ଭୋଗିବାକୁ ବାଧ୍ୟ
ଅନ୍ତର୍ଜାତୀୟ ନିୟମ-ଆଧାରିତ ବ୍ୟବସ୍ଥା ହେଉଛି ବାସ୍ତବରେ ଜଙ୍ଗଲୀ ଶାସନ ପାଇଁ ବ୍ୟବହୃତ ଏକ ବକ୍ରୋକ୍ତି ଏବଂ ଏହା ହିଁ ବୈଶ୍ୱିକ କ୍ଷମତା ରାଜନୀତିର ସଂଜ୍ଞା ନିରୂପଣକରେ। ପ୍ରାୟ ୨୪୦୦ ବର୍ଷ ପୂର୍ବେ ଲିଖିତ ଏକ ପ୍ରସିଦ୍ଧ ଇତିହାସ ବହି ଥିଲା ଅନ୍ତର୍ଜାତୀୟ…
ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…
ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଲେଖିଛନ୍ତି, ଓଡ଼ିଶା…
ଓଏଏସ୍ ରେଜଲ୍ଟ ପ୍ରକାଶ: ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର, ଟପ୍ ଟେନ୍ରେ ଅଛନ୍ତି…
ଭୁବନେଶ୍ୱର,୧୯ା୧୦: ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍ ରେଜଲ୍ଟ। ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍ସାଇଟ୍ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍ ଟେନ୍ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି।…
ପୁଣି ବିଜେଡିକୁ ଝଟ୍କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…
ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ): ପୁଣି ବିଜେଡିକୁ ଝଟ୍କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ…
ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍
ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତ ସରକାରଙ୍କ ସହ ଆଲୋଚନା କରିବା ଲାଗି କ୍ୟାବିନେଟ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅନୁମତି…
ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ପୁଣି ଚାକିରି ଦେବେ ସରକାର, ଜାଣନ୍ତୁ କେତେ ପାଇବେ ଦରମା…
ନୂଆଦିଲ୍ଲୀ,୧୯ା୧୦: ଭାରତୀୟ ରେଳ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ଦେଇଛି। ବାସ୍ତବରେ ରେଳ କର୍ମଚାରୀଙ୍କ ଅଭାବକୁ ଦୂର କରିବା ପାଇଁ ରେଳବାଇ ପୁଣିଥରେ ଚୁକ୍ତିନାମା ଆଧାରରେ ୬୫ବର୍ଷରୁ କମ୍ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚାକିରି ଦେବାକୁ ନିଷ୍ପତ୍ତି ନେଇଛି।…
୬ ଦିନରେ ୭୦ରୁ ଅଧିକ ବିମାନକୁ ଦିଆଗଲାଣି ବୋମା ଧମକ, ଏଥିରେ ରହିଛି…
ନୂଆଦିଲ୍ଲୀ,୧୯ା୧୦: ଏୟାରଲାଇନ୍ ପ୍ରତି ବିପଦ ବଢୁଛି। କିଛିଦିନ ଧରି ଲଗାତର ବିମାନକୁ ବୋମା ଧମକ ମିଳୁଛି। ଶନିବାର ୫ଟି ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ବି ମିଳିଛି। ଆକାସା ଏୟାରଲାଇନ୍ସର ୫ ବିମାନକୁ ମଧ୍ୟ ବୋମା ଧମକ…
ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ…
ଭୁବନେଶ୍ୱର,୧୯।୧୦: ବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ କରିଛନ୍ତି। ତେବେ ଏହାରି ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଉ…
ହେଜବୋଲ୍ଲାର ଡ୍ରୋନ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ନେତାନ୍ୟାହୁ!
ଜେରୁଜେଲମ,୧୯।୧୦: ଶନିବାର ଅକ୍ଟୋବର ୧୯, ୨୦୨୪ରେ ଲେବାନନ ଇସ୍ରାଏଲ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଇସ୍ରାଏଲ ଖବରକାଗଜ ହାରେଟଜର ରିପୋର୍ଟ ଅନୁଯାୟୀ ଲେବାନନରୁ ଡ୍ରୋନ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣ ଇସ୍ରାଏଲର କେନ୍ଦ୍ରୀୟ କେଜରିୟା ସହରର ଏକ ଘର ଉପରେ କରାଯାଇଥିଲା। କୁହାଯାଉଛି…
ନିଜ ଦେଶରେ ଅକ୍ରୋଶର ଶିକାର ହେଲେ ଟ୍ରୁଡୋ: ବିରୋଧୀ ଆଣିଲେ ସାଂଘାତିକ ଅଭିଯୋଗ
ଓଟ୍ଟାଓ୍ବା,୧୯ା୧୦:କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ଅନ୍ୟାନ୍ୟ ବିବାଦରୁ ଧ୍ୟାନ ହଟାଇବା ପାଇଁ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାକୁ ବ୍ୟବହାର କରୁଥିବା ସେଠାର ବିରୋଧୀ ଦଳ ନେତା ଅଭିଯୋଗ କରିଛନ୍ତି। ଖଲିସ୍ତାନୀ ଆତଙ୍କବାଦୀଙ୍କ ନାଗରିକତ୍ୱ ମରଣୋତ୍ତର ଭାବେ ସରକାର…
ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା
ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ କ୍ଷମା ମାଗିବାର ଆବଶ୍ୟକତା ନାହିଁ କାରଣ ସେ ଆଜି ପର୍ଯ୍ୟନ୍ତ ଏକ ଅସରପା ମାରି…
ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ
ପୁରୀ,୧୯।୧୦: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ ହୋଇଛନ୍ତି। ମହାପ୍ରଭୁଙ୍କ ସେବା…
Archives


