୫.୮ କୋଟି ରାଶନ କାର୍ଡ ରଦ୍ଦ କଲେ ସରକାର, ଲିଷ୍ଟରେ ଆପଣଙ୍କ ନାଁ ନାହିଁ ତ? ଏମିତି କରନ୍ତୁ ଚେକ୍
ନୂଆଦିଲ୍ଲୀ,୨୧।୧୧: ଭାରତରେ ଗରିବ ଅଭାବୀ ଲୋକଙ୍କୁ ସରକାର ରାଶନ କାର୍ଡ ପ୍ରଦାନ କରୁଛନ୍ତି। ଭାରତରେ କୋଟି କୋଟି ରାଶନ କାର୍ଡଧାରୀ ଅଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ସରକାର କମ୍ ମୂଲ୍ୟରେ ଲୋକଙ୍କୁ ରାଶନ କାର୍ଡ ମାଧ୍ୟମରେ ରାଶନ ପ୍ରଦାନ…
ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
ଡୋମିନିକା,୨୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡୋମିନିକା ଏହାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଡୋମିନିକା ଆଓ୍ବାର୍ଡ ଅଫ୍ ଅନ୍ର’ରେ ସମ୍ମାନିତ କରିଛି। ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଫେବୃୟାରୀ ୨୦୨୧ରେ ପ୍ରଧାନମନ୍ତ୍ରୀ ଡୋମିନିକାକୁ ୭୦ ହଜାର ଡୋଜ୍…
‘କ୍ଲାଇମେଟ୍ ଚେଞ୍ଜ: ବିଲ୍ଡିଂ ରିଜିଲିଆନ୍ସ’: ଜଙ୍ଗଲ ସୃଷ୍ଟି ପାଇଁ ପ୍ରତିଶ୍ରୁତିବଦ୍ଧ
ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…
ଫେବୃଆରୀ ୧୫ରୁ CBSE ଦଶମ-ଦ୍ୱାଦଶ ପରୀକ୍ଷା
ନୂଆଦିଲ୍ଲୀ,୨୦ା୧୧: ଆସନ୍ତା ଫେବ୍ରୁଆରୀ ୧୫ରୁ CBSEର ଦଶମ ଓ ଦ୍ବାଦଶ ପରୀକ୍ଷା ଅନୁଷ୍ଠିତ ହେବ ବୋଲି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଦଶମ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୮ରେ ସରିବାକୁ ଥିବାବେଳେ ସେହି ଫେବୃଆରୀ ୧୫ରୁ ଦ୍ୱାଦଶ ପରୀକ୍ଷା…
ଆକ୍ରମଣ ପରେ ଚାଞ୍ଚଲ୍ୟକର ଖୁଲାସା କଲେ ହିମାଂଶୁ: ”ମୋତେ ମାରିଦେଇଥାନ୍ତେ”
ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ବୁଧବାର ସନ୍ଧ୍ୟାରେ ଦୁର୍ବୁତ୍ତମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣ ପଛରେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ହାତ ଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଏଥିସହିତ ଘଟଣା ପରେ ଗଣମାଧ୍ୟମ…
ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’
ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବନି, ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ…
ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଅଭିଯୋଗ
ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି। ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ…
ମହିଳା ଏସୀୟ ହକି: ଚାଇନାକୁ ୧-୦ ଗୋଲ୍ରେ ହରାଇ ଭାରତୀୟ ଦଳ ଚାମ୍ପିଅନ୍
ନୂଆଦିଲ୍ଲୀ,୨୦।୧୧: ବିହାରରେ ଅନୁଷ୍ଠିତ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ୨୦୨୪ରେ ଫାଇନାଲରେ ଚାଇନାକୁ ୧-୦ ଗୋଲ୍ରେ ହରାଇ ଭାରତୀୟ ଦଳ ବିଜୟୀ ହୋଇଛି। ମ୍ୟାଚର ଏକମାତ୍ର ଗୋଲ ଦୀପିକା ଭାରତ ପାଇଁ ତୃତୀୟ କ୍ୱାର୍ଟରରେ କରିଥିଲେ। ଏହି ଗୋଲଟି ପେନାଲଟି କର୍ଣ୍ଣରରୁ…
ସରିଲା ଭୋଟ୍, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍ଜିଟ୍ ପୋଲ୍ ରିପୋର୍ଟ, ସରକାର ଗଢ଼ିବ…
ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍ଜିଟ୍ ପୋଲ୍ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ କ’ଣ…
ମହାରାଷ୍ଟ୍ରରେ ମତଦାନବେଳେ ହୋଇଗଲା ବଡ଼ ଖେଳ, ନିର୍ଦ୍ଦଳୀୟଙ୍କୁ ସମର୍ଥନ ଦେଲେ ଶିନ୍ଦେ
ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଭୋଟିଂ ମଧ୍ୟ ବଡ଼ ଓଲଟପାଲଟ ଦେଖିବାକୁ ମିଳିଛି। କଂଗ୍ରେସର ବରିଷ୍ଠ ନେତା ସୁଶୀଲ କୁମାର ଶିନ୍ଦେ ଓ ତାଙ୍କ ଝିଅ ପରିଣୀତା ଶିନ୍ଦେ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ସମର୍ଥନ କରିଛନ୍ତି। ଯାହାକୁ ନେଇ ମହାରାଷ୍ଟ୍ର ରାଜନୀତି…
ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ଆବେଦନ ତାରିଖ ବୃଦ୍ଧି
ଭୁବନେଶ୍ୱର,୨୦।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ ତାରିଖକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା…
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ, ପାଣିପାଗ ବିଭାଗର ପୂର୍ବାନୁମାନ
ଭୁବନେଶ୍ୱର, ୨୦।୧୧: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି ଭୁବନେଶ୍ୱରସ୍ଥିତ…
Archives


