Home Middle

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା ସହ ଗାଳି ଦେଇଥିବା ନେଇ ବିଭିନ୍ନ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏକ…

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର ସଦସ୍ୟଙ୍କ ସହ କଥା ହେବାକୁ ଚାହୁଁଛନ୍ତି ଏବଂ ଏଥିପାଇଁ ସେ NIA ସ୍ବତନ୍ତ୍ର କୋର୍ଟରେ…

ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୫ ଟପିଲା ତାତି, ଆଗକୁ ଆହୁରି ବଢିବ

ଭୁବନେଶ୍ୱର,୨୧।୪: ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ଆଜି ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା…

ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା 

ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ…

୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ

ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ…

ଦିନ ୨ଟା ୩୦ ସୁଦ୍ଧା ୪୪ଡ଼ିଗ୍ରୀ ଅତିକ୍ରମ କଲା ତାତି, ଉପକୂଳରେ ଆଦ୍ରତା କରୁଛି କଲବଲ

ଭୁବନେଶ୍ୱର,୨୧।୪: ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା…

ପୋପ ଫ୍ରାନ୍ସିସ କିଏ? ଯିଏ ଶରଣାର୍ଥୀଙ୍କ ପାଦ ଧୋଇ କରିଥିଲେ ସେବା

ଭାଟିକାନ୍‌ ସିଟି,୨୧।୪:ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କିଛି ଦିନ ଧରି ଗୁରୁତର ଅସୁସ୍ଥ ଥିଲେ। ସୋମବାର ଭାଟିକାନ ସିଟି ଆନୁଷ୍ଠାନିକ ଭାବରେ ତାଙ୍କ ମୃତ୍ୟୁ ଘୋଷଣା କରିଥିଲା। ପୋପ…

ଭାଷା ଭେଳିକି

ସାଧାରଣରେ କୁହାଯାଇଥାଏ ଆମେ ଭାରତୀୟ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ସମାନ। ସମ୍ବିଧାନରେ ସବୁ ପ୍ରକାର ନିରପେକ୍ଷତା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ବାସ୍ତବରେ ଦେଖିଲେ ଏଠାରେ ତା’ର ଓଲଟା ପ୍ରତିଫଳନ ହେଉଛି। ଜାତିଗତ ବିଭେଦ, ଉଚ୍ଚ ନୀଚ ପ୍ରଭେଦ,…

୭ ବର୍ଷରେ ଏପ୍ରିଲ ତାପମାତ୍ରା ୪ ଡିଗ୍ରୀ ବଢ଼ିଛି

ବୁଏନ୍ସ ଏୟାର୍ସ, ୨୧।୪: ୨୦୨୫ ଏପ୍ରିଲରେ ଭାରତ ଓ ପାକିସ୍ତାନରେ ଗ୍ରୀଷ୍ମପ୍ରବାହ ସୀମା ଟପିଛି। ଏକ ନୂଆ ଅନ୍ତର୍ଜାତୀୟ ବୈଜ୍ଞାନିକ ବିଶ୍ଳେଷଣ ଅନୁଯାୟୀ, ବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧ ବେଳେ ୨ ପଡ଼ୋଶା ଦେଶରେ ଯେତିକି ଗରମ ଅନୁଭୂତ ହେଉଥିଲା, ବର୍ତ୍ତମାନ ତହିଁରୁ…

ନିଶିକାନ୍ତ, ଦୀନେଶଙ୍କୁ ବହିଷ୍କାର କର: କଂଗ୍ରେସ

ନୂଆଦିଲ୍ଲୀ,୨୧ା୪: ଲୋକ ସଭାରେ ଚତୁର୍ଥ ଥର ପାଇଁ ଭାଜପାରୁ ପ୍ରତିନିଧିତ୍ୱ କରୁଥିବା ନିଶିକାନ୍ତ ଦୁବେ ଶନିବାର ଏନେଇ ସୁପ୍ରିମକୋର୍ଟଙ୍କ କାର୍ଯ୍ୟ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରି ନକାରାମତ୍କ ମନ୍ତବ୍ୟ ଦେଇଥିଲେ। ନିଶିକାନ୍ତ କହିଥିଲେ, ସର୍ବୋଚ୍ଚ ଅଦାଲତ ନିଜ ସୀମା ଲଂଘି ଆଇନ…

ଆମେରିକାରେ ତେଜୁଛି ଟ୍ରମ୍ପ୍‌ ବିରୋଧୀ ବିକ୍ଷୋଭ

ଓ୍ବାଶିଂଟନ୍‌,୨୧ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତ୍ୟର୍ପଣ, ଛଟେଇ, ଗାଜା ଓ ୟୁକ୍ରେନ୍‌ ଯୁଦ୍ଧ ନୀତି ବିରୋଧରେ ଶନିବାର ଓ୍ବାଶିଂଟନ୍‌, ନ୍ୟୁୟର୍କ ଓ ଶିକାଗୋ ସମେତ ଦେଶର ବିଭିନ୍ନ ସହରରେ ଲୋକେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ହ୍ବାଇଟ୍‌ ହାଉସ୍‌ ବାହାରେ ବିକ୍ଷୋଭକାରୀ…

ଆଜି ଭୁବନେଶ୍ୱରରେ ନୁହେଁ, ସମ୍ବଲପୁରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର): ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ରାଜଧାନୀ ଭୁବନେଶ୍ୱର ବାହାରେ ଲୋକଙ୍କ ଅଭିଯୋଗ ଶୁଣିବେ। ସୋମବାର ସମ୍ବଲପୁରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣିକୁ ସଫଳତାର ସହିତ ସମ୍ପନ୍ନ କରିବାକୁ ପ୍ରାଥମିକତା ଦିଆଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?