ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ଘର ଉଡ଼ାଇ ଦେଲେ ସୁରକ୍ଷା ବାହିନୀ
ଶ୍ରୀନଗର,୨୫।୪: ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଏନଆଇଏ ମଧ୍ୟ ଜମ୍ମୁ ଏବଂ କାଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର ତଦନ୍ତ ଆରମ୍ଭ କରିଛି। ପହଲଗାମ ଆକ୍ରମଣରେ ଆତଙ୍କବାଦୀ ଆସିଫ ଶେଖ ଏବଂ ଆଦିଲ ଗୁରିଙ୍କ…
‘ହମାସ ନେତାମାନେ POK ଗସ୍ତ କରିଥିଲେ’: ଇସ୍ରାଏଲ କୂଟନୀତିକଙ୍କ ଦାବି, ପାକିସ୍ତାନ ଓ ଲସ୍କର ସହ ହମାସର ସମ୍ପର୍କ
ନୂଆଦିଲ୍ଲୀ, ୨୫।୪: ଇସ୍ରାଏଲର ଜଣେ ବରିଷ୍ଠ କୂଟନୀତିକ ଏକ ଚାଞ୍ଚଲ୍ୟକର ଦାବି କରି କହିଛନ୍ତି ଯେ, ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସର ନେତାମାନେ ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ଗସ୍ତ କରିଛନ୍ତି ଏବଂ ପାକିସ୍ତାନ ଆଧାରିତ ଆତଙ୍କବାଦୀ ଗୋଷ୍ଠୀ ଲସ୍କର-ଏ-ତୋଇବା ସହ…
ଦ୍ୱିତୀୟ ବିବାହ ପାଇଁ ପୁଅଙ୍କୁ ହତ୍ୟା: ପଥର ଖାଦାନରୁ ମିଳିଲା ନିଖୋଜ ନାବାଳକର ମୃତଦେହ
ଜେନାପୁର/ଧର୍ମଶାଳା,୨୫।୪(ଅଶୋକ ଦାସ/ ବଟକୃଷ୍ଣ ପରିଡ଼ା): ଯାଜପୁର ଜିଲା ଜେନାପୁର ଥାନା ସାହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରୁ ନିଖୋଜ ହୋଇ ଯାଇଥିବା ୬ ବର୍ଷର ନାବାଳକ ଶିବୁ ରାଉତଙ୍କ ମୃତଦେହ ମିଳିଛି। ଗୁରୁବାର ଏକ ପଥର ଖାଦାନରୁ ପୋଲିସ ମୃତଦେହ ଜବତ କରି…
ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ
ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ଘଟିଥିଲା, ତା’ ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର…
ଶିମ୍ଲା ଚୁକ୍ତି କ’ଣ, ଯାହାକୁ ବାତିଲ୍ କଲା ପାକିସ୍ତାନ
ନୂଆଦିଲ୍ଲୀ/ଇସ୍ଲାମାବାଦ, ୨୫ା୪:ପହଲଗାମ୍ ଆକ୍ରମଣରେ ଜର୍ଜରିତ ଭାରତ ପାକିସ୍ତାନ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିବାର ଦିନକ ପରେ ଗୁରୁବାର ଇସ୍ଲାମାବାଦ ‘ଯେସାକୁ ତେସା’ ନୀତି ଆପଣାଇ ଶିମ୍ଲା ଚୁକ୍ତିକୁ ବାତିଲ କରିଦେଇଛି। ଶିମ୍ଲା ଚୁକ୍ତିର ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୈଶିଷ୍ଟ୍ୟ ହେଉଛି କଶ୍ମୀରରେ…
ଟି-୨୦ ବଡ଼ କାରନାମା କଲେ ବିରାଟ କୋହଲି: ବାବର ଆଜମଙ୍କୁ ପଛରେ ପକାଇଲେ
ବେଙ୍ଗାଲୁରୁ,୨୫।୪:ଆଇପିଏଲ ୨୦୨୫ର ୪୨ତମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍ରେ RCB ଦଳ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୨୦୫ ରନ କରିଥିଲା। ବିରାଟ କୋହଲି…
