Home Middle

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା ସେତେବେଳେ GFS Galaxy ନାମକ ଜାହାଜରେ ଏଗାର ଜଣ ଭାରତୀୟ ଥିଲେ। ଭାରତ…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି। ଇରାନର ଇସଲାମିକ ରିଭଲ୍ୟୁସନରୀ ଗାର୍ଡ କର୍ପସ (IRGC)…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ ମିଳିବା ପରେ ପୋଲିସ ତଦନ୍ତ ଜୋରଦାର ହୋଇଛି। ଜଣେ ବ୍ୟକ୍ତି ରାତି ୧୨ଟା…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ବରଗଡ଼ରେ ଏକ ନୂତନ ଗ୍ରୀଡ୍ ସବଷ୍ଟେଶନ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବିଜେବି ନଗରରେ ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିରେ କାମ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ କର୍ତ୍ତୃପକ୍ଷ କହିଛନ୍ତି। କର୍ତ୍ତୃପକ୍ଷ କହିଛନ୍ତି ଯେ, ବୋଟ୍‌ରେ ୩୨ ଜଣ ଭାରତୀୟ ପର୍ଯ୍ୟଟକ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ ନିଷ୍ପତ୍ତି ନେଇଛନ୍ତି। ଏହି ଘଟଣା ଜଷ୍ଟିସ କେ.ଭି. ବିଶ୍ୱନାଥନ ଏବଂ ଜଷ୍ଟିସ…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଖୋଲାଖୋଲି ନାରାବାଜି କରାଯାଇଛି ଏବଂ ‘ଟ୍ରମ୍ପ ୱି ଉଇଲ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ ମାମଲାରେ ପୋଲିସ ଖୋଳତାଡ଼ କରିବା ପରେ ନକଲି ପୋଲିସ ବାବୁଙ୍କ କାରନାମା ଧରାପଡ଼ିଥିଲା।…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ ଇରାନକୁ ୨୪ ଘଣ୍ଟାର ଏକ କଡ଼ା ଚେତାବନୀ ବା ଅଲ୍ଟିମେଟମ ଦେଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?