୯୨ ବର୍ଷ ପରେ ପ୍ରଥମଥର ଘଟିଲା ଏମିତି…ଯଶସ୍ୱୀ ଜୟସ୍ୱାଲ କଲେ ଏମିତି ରେକର୍ଡ
ସିଡନୀ,୪/୧:ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍ ସିଡନୀରେ ଚାଲିଛି। ଏହି ମ୍ୟାଚ୍ ରେ ଯଶସ୍ୱୀ ଜୟସ୍ୱାଲ ଏକ ସ୍ୱତନ୍ତ୍ର ରେକର୍ଡ କରିଛନ୍ତି। ଭାରତ ୧୯୩୨ ମସିହାରୁ ଟେଷ୍ଟ ୍ କ୍ରିକେଟ୍…
୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱର,୪।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି
ଭୁବନେଶ୍ୱର,୪।୧: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।…
ବୁମ୍ରାଙ୍କ ବିନା ଅଷ୍ଟ୍ରେଲିଆର ହୋଶ୍ ଉଡାଇଲା ଟିମ୍ ଇଣ୍ଡିଆ: ପ୍ରଥମ ଇନିଂସରେ ଆଗୁଆ
ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫିର ଶେଷ ଟେଷ୍ଟର ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସ ୧୮୧ ରନ ଅଲଆଉଟ୍ ହୋଇଯାଇଥିଲା। ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବା ପରେ ଭାରତ ପ୍ରଥମ ଇନିଂସରେ ୧୮୫ ରନ ସଂଗ୍ରହ କରିଥିଲା। ଏହି ଦୃଷ୍ଟିରୁ…
ଅଚାନକ ଅଧିନାୟକ ହୋଇଗଲେ ବିରାଟ କୋହଲି: ମ୍ୟାଚ୍ ମଝିରେ ନିଆଗଲା ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି
ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଖେଳାଯାଉଛି। ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ଅନେକ ଉତ୍ଥାନ-ପତନ ଦେଖାଯାଇଛି। ମ୍ୟାଚର ସବୁଠାରୁ ବଡ ପରିବର୍ତ୍ତନ ଅଧିନାୟକ ରୋହିତ ଶର୍ମାଙ୍କ ରୂପରେ ଦେଖିବାକୁ ମିଳିଥିଲା। ରୋହିତ…
ଅବସରକୁ ନେଇ ଶେଷରେ ମୁହଁ ଖୋଲିଲେ ରୋହିତ ଶର୍ମା: କଲେ ଆଶ୍ଚର୍ଯ୍ୟଜନକ ଖୁଲାସା
ସିଡନୀ,୪।୧୨: ସିଡନୀ ଟେଷ୍ଟର ଦ୍ୱିତୀୟ ଦିନରେ ଅବସର ନେବା ଉପରେ ରୋହିତ ଶର୍ମା ମୁହଁ ଖୋଲିଛନ୍ତି। ଖରାପ ଫର୍ମ ସହ ସଂଘର୍ଷ କରୁଥିବା ରୋହିତଙ୍କୁ ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟରୁ ଡ୍ରପ କରାଯାଇଥିଲା।ଏହା ପରେ…
୪୭ ବର୍ଷର ରେକର୍ଡ ଭାଙ୍ଗିଦେଲେ ଜସପ୍ରୀତ ବୁମ୍ରା
ସିଡନୀ,୪।୧୨: ଜସପ୍ରୀତ ବୁମ୍ରା କ୍ରିକେଟରେ ତାଙ୍କ ନାମରେ ଆଉ ଏକ ଐତିହାସିକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବର୍ତ୍ତମାନ ଅଷ୍ଟ୍ରେଲିଆରେ ଖେଳାଯାଇଥିବା କୌଣସି ଟେଷ୍ଟ ସିରିଜରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲର ହୋଇପାରିଛନ୍ତି। ସେ ସ୍ପିନ ବୋଲିଂରେ ଭାରତୀୟ କିମ୍ବଦନ୍ତୀ…
ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି
ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମହୋତ୍ସବକୁ ଉଦଘାଟନ କରିଥିଲେ।…
ଜାତୀୟ ଖୋ ଖୋ ଟିମ୍ର ପ୍ରଯୋଜକ ହେବେ ଓଡ଼ିଶା ସରକାର
ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ…
ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି
ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି। ସୁଭଦ୍ରା ସହ ମୁଖ୍ୟମନ୍ତ୍ରୀ କୃଷି…
ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ
ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା…
‘ଜିନ୍ନତ’କୁ ଓଡ଼ିଶା ଫେରାଇ ଆଣିବାକୁ ପାଣି ଭଳି ଖର୍ଚ୍ଚ ହୋଇଛି ଟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଭୁବନେଶ୍ୱର,୩।୧: ଓଡ଼ିଶା ଛାଡ଼ି ପ୍ରଥମେ ଝାଡ଼ଖଣ୍ଡ ଓ ପରେ ପଶ୍ଚିମବଙ୍ଗ ପଳାଇଥିବା ମହାବଳ ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିଛି। ଯମୁନା ରହୁଥିବା ଏନ୍କ୍ଲୋଜର ମଧ୍ୟରେ ବନ ବିଭାଗ କର୍ମଚାରୀମାନେ ତାକୁ ଛାଡ଼ିଛନ୍ତି। ଦ୍ୱିତୀୟ ଥର ଶିମିଳିପାଳରେ ପହଞ୍ଚତ୍ବା ପରେ ସେ ସୁସ୍ଥ…
Archives


