Home Middle

୧୯୭୧ରେ ପାକିସ୍ତାନ ସହ ଯୁଦ୍ଧ ସମୟରେ ହଜାର ହଜାର କଣ୍ଡୋମ ଅର୍ଡର କରିଥିଲା ଭାରତୀୟ ସେନା, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୫।୪: ଆମେ ସମସ୍ତେ ଭାରତୀୟ ସଶସ୍ତ୍ର ବାହିନୀକୁ ପରିଭାଷିତ କରୁଥିବା ସାହସିକତା ଏବଂ ସାହସର ଅନେକ କାହାଣୀ ଶୁଣିଛୁ। ଇତିହାସର ପେଡ଼ିରେ ସାଇତା ସେସବୁ କାହାଣୀ ଭିତରୁ କିଛି ବହୁତ ଆଶ୍ଚର୍ଯ୍ୟଜନକ ହେଲେ ଗୁରୁତ୍ୱପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ୧୯୭୧ ଭାରତ-ପାକିସ୍ତାନ…

ବଡ଼ ଖବର: ଓଡ଼ିଶାରେ ପାକିସ୍ତାନୀ, ଆକ୍ସନ ମୋଡରେ ସରକାର

ଭୁବନେଶ୍ୱର,୨୫।୪: ପହଲଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ…

Pahalgam Terror Attack: ଭାରତ-ପାକିସ୍ତାନ ବର୍ଡରରେ ପହଞ୍ଚିଲେ Army Chief: କିଛି ବି ଘଟିପାରେ

ଶ୍ରୀନଗର,୨୫।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଶୁକ୍ରବାର ଶ୍ରୀନଗରରେ ପହଞ୍ଚିଛନ୍ତି। ଏଠାରେ ସେନା କମାଣ୍ଡରମାନେ ଜେନେରାଲ ଦ୍ୱିବେଦୀଙ୍କୁ ବର୍ତ୍ତମାନର ପରିସ୍ଥିତି ଏବଂ ଆତଙ୍କବାଦୀଙ୍କ ବିରୋଧରେ ସେନା ଦ୍ୱାରା ନିଆଯାଇଥିବା ପଦକ୍ଷେପ ବିଷୟରେ ଅବଗତ କରାଇଥିଲେ।…

ଆପଲ୍ ଆସନ୍ତା ବର୍ଷ ସୁଦ୍ଧା ଆମେରିକାରୁ ସମ୍ପୂର୍ଣ୍ଣ ଆଇଫୋନ୍ ଫ୍ୟାକ୍ଟ୍ରି ଭାରତ ସ୍ଥାନାନ୍ତର କରିପାରେ: ରିପୋର୍ଟ

ନୂଆଦିଲ୍ଲୀ,୨୫।୪: ଆପଲ୍ କମ୍ପାନୀ ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୬ ସୁଦ୍ଧା ଆମେରିକା ବଜାର ପାଇଁ ସମ୍ପୂର୍ଣ୍ଣ ଆଇଫୋନ୍ ଆସେମ୍ବଲିକୁ ଭାରତକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଛି ବୋଲି ଏକ ରିପୋର୍ଟରେ ଦାବି କରାଯାଇଛି। ଫାଇନାନ୍‌ସିଆଲ୍‌ ଟାଇମ୍‌ସ୍‌ର ରିପୋର୍ଟ ଅନୁଯାୟୀ, ଏହି ପଦକ୍ଷେପର…

ଯେଉଁଠି ଲୁଚିଛନ୍ତି, ଖୋଜିଆଣି ଦଣ୍ଡ ଦିଅ: ସେନା ମୁଖ୍ୟଙ୍କୁ କହିଲେ ଏଲଜି

ଶ୍ରୀନଗର,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଜମ୍ମୁ ଏବଂ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ନର (ଏଲଜି) ମନୋଜ ସିହ୍ନା ଆଜି ଶ୍ରୀନଗରରେ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀଙ୍କ ସହ ଏକ ବୈଠକ କରିଛନ୍ତି। ଏହି ସମୟରେ, ଏଲଜି ପହଲଗାମ ଆକ୍ରମଣର ଦୋଷୀମାନଙ୍କ ସହିତ…

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା, କହିଲେ ନିଜ ନିଜ ରାଜ୍ୟରେ ଥିବା…

ନୂଆଦିଲ୍ଲୀ,୨୫ା୪: ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ୍‌ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ…

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ, ଆଗାମୀ ୧୦ ବର୍ଷରେ ୧୦୦ ଟାର୍ଗେଟ

ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ କୁମାର ଝା ଦେଇଥିବା ସୂଚନା ଅନୁଯାୟୀ ଶିମିଳିପାଳ ଜାତୀୟ ଉଦ୍ୟାନରେ ୪୦ ମହାବଳ ଅଛନ୍ତି।…

୧୦୦୦ ପଏଣ୍ଟ ହ୍ରାସ ପାଇଲା ସେନସେକ୍ସ: ପ୍ରାରମ୍ଭିକ ଉତ୍ସାହ ସତ୍ତ୍ୱେ ଷ୍ଟକ୍ ବଜାରରେ ହ୍ରାସର କାରଣ କ’ଣ?

