅଛି ତେବେ ତାହାକୁ ଅନ୍ୟ ଲୋକ ପାଇଲେ କ୍ଷତି କ’ଣ। ସରକାର ଯେଉଁ ବ୍ୟବସ୍ଥା କରିଛନ୍ତି ସେଥିରେ ଏବେ…
ଭାରତକୁ ଧମକ ଦେଲେ ଟ୍ରମ୍ପ, ବାଇଡେନ କହିଲେ ବହୁତ ବଡ଼ ଭୁଲ କରିଦେଲ…
ଓ୍ବାଶିଂଟନ୍,୧୮।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନରେ ଜିତିବା ଦିନଠାରୁ ସେ ତାଙ୍କ ନିଷ୍ପତ୍ତିରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସେ ପୁଣି ଥରେ ଏପରି ବିବୃତ୍ତି ଦେଇଛନ୍ତି ଯାହା ଉଭୟ ଭାରତ ଏବଂ ଚାଇନା ପାଇଁ ଚିନ୍ତାର କାରଣ ପାଲଟିଛି।…
Archives


