Home Middle

ଲଗାତର ୫ ମ୍ୟାଚ୍‌ ହାରି ବି ପ୍ଲେ-ଅଫ୍‌ରେ ପହଞ୍ଚିପାରିବ CSK: ଜାଣନ୍ତୁ କ’ଣ ଅଛି ସମୀକରଣ

ଚେନ୍ନାଇ,୧୨।୪: ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସକୁ IPL 2025ର ୨୫ତମ ମ୍ୟାଚ୍‌ରେ ପରାଜୟର ସାମ୍ନା କରିବାକୁ ପଡିଛି। ଏହା କୋଲକାତା ନାଇଟ ରାଇଡର୍ସଠାରୁ ୮ ଉଇକେଟରେ ପରାସ୍ତ ହୋଇଛି। ଏହି ସିଜନରେ ଏହା ସିଏସକେର ଲଗାତାର ପଞ୍ଚମ…

ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଲେ ପୁତୁରା: କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳକଇଁସାରୀ ଗ୍ରାମରେ ଗତକାଲି ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ଗଣ୍ଡଗୋଳକୁ ନେଇ ପୁତୁରା ଟାଙ୍ଗିଆରେ ହାଣି ସମ୍ପର୍କୀୟ ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଇଛନ୍ତି। ମୃତକ ଜଣକ ହେଲେ…

ବଢ଼ୁଛି କନ୍ୟାଭ୍ରୂଣ ହତ୍ୟା: ୩୦୦ ଗର୍ଭପାତ କେନ୍ଦ୍ରର ଲାଇସେନ୍ସ ରଦ୍ଦ

ଚଣ୍ଡୀଗଡ଼,୧୨।୪:ହରିୟାଣାରେ ପୁଅଙ୍କ ତୁଳନାରେ ଝିଅ ସଂଖ୍ୟା ଉଦ୍‌ବେଗଜନକ ଭାବେ ହ୍ରାସ ପାଇଚାଲିଛି। ୨୦୨୪ର ତଥ୍ୟ ଅନୁଯାୟୀ ପ୍ରତି ୧୦୦୦ ପୁଅରେ ଝିଅ ସଂଖ୍ୟା ୯୧୦କୁ ହ୍ରାସ ପାଇଛି। ରାଜ୍ୟରେ କନ୍ୟାଭ୍ରୂଣ ହତ୍ୟା ର଼୍ୟାକେଟ ବଢ଼ିଚାଲିଥିବା ଏକ ତଦନ୍ତରୁ ଜଣାପଡ଼ିବା ପରେ ବେଆଇନ…

କାହିଁକି ସସ୍ମିତ ନେଲେ ଏତେ ବଡ଼ ନିଷ୍ପତ୍ତି: ଗୁମର ଖୋଲିଦେଲେ ସପ୍ତଗିରି

ଭୁବନେଶ୍ୱର,୧୨।୪(ରବିନାରାୟଣ ଜେନା):ରାଜ୍ୟ ସଭାରେ ଓ୍ବକ୍‌ଫ ବିଲ୍‌ ପାରିତ ବେଳେ ବିଜେଡି ସଦସ୍ୟ ଡ. ସସ୍ମିତ ପାତ୍ରଙ୍କ ଉପରେ ଦ୍ୱିତୀୟ କ୍ଷମତା କେନ୍ଦ୍ରର ଚାପ ଥିଲା ବୋଲି କଂଗ୍ରେସ ଏମ୍‌ପି ସପ୍ତଗିରି ଉଲାକା ଶୁକ୍ରବାର ଭି. କେ ପାଣ୍ଡିଆନଙ୍କୁ ଆକ୍ଷେପ କରି କହିଛନ୍ତି।…

