Home Middle

ଓଡ଼ିଶାରେ ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ, ସଫଳତା ଦେଲା ଉତ୍କର୍ଷ ଓଡ଼ିଶା ରୋଡ୍‌ ଶୋ’

ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା): ଓଡିଶା ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗ ହାସଲ କରିଛି। ଏହା ଭାରତର ଶିଳ୍ପ ଅଭିବୃଦ୍ଧିକୁ ବୃଦ୍ଧି କରିବା ସହ ବିକାଶଶୀଳ ଭାରତ ପାଇଁ ପଥ ପରିଷ୍କାର କରିବ। ଏହି ପୁଞ୍ଜିବିନିଯୋଗରେ ହେବାକୁ ଥିବା ପ୍ରକଳ୍ପଗୁଡ଼ିକ ଓଡିଶାରେ ୭୪,୦୦୦ରୁ…

ହାଇକୋର୍ଟରେ କଟକ ସହର ସମସ୍ୟା ମାମଲା: ‘୩୦ ତାରିଖ ସୁଦ୍ଧା ବାଲିଯାତ୍ରା ପଡ଼ିଆ ସ୍ବଚ୍ଛ କର’

କଟକ,୨୯ା୧୧ (କାର୍ତ୍ତିକ ସାହୁ): ଉପର ଓ ତଳ ବାଲିଯାତ୍ରା ପଡ଼ିଆ ପ୍ରଦୂଷିତ। ବାଲିଯାତ୍ରା ସରିବା ପରେ ମଧ୍ୟ ଏପର୍ଯ୍ୟନ୍ତ ସଫା ହୋଇନି ପଡ଼ିଆ। କୁଢ଼ କୁଢ଼ ଆବର୍ଜନା ପଡିରହିଛି। ଏହାକୁ ନେଇ ହାଇକୋର୍ଟ କ୍ଷୁବ୍ଧ ହେବା ସହ ଜିଲାପାଳ ଓ କଟକ…

ଆଜିଠାରୁ ଡିଜିପି ସମ୍ମିଳନୀ: ଯୋଗଦେବେ ମୋଦି, ଶାହା

ଭୁବନେଶ୍ୱର,୨୯ା୧୧(ସୂର୍ଯ୍ୟକାନ୍ତ ବେହେରା):ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ପ୍ରମୁଖ ବହୁ ବିଶିଷ୍ଟ…

୨୦ ବର୍ଷ ହେଲା ଚାପିରହିଛି ଆର୍‌ଡିସି ତଦନ୍ତ ରିପୋର୍ଟ

ଯାଜପୁର,୨୯ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବଂ ବିରଜା ହାଟ ସ୍ଥାନାନ୍ତରଣକୁ ନେଇ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ବିରଜା ହାଟ ପୁରୁଣା ସ୍ଥାନରେ ବସିବା ପାଇଁ ଜିଲା ପ୍ରଶାସନର ଅନୁମତି ବିରୋଧରେ…

ବାଇକ୍, ଫ୍ରିଜ୍ ଥିଲେ ମିଳିବ ପିଏମ୍‌ ଆବାସ ଘର, ସର୍ତ୍ତାବଳୀକୁ କୋହଳ କଲେ ସରକାର

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ): ଆସନ୍ତା ଡିସେମ୍ବର ୧୫ ତାରିଖ ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ ଆବାସ-ଗ୍ରାମୀଣ)ର ନୂଆ ସର୍ଭେ ଆରମ୍ଭ ହେବ। ସବୁ ଯୋଗ୍ୟ ପରିବାରକୁ ମିଳିବ ଘର। ନିଜକୁ ଯୋଗ୍ୟ ମନେକରୁଥିବା ସମସ୍ତ ପରିବାର ସର୍ଭେ ସମୟରେ ନିଜେ ତାଲିକାଭୁକ୍ତ ହୋଇପାରିବେ।…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଟିଜିଟି ପରି ସମାନ ଦରମା ପାଇବେ ଓଡ଼ିଆ ଶିକ୍ଷକ

ଭୁବନେଶ୍ୱର,୨୮ା୧୧: ଓଡ଼ିଆ ଶିକ୍ଷକମାନେ ରାଜ୍ୟରେ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ (ଟିଜିଟି-କଳା) ଙ୍କ ପରି ସମାନ ଦରମା ଏବଂ ଭତ୍ତା ପାଇବେ। ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଆଜି ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି। ୨୦୨୩ ମସିହାରେ ଟିଜିଟି(ଓଡ଼ିଆ)…

