ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ
କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ହେଉଛନ୍ତି ଛତିଶଗଡ, ରାୟପୁରର ଅଶ୍ୱିନୀ ପାଲ (୪୧ ବର୍ଷ)। ଅଭିଯୁକ୍ତଙ୍କ ବିରୋଧରେ…
ରୁଷିଆର ସବୁଠାରୁ ବଡ଼ ଡ୍ରୋନ୍ ଆକ୍ରମଣ, ୟୁକ୍ରେନ୍ ଉପରେ ଏହାସାଙ୍ଗରେ ଛାଡ଼ିଲା ୧୮୮ ଡ୍ରୋନ୍
କ୍ୱିଭ୍,୨୬।୧୧: ୟୁକ୍ରେନ୍ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ। ଏକାସାଙ୍ଗରେ ୟୁକ୍ରେନ୍ ଉପରେ ୧୫୦ରୁ ଅଧିକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣରେ ୟୁକ୍ରେନ୍ର ବହୁତ କ୍ଷତି ପହଞ୍ଚିଥିବା ବେଳେ ଅନେକ ଅଞ୍ଚଳରୁ ବିଦ୍ୟୁତ୍ ଚାଲିଯାଇଛି। ଏନେଇ ୟୁକ୍ରେନ୍ ପକ୍ଷରୁ…
୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍
ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ…
ଇସ୍କନର ଚିନ୍ମୟ ଦାସ କିଏ? ଯାହାଙ୍କ ଗିରଫ ପ୍ରତିବାଦରେ ବାଂଲାଦେଶରେ ବଢ଼ୁଛି ଉତ୍ତେଜନା…
ଢାକା,୨୬।୧୧: ଢାକା ପୋଲିସ ସୋମବାର-ନଭେମ୍ବର ୨୫ରେ ବାଂଲାଦେଶ ଇସ୍କନର ମୁଖପାତ୍ର ଚିନ୍ମୟ ଦାସଙ୍କୁ ଗିରଫ କରିଛି। ଏହା ପରେ ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ବିଶେଷକରି ରାଜଧାନୀ ଢାକା ଏବଂ ସଲଗ୍ନ ଶାହାବାଗ ଅଞ୍ଚଳରେ ଲୋକେ ଚିନ୍ମୟଙ୍କ ମୁକ୍ତିକୁ ନେଇ…
ତ୍ୱରାନ୍ୱିତ ହେଲା ଧାନ ସଂଗ୍ରହ ପ୍ରକ୍ରିୟା: ପୂର୍ବ ବର୍ଷ ରେକର୍ଡ ଭାଙ୍ଗିଲା
ଭୁବନେଶ୍ୱର,୨୬।୧୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ ଅଧିକ ସହାୟତା ପ୍ରଦାନ ପାଇଁ ସରକାର ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି । କୌଣସି…
ଆଉ ୬ ମାସ ଛୁଟିରେ ଯାଇଥାନ୍ତେ ସୁଜାତା କାର୍ତ୍ତିକେୟନ: ମୋହନ ସିଧା କହିଲେ…
ଭୁବନେଶ୍ୱର, ୨୬।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ବଡ଼ ଝଟ୍କା ଲାଗିଛି। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ…
ଅନାଥ ପିଲାମାନଙ୍କୁ ପୋଷ୍ୟ ସନ୍ତାନ କରିବେ ଓଡ଼ିଶା ବିଧାୟକ, ମନ୍ତ୍ରୀ!
ଭୁବନେଶ୍ୱର,୨୬।୧୧: ଓଡ଼ିଶାରେ ଅନାଥ ପିଲାମାନଙ୍କର ଜୀବନକୁ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ଏହି ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ବିଧାୟକମାନଙ୍କୁ ଆହ୍ୱାନ କରାଯିବ ବୋଲି ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ ଆଶା ପ୍ରକଟ କରିଛନ୍ତି ଯେ ଅଳ୍ପ ସଂଖ୍ୟକ…
ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି ଭାରାଲେଙ୍କ ଖଣ୍ଡପୀଠ କହିଛନ୍ତି, ‘ଯେତେବେଳେ ଆପଣ ନିର୍ବାଚନରେ ଜିତନ୍ତି, ସେତେବେଳେ ଇଭିଏମ୍ ଟାମ୍ପରିଂ ହୁଏନାହିଁ।…
PAN ୨.୦ ଆଣିଲେ ସରକାର; QR କୋଡ୍ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍ ହେବ। ଆନୁମାନିକ ୧,୪୩୫ କୋଟି ଟଙ୍କା ବ୍ୟୟରେ ଏହି ଯୋଜନା ପ୍ରସ୍ତୁତ କରାଯାଉଛି। ଏହି…
ଚିନ୍ତାଜନକ ସ୍ଥିତିରେ ହାତୀ-ମଣିଷ କଳି; ୩ ବର୍ଷରେ ଜୀବନ ହରାଇଛନ୍ତି ୬୬୮ ଲୋକ
ଭୁବନେଶ୍ୱର,୨୬।୧୧: ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ ତଥ୍ୟ ରଖିଛନ୍ତି।…
କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ଗତ ପାଞ୍ଚ ବର୍ଷରେ ନେଲେଣି ୨୨ ଜୀବନ
ଭୁବନେଶ୍ୱର,୨୬।୧୧: ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାମାନଙ୍କରେ କୁମ୍ଭୀର ଆକ୍ରମଣ ବଢ଼ିବାରେ ଲାଗିଛି। ଯେଉଁଥିରେ ବିନା କାରଣରେ ସାଧାରଣ ଲୋକେ ଜୀବନ ହାଉଥିବା ଦେଖିବାକୁ ମିଳୁଛି। ମଙ୍ଗଳବାର ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ…
ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ
ଭୁବନେଶ୍ୱର,୨୬।୧୧: ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିବା ବେଳେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ…
Archives


