Home Middle

ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତର ହୁଙ୍କାର: ୱାର୍ମ-ଅପ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟାଇଲା

ନଭି ମୁମ୍ବାଇ,୪ା୨: ଟି୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳ ନିଜର ଶେଷ ପ୍ରସ୍ତୁତି ଶେଷ କରିଛି। ନଭି ମୁମ୍ବାଇର ଡି.ୱାଇ ପାଟିଲ ସ୍ପୋର୍ଟସ ଏକାଡେମୀରେ ଖେଳାଯାଇଥିବା ଶେଷ ୱାର୍ମ-ଅପ୍ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ…

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ ୱାର୍ମ-ଅପ୍ ମ୍ୟାଚ୍‌ରେ ଓପନିଂ ଯୋଡ଼ି ଏବଂ ୱିକେଟକିପର ଚୟନକୁ ନେଇ ଯେଉଁ ଚିତ୍ର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ ଇଣ୍ଟରନେଟ୍ ଆସିବା ସମୟରେ ହୋଇଥିବା ଚାକିରି ବିସ୍ଫୋରଣ ପରି ପୁଣି ଏକ ବଡ଼…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ କରି ଦଶମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି। ଆରୋନ ଜର୍ଜଙ୍କ ଚମତ୍କାର…

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଗଲେ ମହିଳା ଏମପି

ନୂଆଦିଲ୍ଲୀ,୪ା୨: ବୁଧବାର ଲୋକସଭାରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧ ଦଳର ପ୍ରବଳ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିପାରିନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବତନ ସେନା ମୁଖ୍ୟ ଏମ୍.ଏମ୍. ନରୱଣେଙ୍କ ସ୍ମୃତି ଗ୍ରନ୍ଥରୁ କିଛି…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ସବିଶେଷ ପ୍ରକଳ୍ପ ରିପୋର୍ଟ (DPR)…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି ଶାସନ ପ୍ରତ୍ୟାହୃତ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ…

ହେଲୋ…ମୋର ବିଶ୍ୱାସଘାତକ ବନ୍ଧୁ: ସଂସଦ ପରିସରରେ ରାହୁଲ-ରବନୀତ ଝଗଡା

ନୂଆଦିଲ୍ଲୀ,୪।୨: ସଂସଦ ପରିସରରେ ଭାରତୀୟ ଜାତୀୟ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁଙ୍କ ମଧ୍ୟରେ ଏକ ବିତର୍କ ଆରମ୍ଭ ହୋଇଛି। ବୁଧବାର ଭାଜପା ନେତା ରବନୀତ ସିଂହ…

ଇତିହାସ ରଚିଲେ ଏଲନ ମସ୍କ: ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୪।୨: ଟେସଲା ମାଲିକ ଏଲନ ମସ୍କ ଇତିହାସ ରଚିଛନ୍ତି। ମହାକାଶ କମ୍ପାନୀ ସ୍ପେସଏକ୍ସ (SpaceX) ତାଙ୍କର AI ଏବଂ ସୋସିଆଲ ମିଡିଆ ଫାର୍ମ xAI ଅଧିଗ୍ରହଣ କରିବା ପରେ ମସ୍କଙ୍କ ସମ୍ପତ୍ତି ଆକାଶଛୁଆଁ ହୋଇଛି। ତାଙ୍କର ମୋଟ ସମ୍ପତ୍ତି ବର୍ତ୍ତମାନ ୮୫୨ବିଲିୟନ…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା ଆଲୋଚନା ହେଉଛି। ନାଗରିକର ପ୍ରିଭେସି ବା ଅନ୍ତରଙ୍ଗ ତଥ୍ୟ ଆଦାନପ୍ରଦାନରେ ସୁରକ୍ଷା ରହିବା…

ବାଣିଜ୍ୟ ଚୁକ୍ତି ପରେ ଆମେରିକା ସହ ଭାରତର ବଡ଼ ବୈଠକ: ଜାଣନ୍ତୁ କ’ଣ ହେଲା…

ନୂଆଦିଲ୍ଲୀ,୪।୨: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ଆମେରିକାର ଏକ ଉଚ୍ଚସ୍ତରୀୟ ଗସ୍ତ ଆରମ୍ଭ କରିଛନ୍ତି। ତାଙ୍କ ଗସ୍ତର ପ୍ରଥମ ଦିନରେ, ସେ ଆମେରିକାର ଅର୍ଥ ସଚିବ ସ୍କଟ ବେସାଣ୍ଟ ଏବଂ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହିତ ଦୁଇଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri