ମୁମ୍ବାଇ ବିମାନବନ୍ଦରରେ ଏୟାର ଇଣ୍ଡିଆ-ଇଣ୍ଡିଗୋ ବିମାନ ଧକ୍କା, ଦୁର୍ଘଟଣା ପରେ ଯାତ୍ରୀ…
ମୁମ୍ବାଇ,୩।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଟଳିଯାଇଛି। ରନୱେରେ ଟାକ୍ସି କରୁଥିବା ସମୟରେ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋର ଦୁଇଟି ବିମାନର ଡେଣା ପରସ୍ପର ସହ ଧକ୍କା ହୋଇଛି। ତେବେ…
ମ୍ୟାନମାରରେ ୫.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ: ଥରିଲା କଲିକତା
କୋଲକାତା,୩।୨: ମଙ୍ଗଳବାର ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ପ୍ରାୟ ୫.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର ପ୍ରଭାବରେ ପଶ୍ଚିମବଙ୍ଗର ରାଜଧାନୀ କଲିକତାରେ ମଧ୍ୟ ମୃଦୁ କମ୍ପନ ଅନୁଭୂତ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା…
କିଏ ସେ ୟୁମନାମ୍ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ…
ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଦଳର ନେତା ଭାବେ ୟୁମନାମ୍ ଖେମଚାନ୍ଦ ସିଂହଙ୍କୁ ନିର୍ବାଚିତ କରାଯାଇଛି। ଫଳରେ…
ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…
ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସେହି ଦାବିକୁ ରୁଷିଆ ଅସ୍ବୀକାର କରିଛନ୍ତି। କ୍ରେମଲିନ ତଥା ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ…
ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ
ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ…
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର
ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି।…
ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ
ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମଙ୍ଗଳବାର ସଂସଦ ବାହାରେ ଗଣମାଧ୍ୟମକୁ ସୂଚନା ଦେଇ ସେ…
ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି ଏମ୍ପିମାନଙ୍କ ମଧ୍ୟରେ ଅମରିନ୍ଦର ସିଂ ରାଜା ୱାରିଂ, ହିବି ଏଡେନ, ମାଣିକମ ଟାଗୋର…
ବୋତଲ ବେପାର
ପାଣିର ଉପସ୍ଥିତି ଯୋଗୁ ପୃଥିବୀରେ ଆମେ ତିଷ୍ଠିଛେ। ସେହି ପାଣି ଏବେ ଦ୍ରୁତଗତିରେ ପ୍ରଦୂଷିତ ହେବାରେ ଲାଗିଛି। କୁହାଯାଉଛି, ଭବିଷ୍ୟତରେ ସବୁଠାରୁ ବଡ଼ ସଙ୍କଟ ଭାବେ ଜଳ ଉଭା ହେବ। ନିକଟ ଅତୀତକୁ ଦେଖିଲେ ମଧ୍ୟପ୍ରଦେଶର ଇନ୍ଦୋରରେ ଦୂଷିତ ପାଣି ପିଇ…
ଟାରିଫ୍ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ
ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ…
ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି
ଭୁବନେଶ୍ୱର,୩।୨(ସୁନିତ୍ ମିଶ୍ର):ରାଜ୍ୟରେ ବାଲି, ଗୋଡି, ମୋରମ ଓ ପଥର ଭଳି ଲଘୁ ଖଣିଜ ସମ୍ପଦର ଚୋରାଚାଲାଣ ରୋକିବା ଦିଗରେ ରାଜ୍ୟ ସରକାର ନୂଆ ବାଟ ତିଆରି କରିଛନ୍ତି। ଏହି ସମସ୍ତ ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ…
୨ ଦିନରେ ୧୭୭ ଆତଙ୍କବାଦୀ ନିହତ
ଇସ୍ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…
Archives


