ଖୁବ୍ଶୀଘ୍ର ଦେବାଳିଆ ହେବାକୁ ଯାଉଛି ଆମେରିକା, ଏହାର ସମାଧାନ ପାଇଁ ଏମିତି କହିଲେ ଏଲନ ମସ୍କ
ଓ୍ବାଶିଂଟନ,୨୪ା୧୧: ଆମେରିକାର ଅର୍ଥନୀତିକୁ ନେଇ ଟେସ୍ଲା ତଥା ସ୍ପେସ୍ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲ୍ରେ ଚେତାବନୀ ଦେଇଛନ୍ତି ଯେ, ଆମେରିକା ଖୁବ୍ଶୀଘ୍ର ଦେବାଳିଆ ହେବାକୁ ଯାଉଛି। ଆମେରିକାର…
ପୁଣି ଧୋନୀଙ୍କ ସହିତ ଖେଳିବେ ଅଶ୍ୱିନୀ: ଏହି ତିନି ବଡ଼ ଖେଳାଳିଙ୍କୁ ଦଳରେ ସାମିଲ କଲା ଚେନ୍ନାଇ
ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଷ୍ଟାର ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନୀଙ୍କୁ ପୁଣିଥରେ ଦଳରେ ସାମିଲ କରିଛି। ରବିବାର ଅନୁଷ୍ଠିତ ନିଲାମୀରେ ଟିମ୍ ଅଶ୍ୱିନୀଙ୍କୁ ୯.୭୫ କୋଟି ଟଙ୍କାରେ କିଣିଛି। ଅଶ୍ୱିନୀ ଚେନ୍ନାଇରେ ତାଙ୍କର ଆଇପିଏଲ କ୍ୟାରିୟର ଆରମ୍ଭ କରିଥିବା ବେଳେ ଏବେ…
ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମନେ ପକାଇ…
ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରେ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶା ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।…
ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବନ୍ଦ
ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ତିନି ମୃତକ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ପୋଲିସ ସୂଚନା ଅନୁଯାୟୀ…
IPL Mega Auction 2025 Live: ଶ୍ରେୟାସଙ୍କୁ ଟପିଗଲେ ପନ୍ତ, ଚହଲ-ଶାମି-ସିରାଜଙ୍କୁ କିଣିଲା…
ଦୁବାଇ,୨୪।୧୧: ଅପେକ୍ଷାର ଅନ୍ତ ଘଟିଛି। ବହୁ ପ୍ରତିକ୍ଷିତ ଆଇପିଏଲ୍ ୨୦୨୫ ଲାଗି ନିଲାମ ରବିବାର ଅନୁଷ୍ଠିତ ହେଉଛି। ଏଥିରେ ୫୭୭ ଖେଳାଳି ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି। ଅକ୍ସନରେ ମୋଟ ୧୦ ଟିମ୍ ଭାଗ ନେଉଥିବା ବେଳେ ଖର୍ଚ୍ଚ କରିବାକୁ ୬୪୧…
ମା’ ଧରିତ୍ରୀ
ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ୨୯ତମ କନ୍ଫରେନ୍ସ ଅଫ୍ ପାର୍ଟିଜ୍(କପ୍୨୯) ଆଜରବୈଜାନ ରାଜଧାନୀ ବାକୁଠାରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ୟୁରୋପ ଓ ପଶ୍ଚିମ ଏସିଆର ସୀମାନ୍ତରେ ଅବସ୍ଥିତ ଏହି ରାଷ୍ଟ୍ରର ଦୁଇ ତୃତୀୟାଂଶ ତୈଳ ଓ ପ୍ରାକୃତିକ ବାଷ୍ପ ସମ୍ପଦରେ ସମୃଦ୍ଧ। ପର୍ଯ୍ୟାପ୍ତ…