ମୁମ୍ବାଇ,୨୫।୪: ଭାରତୀୟ ଷ୍ଟକ୍ ବଜାର ଆଜି ପୁଣି ଏକ ବଡ଼ ଧରଣର ହ୍ରାସର ସମ୍ମୁଖୀନ ହୋଇଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନସେକ୍ସ ୧୦୦୦ ପଏଣ୍ଟରୁ ଅଧିକ ହ୍ରାସ ପାଇ ୭୮,୮୦୦ ପଏଣ୍ଟ ସ୍ତରରେ କାରବାର କରୁଛି। ସେହିପରି ନ୍ୟାଶନାଲ ଷ୍ଟକ୍…

“ଧର୍ମ-ଅଧର୍ମ ଯୁଦ୍ଧ”: ପହଲଗାମ ଆକ୍ରମଣ ପରେ ଏକତା ବଜାୟ ରଖିବାକୁ ଅନୁରୋଧ କଲେ ମୋହନ ଭଗବତ

ନୂଆଦିଲ୍ଲୀ,୨୫।୪: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଏକ “ଧର୍ମ ଓ ଅଧର୍ମ ମଧ୍ୟରେ ଯୁଦ୍ଧ” ବୋଲି ଅଭିହିତ କରିଛନ୍ତି। ଏପ୍ରିଲ 22ରେ ହୋଇଥିବା ଏହି ଆକ୍ରମଣରେ 26…

ଜମ୍ମୁ କଶ୍ମୀରର ବନ୍ଦିପୋର ଗୁଳିବିନିମୟରେ LeT କମାଣ୍ଡର ଅଲତାଫ ଲାଲି ନିହତ

ଶ୍ରୀନଗର,୨୫।୪: ଜମ୍ମୁ ଓ କଶ୍ମୀରର ବନ୍ଦିପୋରରେ ସୁରକ୍ଷା ବାହିନୀ ସହ ଏକ ଗୁଳିବିନିମୟରେ ଲସ୍କର-ଏ-ତୋଇବା (ଏଲଇଟି)ର ଶୀର୍ଷ କମାଣ୍ଡର ଅଲତାଫ ଲାଲି ନିହତ ହୋଇଛନ୍ତି। ଏହି ଅପରେସନ ଏପ୍ରିଲ ୨୨ ରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଡ଼ିତ ଥିବା ଏଲଇଟି…

ଭୁବନେଶ୍ୱର: ଦୁଇ ଷ୍ଟେସନ ନିକଟରୁ ୨ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା…

ଭୁବନେଶ୍ୱର, ୨୫।୪: ଏକ ଆଶ୍ଚର୍ଯ୍ୟକର ଘଟଣାରେ, ଶୁକ୍ରବାର ଭୁବନେଶ୍ୱରର ବାଣୀ ବିହାର ଏବଂ ଲିଙ୍ଗରାଜ ରେଲୱେ ଷ୍ଟେସନରୁ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ସୂତ୍ରରୁ ପ୍ରକାଶ, ରାଜଧାନୀ ସହରର ଏହି ଦୁଇଟି ପ୍ରମୁଖ ରେଲୱେ ଷ୍ଟେସନରୁ ଗୋଟିଏ ଲେଖାଏଁ ମୃତଦେହ ଉଦ୍ଧାର…

ଆକ୍ରମଣ ପଛରେ କେନ୍ଦ୍ରର ହାତ କହି ବିଧାୟକ ଗିରଫ

ଗୁଆହାଟୀ,୨୫।୪:ପୁଲଓ୍ବାମା ଏବଂ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍‌ ବିଧାୟକ ଅମିନୁଲ ଇସ୍‌ଲାମ ଗିରଫ ହୋଇଛନ୍ତି। ଉଭୟ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ଥିବା ଅମିନୁଲ କହିଥିଲେ। ଉକ୍ତ ମନ୍ତବ୍ୟର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?