୨ ଦିନରେ ୧୭୭ ଆତଙ୍କବାଦୀ ନିହତ
ଇସ୍ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…
୨୮ ଏନ୍ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ
ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮…
“ଅପାର ସୁଯୋଗର ଦ୍ୱାର ଖୋଲିବ”: ଟାରିଫ୍ ହ୍ରାସ ପରେ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨।୨: ଭାରତୀୟ ସାମଗ୍ରୀ ଉପରେ ଆମେରିକା ଶୁଳ୍କ କୋହଳ କରିଛି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଟ୍ୟାରିଫ୍ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ…
ଭାରତ ପାଇଁ ଖୁସି ଖବର: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଟ୍ରମ୍ପ କଲେ ବଡ ଘୋଷଣା
ନୂଆଦିଲ୍ଲୀ,୨।୨: ଭାରତ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଲାଗୁ ହୋଇଥିବା ଟ୍ୟାରିଫ୍ ବା ଆମଦାନୀ ଶୁଳ୍କକୁ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରିବା ପାଇଁ…
ସିଗାରେଟ୍ ଦରରେ ବଡ଼ ବୃଦ୍ଧି: ପ୍ୟାକେଟ୍ ପିଛା ଏତିକି ଟଙ୍କା ଯାଏ ବଢ଼ିଲା ଦାମ୍
ନୂଆଦିଲ୍ଲୀ,୨।୨: ଫେବୃୟାରୀ ୧, ଆରମ୍ଭରୁ ଦେଶରେ ସିଗାରେଟ୍ ଏବଂ ତମାଖୁ ଜାତ ଦ୍ରବ୍ୟର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି। କେନ୍ଦ୍ର ସରକାର ତମାଖୁ ଉପରେ ଅତିରିକ୍ତ ଅବକାରୀ ଶୁଳ୍କ ଏବଂ ସ୍ୱାସ୍ଥ୍ୟ ସେସ୍ ଲାଗୁ କରିବା ପରେ ଏହି ମୂଲ୍ୟ…
୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ
ଭୁବନେଶ୍ୱର,୨।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ…
ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ
ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…
ପୂର୍ବତନ ସେନାମୁଖ୍ୟଙ୍କ ଅପ୍ରକାଶିତ ବହିକୁ ନେଇ ଲୋକସଭାରେ ଝଡ଼
ନୂଆଦିଲ୍ଲୀ,୨।୨: ପୂର୍ବତନ ସେନା ମୁଖ୍ୟ ଜେନେରାଲ୍ ଏମ.ଏମ. ନରଭାଣେଙ୍କ ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରେ ହଙ୍ଗାମା ଦେଖିବାକୁ ମିଳିଛି। ସୋମବାର ଲୋକସଭାରେ ଶାସକ ଓ ବିରୋଧୀଙ୍କ ମଧ୍ୟରେ ଏହି ପ୍ରସଙ୍ଗରେ ପ୍ରବଳ ହଙ୍ଗାମା ହୋଇଛି। ବିରୋଧୀ ଦଳ…
ଭାରତରେ ବଢୁଛି ପ୍ରିମିୟମ୍ ସ୍ମାର୍ଟଫୋନ୍ ଚାହିଦା: ୨୦୨୫ରେ ଆପଲ୍ର ଐତିହାସିକ ରେକର୍ଡ
ନୂଆଦିଲ୍ଲୀ,୨।୨: ଭାରତୀୟ ସ୍ମାର୍ଟଫୋନ୍ ବଜାର ପାଇଁ ୨୦୨୫ ବର୍ଷଟି ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିଛି। କାଉଣ୍ଟରପଏଣ୍ଟ ରିସର୍ଚ୍ଚର ରିପୋର୍ଟ ଅନୁଯାୟୀ, ଗତବର୍ଷ ଭାରତୀୟ ବଜାରରେ ଶସ୍ତା ଫୋନ୍ ଅପେକ୍ଷା ଦାମୀ ସ୍ମାର୍ଟଫୋନର ଚାହିଦା ବହୁଗୁଣା ବୃଦ୍ଧି ପାଇଛି। ସାମଗ୍ରିକ ଭାବେ ବଜାରର ବିକ୍ରି…
ବାଂଲାଦେଶକୁ ଜୋରଦାର ଝଟ୍କା ଦେଲା ଭାରତ: ଶେଷରେ ପଶ୍ଚାତାପ କରିବା ଛଡା…
ନୂଆଦିଲ୍ଲୀ,୨।୨: ଏଥର କେନ୍ଦ୍ର ବଜେଟ ୨୦୨୬-୨୭ରେ ଭାରତର ବୈଦେଶିକ ସହାୟତା ନୀତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି। ବାଂଲାଦେଶକୁ ଆବଣ୍ଟିତ ସହାୟତାରେ ଉଲ୍ଲେଖନୀୟ ହ୍ରାସ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ବଜେଟ ବାଂଲାଦେଶକୁ କେବଳ ୬୦ କୋଟି ଯୋଗାଇବାକୁ ନିଷ୍ପତ୍ତି ନେଇଛି,…
୧୬ତମ ଅର୍ଥ କମିଶନ: କର୍ଣ୍ଣାଟକକୁ ବଡ଼ ଫାଇଦା, ଓଡ଼ିଶା ସହିଲା କ୍ଷତି; ଜାଣନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ
ନୂଆଦିଲ୍ଲୀ,୨।୨: ୧୬ତମ ଅର୍ଥ କମିଶନଙ୍କ ନୂତନ ସୂତ୍ର ଅନୁସାରେ କେନ୍ଦ୍ରୀୟ ଟିକସ ପାଣ୍ଠିରୁ ରାଜ୍ୟମାନଙ୍କୁ ଟଙ୍କା ମିଳିବ। ଏହି ନୂଆ ବ୍ୟବସ୍ଥାରେ କର୍ଣ୍ଣାଟକ ସବୁଠାରୁ ଅଧିକ ଲାଭବାନ ହୋଇଥିବାବେଳେ ମଧ୍ୟପ୍ରଦେଶ ସବୁଠାରୁ ଅଧିକ କ୍ଷତି ସହିଛି। ଓଡ଼ିଶା ସରକାର ଅଂଶଧନକୁ ୫୦…
ବଜେଟ୍କୁ ନେଇ ରେଳ ମନ୍ତ୍ରୀଙ୍କ ସୂଚନା: ଓଡ଼ିଶାକୁ ମିଳିବ ବଡ଼ ଫାଇଦା, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୨।୨: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ପ୍ରେସମିଟ୍ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍ରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା ରହିଛି।ଇଷ୍ଟ- ୱେଷ୍ଟ କରିଡରରୁ ଓଡ଼ିଶାକୁ ବଡ଼ ଫାଇଦା…
Archives