୩୦ ଓଏଏସ୍‌ଙ୍କୁ ପଦୋନ୍ନତି

ଭୁବନେଶ୍ୱର,୧୨।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀ(ଏସ୍‌ଏଜି)ଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେଥିମଧ୍ୟରୁ ୨୮ଜଣ ଅଧିକାରୀଙ୍କୁ ନିଜ ସ୍ଥାନରେ ପୁନଃ ଅବସ୍ଥାପିତ କରାଯାଇଥିବା ବେଳେ ଖାଦ୍ୟ ଯୋଗାଣ ଓ…

ପ୍ରଭାବିତ ହେବ ବିଶ୍ୱ ଅର୍ଥନୀତି

ବେଜିଂ/ଓ୍ବାଶିଂଟନ୍‌,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକତରଫା ଭାବେ ଚାଇନା ସାମଗ୍ରୀଗୁଡ଼ିକ ଉପରେ ୧୪୫% ଟାରିଫ୍‌ ବୃଦ୍ଧି ଘୋଷଣା କରିଥିବା ଶୁକ୍ରବାର ବେଜିଂ ଦର୍ଶାଇଛି। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଏହାର ମୁକାବିଲା ପାଇଁ ୟୁରୋପୀୟ ସଂଘ (ଇୟୁ)କୁ ବେଜିଂ ସହ…

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ ଖରାପ ପ୍ରଦର୍ଶନ ଜାରି ରଖି କ୍ରମାଗତ ୫ମ ପରାଜୟ ବରଣ କରିଛି। ଆହତ ଋତୁରାଜ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ପୁଣି ହେବ ଉପନିର୍ବାଚନ!

ଭୁବନେଶ୍ୱର, ୧୧ା୪: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି…

ବଡ଼ ଖବର: ତାମିଲନାଡୁରେ BJP-AIADMK ମେଣ୍ଟ ଘୋଷଣା, ଶାହା କହିଲେ- ମଜବୁତ ହେବ ଏନ୍‌ଡିଏ

ଚେନ୍ନାଇ,୧୧।୪: ତାମିଲନାଡୁ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ଭାରତୀୟ ଜନତା ପାର୍ଟି (ଭାଜପା)ର ରାଜ୍ୟ ସଭାପତି କେ. ଅନ୍ନାମଲାଇଙ୍କୁ ପଦରୁ ହଟାଯିବା ପରେ, ରାଜ୍ୟର ପ୍ରମୁଖ ଆଞ୍ଚଳିକ ଦଳ ଏଆଇଏଡିଏମ୍‌କେ(AIADMK) ମଧ୍ୟ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)କୁ…

ବେଶି ନୁହେଁ କେବଳ ଏହି ଗୋଟିଏ  କାରଣ ପାଇଁ  ନବୀନ ଲାଗୁ କଲେନି ଆୟୁଷ୍ମାନ ଭାରତ: ସବୁ ଗୁମର ଖୋଲିଦେଲେ ନଡ୍ଡା

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ମାଗଣା…

ଏକତରଫା ଦାଦାଗିରି ବିରୋଧରେ ଏକତ୍ର ହୁଅ: EUରେ ଅପିଲ୍‌ କଲା ଚାଇନା

ବେଜିଂ,୧୧।୪: ଚାଇନା ୟୁରୋପୀୟ ସଂଘ(EU)କୁ ଆମେରିକାର ‘ଏକତରଫା ଦାଦାଗିରି’ ବିରୋଧରେ ଏକାଠି କାମ କରିବାକୁ ଆହ୍ବାନ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାରୁ ଆସୁଥିବା କିଛି ସାମଗ୍ରୀ ଉପରେ ୧୪୫% ପର୍ଯ୍ୟନ୍ତ ଟାରିଫ୍‌ ଲଗାଇବା ପରେ ଚାଇନା ପକ୍ଷରୁ ଏହି…

AyushmanBharat: ମୁଖ୍ୟମନ୍ତ୍ରୀ କହିଲେ ଓଡ଼ିଶାର ବିକାଶରେ ଯୋଡ଼ିହେଲା ଆଉ ଏକ ଫର୍ଦ୍ଦ

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?