ମହାରାଷ୍ଟ୍ରରେ ମହାୟୁତି, ଝାଡ଼ଖଣ୍ଡରେ ଜେଏମ୍ଏମ୍+
ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଜନାଦେଶ ଶାସକ ମେଣ୍ଟ ସପକ୍ଷରେ ଆସିଛି। ମହାରାଷ୍ଟ୍ର ମତଦାତା ‘ଲଡ୍କି ବହିନ’ ଭଳି ଯୋଜନାଗୁଡ଼ିକୁ ନେଇ ମହାୟୁତି ଉପରେ ଆସ୍ଥା ପ୍ରକଟ କରି ଏହାକୁ ପୁନଃ କ୍ଷମତାସୀନ କରାଇଥିବାବେଳେ ଭାଜପାର ଝାଡ଼ଖଣ୍ଡ ଦଖଲ ଅଭିଯାନ…
ଧରିତ୍ରୀ ୟୁଥ୍ କନ୍କ୍ଲେଭ୍: ପ୍ରଥମ ଦିନରେ ମତ ରଖିଲେ ୮୪ ପରିବେଶ କର୍ମୀ, ଗୀତରେ ଗୀତରେ ସଚେତନ କରାଇଲା ‘ବିରାହ ବ୍ୟାଣ୍ଡ୍’
ଭୁବନେଶ୍ୱର, ୨୩।୧୧(ବନ୍ଦନା ସେଠୀ)-ଧରିତ୍ରୀ ପକ୍ଷରୁ ଶନିବାର ପ୍ରେସ୍କ୍ଲବ୍ଠାରେ ‘ୟୁଥ୍ କନ୍କ୍ଲେଭ’ ବା ‘ଯୁବ ସମ୍ମିଳନୀ’ର ଚତୁର୍ଥ ସଂସ୍କରଣର ପ୍ରଥମ ଦିନ ସମାପ୍ତ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନରେ ପରିଣତ ହୋଇଛି। ପରିବେଶର ସୁରକ୍ଷା ପାଇଁ…
ଆସିଲା ଜିପିଆର-ଜିପିଏସ୍ ସର୍ଭେ ରିପୋର୍ଟ: ଏଥିରେ ରହିଛି…
ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍ଆଇ ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା…
ମହାରାଷ୍ଟ୍ରରେ ବିଜୟ ସବୁ ରେକର୍ଡ ଭାଙ୍ଗିଲା: ମୋଦି
ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍ବୋଧନ ଦେଇ ମୋଦି କହିଛନ୍ତି, ଆଉ ଏକ ଐତିହାସିକ ବିଜୟ ଉତ୍ସବ ପାଇଁ ଏକାଠି ହୋଇଛୁ। ମହାରାଷ୍ଟ୍ରରେ ସୁଶାସନ ଓ…
ମହାରାଷ୍ଟ୍ର ବିଜୟକୁ ନେଇ ଖୁସିରେ ଗଦ୍ଗଦ୍ ପ୍ରଧାନମନ୍ତ୍ରୀ ମୋଦି, ଝାଡ଼ଖଣ୍ଡରେ ପରାଜୟକୁ ନେଇ କହିଦେଲେ ଏମିତି…
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍ଗଦ୍ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଷ୍ଟ୍ର ନିର୍ବାଚନରେ ଏନ୍ଡିଏ କର୍ମୀଙ୍କ କଠିନ ପରିଶ୍ରମକୁ ସେ ପ୍ରଶଂସା କରିଛନ୍ତି। ଏଥିସହ…
ନିର୍ବାଚନ ଡେବ୍ୟୁରେ ଭାଇ ରାହୁଲଙ୍କୁ ପଛରେ ପକାଇଦେଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟ୍ରେ ବାଜିମାତ
ଓ୍ବାୟନାଡ଼,୨୩।୧୧: କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ଭୋଟ୍ରେ ବିଜୟ ଲାଭ କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୨୦୨୪ ସାଧାରଣ ନିର୍ବାଚନରେ ଓ୍ବାୟନାଡ଼ ଏବଂ ରାଏବରେଲି ଆସନରେ ଜିତି ଥିଲେ।…
Archives


