ସୋସିଆଲ୍ ମିଡିଆ ‘ଟ୍ରୁଥ୍’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି: ପ୍ରଥମେ ଏହି ୨ ଜଣଙ୍କୁ କଲେ ଫଲୋ
ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗ ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ସ୍ବତନ୍ତ୍ର…
ଖଲିସ୍ତାନୀ ଉଗ୍ରପନ୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ: ଆମେରିକାକୁ କହିଲା ଭାରତ
ନୂଆଦିଲ୍ଲୀ,୧୭ା୩:ଆମେରିକା ମାଟିରେ ଖଲିସ୍ତାନୀ ଉଗ୍ରପନ୍ଥୀମାନେ ଭାରତ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆମେରିକା ଗୋଇନ୍ଦା ମୁଖ୍ୟ ତୁଲ୍ସୀ ଗାବାର୍ଡଙ୍କୁ ଜଣାଇଛନ୍ତି। ସୋମବାର ଗାବାର୍ଡଙ୍କ ସହ ବୈଠକରେ ରାଜନାଥ କହିଛନ୍ତି, ଖଲିସ୍ତାନୀ ସଂଗଠନ ଶିଖ୍ ଫର୍…
୨୦୨୪ ଓଡ଼ିଶା ନିର୍ବାଚନ: ସରକାର ଖର୍ଚ୍ଚ କରିଥିଲେ ୧୧୫ କୋଟି ଟଙ୍କା, ସର୍ବାଧିକ ଗାଡ଼ି ଭଡା…
ଭୁବନେଶ୍ୱର,୧୭।୩: ୨୦୨୪ ରେ ଓଡ଼ିଶାରେ ଏକକାଳୀନ ଲୋକସଭା ଏବଂ ବିଧାନସଭା ନିର୍ବାଚନ ସମୟରେ ରାଜ୍ୟ ସରକାର ଗାଡ଼ି ଏବଂ ସାଉଣ୍ଡ ସିଷ୍ଟମ ଭଡା ଏବଂ ତମ୍ବୁ ଏବଂ ବ୍ୟାରିକେଡ୍ ଲଗାଇବା ପାଇଁ ୧୧୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିଥିଲେ। ମୁଖ୍ୟମନ୍ତ୍ରୀ…
୧୩ ମାସ ହେଲା ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ, ସମାଧାନ ନ ହେଲେ ଆନ୍ଦୋଳନ କରିବାକୁ ଗ୍ରାମବାସୀଙ୍କର ଚେତାବନୀ
ଛତ୍ରପୁର, ୧୭।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ବ୍ଲଳ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି। ଫଳରେ ଗର୍ଭବତୀ, ଶିଶୁମାନେ ବିଶେଷ ପ୍ରଭାବିତ ହୋଇଛନ୍ତି । ଖାଦ୍ୟ ଯୋଗାଣ ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ପରୀକ୍ଷା,…
ପାକିସ୍ତାନରେ ପୁଣି ଆତଙ୍କବାଦୀ
ଆତଙ୍କବାଦୀଙ୍କୁ ପ୍ରଶ୍ରୟ ଦେଇଆସୁଥିବା ପାକିସ୍ତାନ ଏବେ ଘୋର ବିପଦର ସମ୍ମୁଖୀନ ହୋଇଛି। ବେଲୁଚିସ୍ତାନ ପ୍ରଦେଶରେ ମାର୍ଚ୍ଚ ୧୧ରେ ବାଲୋଚ ଲିବରେଶନ ଆର୍ମି(ବିଏଲ୍ଏ) କ୍ୱେଟାରୁ ପେଶାଓ୍ବାର ଯାଉଥିବା ଜାଫର ଏକ୍ସପ୍ରେସ୍କୁ ଅପହରଣ କରି ନେଇଥିଲା। ୪୦୦ରୁ ୫୦୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି…
ବୌଦ୍ଧ ଦେଶର ଉତ୍ତପ୍ତ ସହର: ୪୩.୬ ଡିଗ୍ରୀ ସହ ତାତିରେ ସିଝିଲେ ଲୋକେ
ଭୁବନେଶ୍ୱର, ୧୬ା୩: ଆଜି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଶନିବାର ୪୨.୫ ଡିଗ୍ରୀ ସହ ବୌଦ୍ଧ ଦେଶର ସବୁଠୁ ଉତ୍ତପ୍ତ ସହର ଥିଲା ବେଳେ ରବିବାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳୀ
ଓଡ଼ିଶାରେ ଅନେକ ସୁନ୍ଦର ଓ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ରହିଛି, ଯାହା ପ୍ରକୃତି, ସଂସ୍କୃତି ଏବଂ ଇତିହାସର ଏକ ଅନନ୍ୟ ସମ୍ମିଶ୍ରଣ ପ୍ରଦାନ କରେ। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ପାଞ୍ଚଟି ପର୍ଯ୍ୟଟନସ୍ଥଳୀର ତାଲିକା ଦିଆଯାଇଛି, ଯାହା ପର୍ଯ୍ୟଟକମାନଙ୍କ ମଧ୍ୟରେ ଅତ୍ୟନ୍ତ ଲୋକପ୍ରିୟ। ପୁରୀ…
‘୧୪୦ କୋଟି ଭାରତୀୟ ମୋ’ ଶକ୍ତି’
ନୂଆଦିଲ୍ଲୀ,୧୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ଏହି ପୋଡକାଷ୍ଟରେ, ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କ ଯାତ୍ରା ସମେତ ଅନେକ ବିଷୟ…
ପାକିସ୍ତାନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଲାଣି BLA: ସେନାର Convoy ଉପରେ ବଡ଼ ଆକ୍ରମଣ, ୯୦ ଯବାନ ମୃତ
ଇସଲାମାବାଦ,୧୬।୩: ପାକିସ୍ତାନରେ ପୁଣି ଥରେ ଏକ ବଡ଼ ଆକ୍ରମଣ ହୋଇଛି। ଏଥର ବାଲୁଚ ଆତଙ୍କବାଦୀମାନେ ପାକିସ୍ତାନ ସେନାକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣ ଭାରତରେ ହୋଇଥିବା ପୁଲୱାମା ଆକ୍ରମଣ ସହିତ ସମାନ ମନେ ହେଉଛି। ବେଲୁଚିସ୍ତାନର ନୋଶକିରେ ୭ ବସ ଏବଂ…
ଖୁବଶୀଘ୍ର ରାଜ୍ୟରେ ସକାଳୁଆ ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୧୬।୩: ରାଜ୍ୟରେ କିଛଦିନ ହେଲା ପାରଦ ଉପରମୁହାଁ ରହିଛି। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଏଭଳିସ୍ଥିତିରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି…
ଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତି
ଚେନ୍ନାଇ,୧୬।୩: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ…
କିଏ ଏହି ଆମେରିକୀୟ ଲେକ୍ସ ଫ୍ରିଡମ୍ୟାନ, ଯିଏ ମୋଦିଙ୍କ ସହ କଲେ ୩ଘଣ୍ଟାର ଇଣ୍ଟରଭ୍ୟୁ
ନୂଆଦିଲ୍ଲୀ,୧୬।୩: ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଲମ୍ବା ଇଣ୍ଟରଭ୍ୟୁ କରିଛନ୍ତି। ତିନି ଘଣ୍ଟା ଧରି ସେ ମୋଦିଙ୍କ ସହ ଆଲୋଚନା କରିଛନ୍ତି। କହିରଖୁଛୁ କି,ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଆନ୍ତର୍ଜାତୀୟ ପୋଡକାଷ୍ଟ ଥିଲା। ଏହି…
Archives