ଓଡ଼ିଶାର ପ୍ରତ୍ୟେକ ଜିଲାରେ ମୁକ୍ତାକାଶ କାରାଗାର କରିବାକୁ ସୁପାରିଶ କଲେ ହାଇକୋର୍ଟ

କଟକ,୨୮।୧୧: ରାଜ୍ୟର ପ୍ରତ୍ୟେକ ଜିଲାରେ ମୁକ୍ତାକାଶ କାରାଗାର ପ୍ରତିଷ୍ଠା କରିବାକୁ ଓଡ଼ିଶାର କାରାଗାର ମହାନିର୍ଦ୍ଦେଶକ (ଡିଜି)ଙ୍କୁ ସୁପାରିଶ କରିଛନ୍ତି ହାଇକୋର୍ଟ। ଭାରତର ଅନ୍ୟ ରାଜ୍ୟମାନଙ୍କରେ ଏହି ବ୍ୟବସ୍ଥାର ସଫଳତାକୁ ଦୃଷ୍ଟିରେ ରଖି କୋର୍ଟ ଏହି ସୁପାରିଶ କରିଛନ୍ତି। ଓଡ଼ିଶା ମଧ୍ୟରେ ଏଭଳି…

ଡିଜିଟାଲ ଆରେଷ୍ଟ କରି କୋଟିଏ ଟଙ୍କା ଠକେଇ ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

କଟକ,୨୮।୧୧: ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନ ପୋଲିସ କର୍ମଚାରୀର ପରିଚୟ ଦେଇ ଗିରଫ କରିବାର ଧମକ ଦେବା ସହ ଜଣେ ବ୍ୟକ୍ତିଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ଵ ଟଙ୍କା ଠକିବାର ଅଭିଯୋଗରେ କ୍ରାଇମବ୍ରାଞ୍ଚ ଜଣେ ଅଭିଯୁକ୍ତକୁ ଗିରଫ କରିଛି…

ଆସିଲା ୨୦୨୪ ହାତୀ ଗଣନା ରିପୋର୍ଟ: ୬ ମାସରେ ବଢ଼ିଛନ୍ତି ଏତିକି ହାତୀ

ଭୁବନେଶ୍ୱର,୨୮।୧୧: ପ୍ରକାଶ ପାଇଛି ଓଡ଼ିଶାର ଶୀତକାଳୀନ ହାତୀ ଗଣନା ୨୦୨୪ ରିପୋର୍ଟ। ମୋଟ ୩୮ ଟି ଡିଭିଜନରେ ଅନୁଷ୍ଠିତ ହୋଇଥିବା ଏହି ଗଣନା ଅନୁଯାୟୀ ସାମାନ୍ୟ ବୃଦ୍ଧି ସହିତ ଓଡ଼ିଶାରେ ଏବେ ୨୦୧୩ ଟି ହାତୀ ରହିଛନ୍ତି। ସେଥିମଧ୍ୟରୁ ୩୩୪ ବୟସ୍କ…

ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…

ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି। ହେଲେ ଯଦି ଶିନ୍ଦେ ମୁଖ୍ୟମନ୍ତ୍ରୀ ନ ହୁଅନ୍ତି ତେବେ ତାଙ୍କ ଭୂମିକା କ’ଣ ରହିବ…

ଡିଜିପି ସମ୍ମିଳନୀ ପୂର୍ବରୁ ଖଲିସ୍ତାନୀ ଧମକ: ଭିଡିଓ ଜାରି କରି ଦେଲେ ବଡ ଚେତାବନୀ

ଭୁବନେଶ୍ୱର,୨୮।୧୧: ନଭେମ୍ବର ୨୯ (ଶୁକ୍ରବାର) ଠାରୁ ଓଡିଶା ରାଜଧାନୀରେ ତିନି ଦିନିଆ ମହାନିର୍ଦ୍ଦେଶକ ପୋଲିସ୍ (ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ୍ ପୋଲିସ୍ (ଆଇଜିପି) ସମ୍ମିଳନୀରେ ବାଧା ସୃଷ୍ଟି କରିବାକୁ ଧମକ ଦେଇଛି ଖଲିସ୍ତାନୀ ସଂଗଠନ। ଓଡିଶା ପ୍ରଥମ ଥର ପାଇଁ ଏହି…

ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍‌ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାର ବିରୋଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri