Home Middle

ଭାରତରେ ସର୍ବାଧିକ ମୋବାଇଲ ମାଲଓ୍ବେର ଆକ୍ରମଣ: ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୪।୧୨:ଅନ୍ୟ ଦେଶଗୁଡ଼ିକ ତୁଳନାରେ ଭାରତରେ ମୋବାଇଲ ମାଲଓ୍ବେର ଆକ୍ରମଣ ଜନିତ ମାମଲା ସର୍ବାଧିକ ରହିଥିବା ନେଇ ଆମେରିକୀୟ କ୍ଲାଉଡ୍‌ ସିକ୍ୟୁରିଟି କମ୍ପାନୀ ଜେଡ୍‌ସ୍କେଲର ପ୍ରକାଶ କରିଛି। ମୋବାଇଲ ମାଲଓ୍ବେର ଆକ୍ରମଣ ଜନିତ ମାମଲାରେ ଆମେରିକା ଏବଂ କାନାଡା ପରି ଦେଶକୁ ଭାରତ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସ୍ଥାନୀୟ ଲୋକଙ୍କୁ ମିଳିବ ୯୫% ସଂରକ୍ଷଣ

ନୂଆଦିଲ୍ଲୀ,୪।୧୨: ଏକ ବଡ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ସ୍ଥାନୀୟ ଲୋକଙ୍କୁ ଗାଜେଟେଡ ପଦବୀରେ ୯୫% ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ଶାଶିତ ଅଞ୍ଚଳ ଲଦାଖରେ ଏହି ନିୟମ ଲାଗୁ ହେବ। ଲଦାଖର ସାଂସଦ…

ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ଲୋକ ସଭାରେ ପାରିତ ହେଲା ବିଲ୍‌

ନୂଆଦିଲ୍ଲୀ, ୩।୧୨: ଲୋକ ସଭାରେ ମଙ୍ଗଳବାର ବ୍ୟାଙ୍କିଂ ଆଇନ୍‌ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହି ବିଲ୍‌ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ ବ୍ୟାଙ୍କଗୁଡ଼ିକରେ ଉତ୍ତମ ସେବା…

ନିଖୋଜ ଶିଶୁ ଉଦ୍ଧାର ଅଭିଯାନ, ୩୩୪ ଶିଶୁ ପରିବାର ଲୋକଙ୍କୁ ହସ୍ତାନ୍ତର

କଟକ,୩ା୧୨ (କାର୍ତ୍ତିକ ସାହୁ): ଭୁବନେଶ୍ବରସ୍ଥିତ ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ପକ୍ଷରୁ ରାଜ୍ୟରେ ଆଜି ପର୍ଯ୍ୟନ୍ତ ନିଖୋଜ ଥିବା ଶିଶୁମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଗତ ନଭେମ୍ବର ୧୮ରୁ ୨୩ ତାରିଖ…

ବାସଭବନରେ ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମାଧାନର ଦେଲେ ଆଶ୍ବାସନା

ଭୁବନେଶ୍ୱର,୩।୧୨: ମଙ୍ଗଳବାର ସକାଳେ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବାସଭବନକୁ ଆସିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ। ଅନ୍ତର୍ଜାତୀୟ ଭିନ୍ନକ୍ଷମ…

ଦାଦନ ଖଟିବାକୁ ଯାଇ ତିନି ବର୍ଷରେ ୨୩୩ ହରାଇଲେଣି ଜୀବନ, ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୩।୧୨: ପେଟ ପୋଷିବା ପାଇଁ ଦାଦନ ଖଟିବାକୁ ଯାଇ ଜୀବନ ହରାଉଛନ୍ତି ଓଡ଼ିଆ ଲୋକ। ଏହି ସଂଖ୍ୟା ଗତ ତିନି ବର୍ଷରେ ୨୩୩ ରହିଛି। ଯାହା ସରକାରଙ୍କ ପାଇଁ ଚିନ୍ତାଜନକ ହେବା କଥା। ମଙ୍ଗଳବାର ବିଧାନସଭାରେ ଶ୍ରମ ଓ କର୍ମଚାରୀ ରାଜ୍ୟ…