Video: ଭାରତର କାର୍ଯ୍ୟନୁଷ୍ଠାନରେ ଭୟଭୀତ ପାକିସ୍ତାନ, ଇସଲାମାବାଦ ଭାରତୀୟ ଉଚ୍ଚାୟୋଗ ବାହାରେ ପ୍ରଦର୍ଶନ
ଇସଲାମାବାଦ, ୨୫।୪: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ନିକଟସ୍ଥ ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଥିବା ଭାରତୀୟ ଉଚ୍ଚାୟୋଗ ବାହାରେ ତୀବ୍ର ପ୍ରତିବାଦ ଦେଖାଦେଇଛି। ଏହି ଆକ୍ରମଣରେ…
ମୋ ସ୍ବାମୀଙ୍କୁ ଗୁଳି ମାରିବା ପରେ ହସୁଥିଲେ ଆତଙ୍କବାଦୀ: ସେଦିନର ହୃଦୟଥରା କାହାଣୀ ବଖାଣିଲେ ଶୀତଲବେନ
ଅହମଦାବାଦ,୨୪।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଗୁଜରାଟର ସୁରଟର ବାସିନ୍ଦା ଶୈଲେଶ କାଲଥିଆଙ୍କ ସମେତ ୨୬ ଜଣ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣରେ ଗୁଜରାଟର ଅନ୍ୟ ଦୁଇ ଜଣ ବାସିନ୍ଦା, ଭାବନଗରର ଯତୀଶ ପରମାର ଏବଂ ତାଙ୍କ…
ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ
କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ…
ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ମଧ୍ୟରେ ଭାରତୀୟ ନୌସେନା କଲା ‘INS ସୁରତ’ର ସଫଳ ପରୀକ୍ଷଣ
ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ-ପାକିସ୍ତାନ ସମ୍ପର୍କ ଏକ ଉତ୍ତେଜନାପୂର୍ଣ୍ଣ ପର୍ଯ୍ୟାୟ ଦେଇ ଗତି କରୁଛି। ଏହି ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ, ଭାରତ ଏକ କଠୋର ନିଷ୍ପତ୍ତି ନେଇ ପାକିସ୍ତାନ ବିରୋଧରେ ୫ଟି ବଡ଼ ନିଷ୍ପତ୍ତି ନେଇଛି।…
ପାକିସ୍ତାନ ବିଚଳିତ: ଆରବ ସାଗରରେ ଆରମ୍ଭ କଲା ଫାୟାରିଂ ଡ୍ରିଲ
ଇସଲାମାବାଦ୍,୨୪।୪: ପହଲଗାମ ଆକ୍ରମଣ ପରେ ଭାରତର କଠୋର କାର୍ଯ୍ୟାନୁଷ୍ଠାନରେ ବିଚଳିତ ପାକିସ୍ତାନ ଆରବ ସାଗରରେ ଫାୟାରିଂ ଡ୍ରିଲ୍ ଆରମ୍ଭ କରିଦେଇଛି। ପାକିସ୍ତାନର ଏହି କାର୍ଯ୍ୟାନୁଷ୍ଠାନର ଜବାବରେ, ଭାରତୀୟ ନୌସେନା ବିମାନ INS ବିକ୍ରାନ୍ତକୁ ସମୁଦ୍ରରେ ଅବତରଣ କରିଛି। INS ବିକ୍ରାନ୍ତରେ MiG-29K…
ଭାରତର ପ୍ରତିଶୋଧ ଭୟରେ ପାକିସ୍ତାନ ନେଲା ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ/ଇସଲାମାବାଦ୍,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିର୍ଦ୍ଦୋଷ ଭାରତୀୟଙ୍କ ଜୀବନ ଯିବା ପରେ ଭାରତ ପାକିସ୍ତାନକୁ ଉଚିତ୍ ଶିକ୍ଷା ଦେବା ପାଇଁ ଅନେକ ବଡ଼ ନିଷ୍ପତ୍ତି ଘୋଷଣା କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା…

