ବ୍ୟାକ୍ଫୁଟ୍ରେ ଟିମ୍ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା
ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ ଦ୍ୱିତୀୟ ଦିନରେ ଦଳ ମାତ୍ର ୪୬ ରନ୍ରେ ଅଲଆଉଟ ହୋଇଛି। ଭାରତୀୟ ପରିବେଶ ତଥା…
ସଲମାନଙ୍କୁ ହତ୍ୟା ପାଇଁ ଏତିକି ଟଙ୍କା ଦିଆଯାଇଥିଲା ସୁପାରୀ; ପାକିସ୍ତାନରୁ ଆସିଥିଲା ବନ୍ଧୁକ
ନୂଆଦିଲ୍ଲୀ,୧୭ା୧୦: ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କୁ ହତ୍ୟା କରିବା ପାଇଁ କଣ୍ଟ୍ରାକ୍ଟ କିଲରଙ୍କୁ ୨୫ ଲକ୍ଷ ଟଙ୍କାର ସୁପାରୀ ଦିଆଯାଇଥିଲା। ସଲମାନଙ୍କ ଫାର୍ମ ହାଉସରେ ତାଙ୍କୁ ହତ୍ୟା କରିବାର ଯୋଜନା କରାଯାଇଥିଲା। ନଭି ମୁମ୍ବାଇ ପୋଲିସ ପକ୍ଷରୁ ଦାଖଲ ହୋଉଥିବା ଚାର୍ଜସିଟରେ…
ଟ୍ରେନ୍ ଟିକେଟ ଆଡଭାନ୍ସ ବୁକିଂ ସମୟ ସୀମା କମାଇଲା ରେଲୱେ, ଜାଣନ୍ତୁ କେତେଦିନ ଆଗରୁ କରିପାରିବେ
ନୂଆଦିଲ୍ଲୀ,୧୭ା୧୦: ଭାରତୀୟ ରେଲୱେ ପକ୍ଷରୁ ଟ୍ରେନ୍ ଟିକେଟ ଆଡଭାନ୍ସ ବୁକିଂ ସମୟ ସୀମା ହ୍ରାସ କରାଯାଇଛି। ଆଗରୁ ୪ ମାସ ପୂର୍ବରୁ ବୁକିଂ କରି ହେଉଥିବା ବେଳେ ଏଣିକି ୨ ମାସ ପୂର୍ବରୁ କରିହେବ ଆଡଭାନ୍ସ ବୁକିଂ। ସମୟ ସୀମା ହ୍ରାସ…
୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା
ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି…
ଜଣେ ସାମ୍ବାଦିକାଙ୍କୁ ଡେଟ୍ କରୁଛନ୍ତି ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା! ଶପଥ ସମାରୋହର ଭାଇରାଲ ଫଟୋକୁ ନେଇ ବଢିଲା ଚର୍ଚ୍ଚା
ଶ୍ରୀନଗର,୧୭।୧୦: ଜମ୍ମୁ କଶ୍ମୀରରେ ସରକାର ଗଠନ ହୋଇଛି। ଏନସି ର ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ଶପଥ ସମାରୋହରେ ଇଣ୍ଡିଆ ମେଣ୍ଟର ବହୁ ସଦସ୍ୟ ଯୋଗ ଦେଇଥିଲେ। ଭାଇରାଲ ଫଟୋରେ ଓମାରଙ୍କ ଶପଥ ସମାରୋହରେ ପ୍ରତମ ଧାଡିରେ…
ହରିୟାଣାରେ ସାଇନି ସରକାର, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ଚଣ୍ଡିଗଡ଼,୧୭ା୧୦: ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି ନାଏବ ସିଂ ସାଇନି। ସେ ଆଜି କ୍ରମାଗତ ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସାଇନଙ୍କୁ ହରିୟାଣା ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ଶପଥ ପାଠ କରାଇଛନ୍ତି। ଏହି ଶପଥ…
ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର
ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ ଆରମ୍ଭ ହୋଇଥିଲା। ଯେଉଁଠାରେ ଭାରତୀୟ ଦଳ ମାତ୍ର ୪୬ ରନରେ ଆଉଟ୍ ହୋଇଯାଇଛି। ଏହା…
ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ
ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ କରୁଛି ବୋଲି ଜଣାପଡିଛି। କମ୍ପନିର ମୁଖପାତ୍ର ଏକ ବିବୃତ୍ତିରେ କହିଛନ୍ତି ଯେ ଏହାର କିଛି…
କିଏ ସେହି ସଞ୍ଜୀବ ଖାନ୍ନା? ଯିଏ ହେବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି, ନାଁ ସୁପାରିସ ପରେ ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୭ା୧୦: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ କେନ୍ଦ୍ର ସରକାରଙ୍କୁ ଆନୁଷ୍ଠାନିକ ସୁପାରିସ ପରେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବା ନେଇ ସମ୍ଭାବନା ରହିଥିବା ଚର୍ଚ୍ଚା ହେଉଛି। ନଭେମ୍ବର ୧୦ରେ ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼ ଅବସର…
କେୱାଇସି ଆଳରେ ଦାଦନ ଶ୍ରମିକଠାରୁ ୧ ହଜାର, ଯୋଗାଣ ବିଭାଗ ନିରବଦ୍ରଷ୍ଟା
ମହାକାଳପଡ଼ା୧୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଅନେକ ଶ୍ରମିକ ଦାଦନ ଖଟିବାକୁ ରାଜ୍ୟ ବାହାରେ ରହିଛନ୍ତି, ବିଶେଷ କରି ହାଇଦ୍ରାବାଦ , ଚେନ୍ନାଇ , ଗୁଜରାଟ , ଜାମ୍ମୁ କାଶ୍ମୀର , ବାଙ୍ଗାଲୋର , କେରଳ , ମୁମ୍ବାଇ , ଦିଲ୍ଲୀ…
ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଡବଲ ଇଞ୍ଜିନ ସରକାରମାନେ ଦୁଇଗୁଣା ବିକାଶ। ସେ ଆହୁରି…
ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ: ବାଂଲାଦେଶୀ ପ୍ରବାସୀମାନଙ୍କୁ ଚିହ୍ନଟ କରି ବିତାଡିତ କରାଯିବ
ନୂଆଦିଲ୍ଲୀ, ୧୭ା୧୦: ନାଗରିକତ୍ଵ ଆଇନର ଧାରା ୬ କ ବୈଧତା ଉପରେ ଶୁଣାଇ କରି ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। କୋର୍ଟ ଧାରା ୬ କ ବୈଧତାକୁ ବଜାୟ ରଖିଛନ୍ତି। ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ସାମ୍ବିଧାନିକ ବ୍ୟବସ୍ଥା…
Archives