ସହକାରୀ ଯନ୍ତ୍ରୀଙ୍କ ପୁଳା ପୁଳା ସମ୍ପତ୍ତି: ତିନି ବିଶାଳ କୋଠା ସହିତ ୧୮ ପ୍ଲଟ୍, କେଜିଏ ସୁନା ଜବତ

ଭୁବନେଶ୍ୱର,୩।୧୨: ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି ଜୟପୁର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ମାତ୍ର ଦଶ ବର୍ଷର ଚାକିରିରେ ସେ ଆୟ ବହିର୍ଭୁତ ସମ୍ପତ୍ତି ୧୮ ପ୍ଲଟ ସହିତ ପ୍ରାୟ ଏକ କେଜିଏ ସୁନା ନିଜ ସମ୍ପତ୍ତିରେ ଯୋଡ଼ିଛନ୍ତି। ମଙ୍ଗଳବାର…

ଗତ ପାଞ୍ଚବର୍ଷରେ ମୃତ୍ୟୁ ବରଣ କରିଛନ୍ତି ୩୪ ବାଘ, ଏବେ ଅଛନ୍ତି ଏତିକି

ଭୁବନେଶ୍ୱର,୩।୧୨: ଓଡ଼ିଶାରେ ଗତ ପାଞ୍ଚ ବର୍ଷ ମଧ୍ୟରେ ଜୀବନ ହରାଇଛନ୍ତି ୩୪ କଲରାପତରିଆ ଏବଂ ତିନି ମହାବଳ ବାଘ। ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୩।୧୨: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ପହଞ୍ଚିଛନ୍ତି। ଏହା ପରେ ବିମାନବନ୍ଦରରୁ ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାର ଅଭିମୁଖେ ଯିବେ ରାଷ୍ଟ୍ରପତି। ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ରାଷ୍ଟ୍ରପତି ୫ ଦିନ…

ଶିନ୍ଦେ ରଚିଲେ ଚକ୍ରବ୍ୟୁହ, ଫସିଯିବ ଭାଜପା!

ମୁମ୍ବାଇ,୩।୧୨: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସରିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ଜାରି ରହିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ହେବାକୁ ଇଚ୍ଛା ରଖିଥିବା ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ଶେଷରେ ମୁଣ୍ଡ ନୁଆଁଇଛନ୍ତି। ରେଜଲ୍ଟ ବାହାରିବାକୁ ୧୧ ଦିନ ବିତି…

ବିଗିଡିଲା ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା: ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୩।୧୨:ମହାରାଷ୍ଟ୍ରର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ତାଙ୍କୁ ଠାଣେର ଜୁପିଟର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସମ୍ପୂର୍ଣ୍ଣ ସ୍ବାସ୍ଥ୍ୟ ଯାଞ୍ଚ କରାଇ ନେବାକୁ ଡାକ୍ତରମାନେ ଶିନ୍ଦେଙ୍କୁ ପରାମର୍ଶ ଦେଇଛନ୍ତି। ତାଙ୍କର ଡବ୍ଲୁବିସି (ଧଳା ରକ୍ତ କଣିକା) ହ୍ରାସ ପାଇଛି।…

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣର ମାଷ୍ଟର ମାଇଣ୍ଡ ୟୁନୁସ ସରକାର: ହସିନା

ଢାକା/ନୂଆଦିଲ୍ଲୀ,୩।୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ପ୍ରତି ହିଂସା ଜାରି ରହିଛି। ଦେଶରେ ହୋଇଥିବା ଆକ୍ରମଣ ପରେ ଶେଖ ହସିନା ଭାରତରେ ଅଛନ୍ତି। ବର୍ତ୍ତମାନ ଶେଖ ହସିନା ମଧ୍ୟବର୍ତ୍ତୀକାଳୀନ ସରକାରର ନେତୃତ୍ୱ ନେଉଥିବା ମହମ୍ମଦ ୟୁନୁସଙ୍କ ଉପରେ ବହୁ ହତ୍ୟା ଏବଂ ସଂଖ୍ୟାଲଘୁଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri