ରାଜଧାନୀରେ ଭୁଶୁଡ଼ିଲା ୪ ମହଲା କୋଠା: ୪ ଜଣଙ୍କ ଜୀବନ ଗଲା, ଅନେକ ଫସିଥିବା ଆଶଙ୍କା
ନୂଆଦିଲ୍ଲୀ,୧୯ା୪: ରାଜଧାନୀ ଦିଲ୍ଲୀର ମୁସ୍ତଫାବାଦରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୪ରୁ ଅଧିକ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟପକ୍ଷରେ ଭଗ୍ନାବଶେଷ ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି। ପୋଲିସ…
ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ପିଟିପିଟି ହତ୍ୟା
ଢାକା,୧୯।୪:ବାଂଲାଦେଶର ଦିନାଜପୁର ଜିଲାରେ ହିନ୍ଦୁ ସମ୍ପ୍ରଦାୟର ଜଣେ ପ୍ରମୁଖ ନେତାଙ୍କୁ ତାଙ୍କ ଘରୁ ଅପହରଣ କରିନିଆଯାଇ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜିଲାର ବାସୁଦେବପୁର ନିବାସୀ ଭବେଶ ଚନ୍ଦ୍ର ରୟ (୫୮)ଙ୍କ ମୃତଦେହ ଗୁରୁବାର ରାତିରେ ମିଳିଥିବା ପୋଲିସ କହିଛି।…
BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!
ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦଳର ଆଭ୍ୟନ୍ତରୀଣ ଗଠନ ଓ ରାଜନୈତିକ…
UPI ଉପରେ ଲାଗିବନି GST, ଡିଜିଟାଲ ପେମେଣ୍ଟ ଉପରେ ଟିକସ ନାହିଁ ବୋଲି ସ୍ପଷ୍ଟ କଲା କେନ୍ଦ୍ର
ନୂଆଦିଲ୍ଲୀ,୧୮।୪: UPI ଉପରେ ଲାଗିବନି GST। କେନ୍ଦ୍ର ସରକାର ୨୦୦୦ ଟଙ୍କାରୁ ଅଧିକ ମୂଲ୍ୟର UPI କାରବାର ଉପରେ GST ଲାଗୁ କରିବାକୁ ଯୋଜନା କରୁଥିବା ନେଇ ସୋସିଆଲ ମିଡିଆରେ ରିପୋର୍ଟ ପ୍ରକାଶ ପାଉଥିଲା। ଏହାକୁ ନେଇ ଭାରତୀୟ ଅର୍ଥ ମନ୍ତ୍ରଣାଳୟ…
କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଆଇଏଏସ୍ Nikunja Bihari Dhal, ମିଳିଲା ନୂଆ ନିଯୁକ୍ତି
ଭୁବନେଶ୍ୱର,୧୮।୪: କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର୍ ଏହି ଆଇଏଏସ୍ ଅଫିସର ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାମ କରୁଛନ୍ତି । କେନ୍ଦ୍ରରେ ତାଙ୍କୁ ସଂସଦୀୟ ବ୍ୟାପାର…
Top 5 temples in Western Odisha: ପଶ୍ଚିମ ଓଡ଼ିଶାର ଟପ୍-୫ ମନ୍ଦିର
ପଶ୍ଚିମ ଓଡ଼ିଶାରେ ଅନେକ ଐତିହାସିକ ଓ ଧାର୍ମିକ ମନ୍ଦିର ରହିଛି, ଯାହା ସାଂସ୍କୃତିକ ଓ ସ୍ଥାପତ୍ୟ ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମନ୍ଦିରଗୁଡ଼ିକରେ ଶୈବ, ବୈଷ୍ଣବ ଓ ଶାକ୍ତ ପରମ୍ପରାର ସମନ୍ବୟ ଦେଖିବାକୁ ମିଳେ। ଯାହା ଓଡ଼ିଶାର ଧାର୍ମିକ ବିବିଧତାକୁ ପ୍ରତିଫଳିତ…
ଭଗବଦ୍ ଗୀତା, ନାଟ୍ୟଶାସ୍ତ୍ରକୁ ମିଳିଲା ୟୁନେସ୍କୋ ସମ୍ମାନ, ପ୍ରଧାନମନ୍ତ୍ରୀ କହିଲେ ‘ଗର୍ବର ମୁହୂର୍ତ୍ତ’
ନୂଆଦିଲ୍ଲୀ ,୧୮।୪: ଭାରତର ସାଂସ୍କୃତିକ ଓ ଦାର୍ଶନିକ ଐତିହ୍ୟକୁ ଏକ ଐତିହାସିକ ସ୍ୱୀକୃତି ଭାବେ ଭଗବଦ୍ ଗୀତା ଏବଂ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲଡ ରେଜିଷ୍ଟରରେ ସ୍ଥାନ ପାଇଛି। ଏହି ଘୋଷଣାକୁ ଦେଶ ପାଇଁ ଏକ…
ଓ୍ବାଲର୍ଡ ପ୍ରେସ୍ ଫଟୋ ଅଫ୍ ଦି ଇୟର: ଜାଣନ୍ତୁ ଫଟୋରେ ଥିବା ବାଳକ ଜଣଙ୍କ କିଏ
ଦି ହଗ୍, ୧୮।୪:ଗାଜାରେ ଇସ୍ରାଏଲର ଆକ୍ରମଣରେ ୨ ହାତ ହରାଇଥିବା ପାଲେଷ୍ଟିନୀୟ ବାଳକଙ୍କ ଫଟୋକୁ ୨୦୨୫ ବର୍ଷ ପାଇଁ ଓ୍ବାଲର୍ଡ ପ୍ରେସ୍ ଫଟୋ ଅଫ୍ ଦି ଇୟର ଭାବେ ସମ୍ମାନିତ କରାଯାଇଛି। ଚିତ୍ରରେ ସ୍ଥାନିତ ବାଳକ ଜଣକ ହେଉଛନ୍ତି ମହମୁଦ ଅଜ୍ଜୌର…
ଆସିଗଲା ନୂଆ ଟେକ୍ନିକ୍: ଏବେ ଭୂମିକମ୍ପ ହେବା ମାତ୍ରେ ପବନରେ ଉଡ଼ିବ ଘର, ରହିବନି ବିପଦ
ନୂଆଦିଲ୍ଲୀ,୧୮।୪: ପ୍ରତିଦିନ ସାରା ବିଶ୍ୱରେ ଏପରି ପ୍ରଯୁକ୍ତିବିଦ୍ୟା ବିକଶିତ ହେଉଛି ଯାହା ଆଶ୍ଚର୍ଯ୍ୟଜନକ। ଜାପାନରେ ସମାନ ପ୍ରକାରର ଏକ ପ୍ରଯୁକ୍ତିବିଦ୍ୟା ବିକଶିତ ହୋଇଛି। ଜାପାନୀ କମ୍ପାନୀ ଏୟାର ଡାନସିନ ଏକ ସ୍ବତନ୍ତ୍ର ପ୍ରଯୁକ୍ତିବିଦ୍ୟା ବିକଶିତ କରିଛି,ଯାହା ସାହାଯ୍ୟରେ ଲୋକମାନେ ଭୂମିକମ୍ପ ସମୟରେ…
ଆଗାମୀ ୫ ବର୍ଷରେ କ୍ରୀଡ଼ା ବିକାଶ ପାଇଁ ୪,୨୧୪ କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ଭୁବନେଶ୍ୱର, ୧୮ା୪: ଓଡ଼ିଶା ସରକାର ଆଗାମୀ ପାଞ୍ଚ ବର୍ଷରେ କ୍ରୀଡ଼ା ଭିତ୍ତିଭୂମି ବିକାଶ ପାଇଁ ୪,୧୨୪ କୋଟି ଟଙ୍କା ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟରେ ପାଞ୍ଚ ଦିନିଆ ଆନ୍ତଃବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାର…
ଆଗାମୀ ତିନି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା, ୧୫ ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ୱର, ୧୮ା୪: ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା ଅଛି। ୨୧ ଏପ୍ରିଲ ପର୍ଯ୍ୟନ୍ତ ଘଡ଼ଘଡ଼ି, ବଜ୍ରପାତ ଏବଂ ବର୍ଷା ଜାରି ରହିବା ସମ୍ଭାବନା ଅଛି। ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯିବ।…
ପ୍ରଧାନମନ୍ତ୍ରୀଙ୍କ ୨ ପ୍ରମୁଖ ସଚିବଙ୍କ ଗସ୍ତକୁ ନେଇ ଚର୍ଚ୍ଚା, ଆସିଛନ୍ତି ଶକ୍ତିକାନ୍ତ, ଆଜି ଆସିବେ ପି.କେ. ମିଶ୍ର
ଭୁବନେଶ୍ୱର,୧୮ା୪(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଗୁରୁବାର ୪ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ସେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ହେଲେ ସରକାରୀଭାବେ ଏହି ସମୟ ଭିତରେ ତାଙ୍କର…

