ଭାଜପାରେ ମିଶିବେ କି କୈଳାସ ଗେହଲଟ୍, ବୀରେନ୍ଦ୍ର କହିଲେ ଏମିତି କିଛି…
ନୂଆଦିଲ୍ଲୀ,୧୭ା୧୧: ଦିଲ୍ଲୀ ସରକାରରେ ପରିବହନ ମନ୍ତ୍ରୀ ତଥା ବିଧାୟକ କୈଳାସ ଗେହଲଟ୍ ରବିବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ତାଙ୍କ ଇସ୍ତଫା ଆମ୍ ଆଦ୍ମୀ ପାର୍ଟି ପାଇଁ ଏକ ବଡ଼ ଝଟ୍କା। ଦୁଇ ମାସ ପରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ…
‘ବନ୍ଦେ ମାତରମ’, ଜୟଘୋଷ ସହ ମୋଦିଙ୍କୁ ଭବ୍ୟ ସ୍ବାଗତ କଲେ ପ୍ରବାସୀ ଭାରତୀୟ
ଅବୁଜା,୧୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି ଦେଶ ଗସ୍ତର ପ୍ରଥମ ପର୍ଯ୍ୟାୟରେ ରବିବାର ସକାଳେ ନାଇଜେରିଆରେ ପହଞ୍ଚିଥିଲେ। ଆବୁଜା ବିମାନବନ୍ଦରରେ ନାଇଜେରିଆ ରାଷ୍ଟ୍ରପତି ବୋଲା ଅହମ୍ମଦ ଟିନୁବୁ ତାଙ୍କୁ ସ୍ବାଗତ କରିଥିଲେ। ସେଠାରେ ଥିବା କେନ୍ଦ୍ରୀୟ ରାଜଧାନୀ ଅଞ୍ଚଳର ମନ୍ତ୍ରୀ…
ସଂକ୍ରାନ୍ତି ପାଇଁ ଫିକା ପଡ଼ିଥିଲା ଛାଡ଼ଖାଇ, ଆଜି ଆମିଷ ବଜାରରେ ନିଆଁ, ଦାମ୍ ରହିଛି…
ଭୁବନେଶ୍ୱର,୧୭ା୧୧: ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମା ହୋଇଥିବା ବେଳେ ଶନିବାର ପଡ଼ିଥିଲା ଛାଡ଼ଖାଇ। ମାତ୍ର ଏହି ଦିନ ସଂକ୍ରାନ୍ତି ପଡ଼ିଥିବାରୁ ଛାଡ଼ଖାଇ ଫିକା ପଡ଼ିଯାଇଥିଲା। ଯେଉଁଥିପାଇଁ ଲୋକେ ରବିବାର ଛାଡ଼ଖାଇ ପାଳନ କରୁଛନ୍ତି। ଏନେଇ ଆମିଷ ବଜାରରେ ନିଆଁ ଲାଗିଛି। ଅର୍ଥାତ୍ ଦର…
ଭାରତୀୟ ବିଶ୍ୱବିଦ୍ୟାଳୟରେ ୭୧% ନାମଲେଖାରୁ ବଞ୍ଚିତ
ହାଇଦ୍ରାବାଦ/ଭୁବନେଶ୍ୱର(ବନ୍ଦନା ସେଠୀ),୧୭ା୧୧: ଦେଶର ବିଶ୍ୱବିଦ୍ୟାଳୟଗୁଡ଼ିକରେ ମାତ୍ର ୨୯% ଛାତ୍ରୀଛାତ୍ର ନାମ ଲେଖାଇପାରୁଛନ୍ତି। ଅବଶିଷ୍ଟ ୭୧% ଛାତ୍ରୀଛାତ୍ର ଭାରତୀୟ ୟୁନିଭର୍ସିଟିରେ ପାଠପଢ଼ାର ସୁଯୋଗ ପାଉନାହାନ୍ତି ବୋଲି ନୀତି ଆୟୋଗ ସିଇଓ ବିଭିଆର୍ ସୁବ୍ରମଣ୍ୟମ୍ ସୂଚନା ଦେଇଛନ୍ତି। ହାଇଦ୍ରାବାଦସ୍ଥିତ ଇଣ୍ଡିଆନ୍ ସ୍କୁଲ ଅଫ୍ ବିଜ୍ନେସ…
ପୁଞ୍ଜିନିବେଶକାରୀଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା: ମୋହନ
ଭୁବନେଶ୍ୱର,୧୭ା୧୧(ଅନିଲ ଦାସ): ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରତିନିଧିମଣ୍ଡଳୀ ୪ ଦିନିଆ ସିଙ୍ଗାପୁର ଗସ୍ତରେ…
ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ରାସ୍ତା ନିର୍ମାଣରେ ଆସିବ ନୂଆ ନୀତି, ବିନା ଅନୁମତିରେ ରାସ୍ତା ଖୋଳିଲେ…
ଭୁବନେଶ୍ୱର,୧୬ା୧୧: ରାସ୍ତା ନିର୍ମାଣରେ ନୂଆ ନୀତି ଆସିବ। ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ନୀତି ପ୍ରଣୟନ ପାଇଁ ଗୁରୁତ୍ୱ ଦିଆଯାଉଛି। ପୁରୁଣା ରାସ୍ତା ମରାମତି…
ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ଏହାସହିତ ଜାତୀୟ ଚାମ୍ପିୟନଶିପ୍ରେ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ଟ୍ରଫି ହାସଲ…
ଚାକିରିରୁ ବିଦା ହେଲେ ୮ କର୍ମଚାରୀ, ୨୦ ନିଲମ୍ବିତ
ଭୁବନେଶ୍ୱର,୧୬।୧୧: ଅବକାରୀ ବିଭାଗ ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତ ଥିବା ବିଭାଗୀୟ ୮ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ୨୦ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ବହିଷ୍କୃତ ୩ ଏଏସ୍ଆଇଙ୍କ ମଧ୍ୟରେ ଔରପଲକ…
ଦିନକରେ ୬୬ ଅଧିକାରୀଙ୍କୁ ବଦଳି କଲେ ସରକାର
ଭୁବନେଶ୍ୱର,୧୬ା୧୧: ସରକାରୀସ୍ତରରେ ଶନିବାର ଏକ ବଡ଼ଧରଣର ଅଦଳବଦଳ ହୋଇଛି। ଗୋଟିଏ ଦିନରେ ୬୬ ଜଣ ଅଧିକାରୀଙ୍କୁ ବଦଳି କରିଛି ଗୃହ ବିଭାଗ। ଆଜି ଯୁଗ୍ମ ସଚିବ, ଉପସଚିବ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ…
ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା
ଭୁବନଶ୍ୱର,୧୬ା୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଶନିବାର ଆୟୋଜିତ ଓମ୍ଫେଡ୍ ସମୀକ୍ଷା ବୈଠକ ପରେ ମନ୍ତ୍ରୀ କହିଛନ୍ତି,…
୩୭୦ ଧାରାକୁ ନେଇ କଂଗ୍ରେସର ୟୁଟର୍ନ, ରାଗିଗଲେ ଓମାର ଅବଦୁଲ୍ଲା
ନୂଆଦିଲ୍ଲୀ,୧୬।୧୧: ଚଳିତ ନିର୍ବାଚନରେ ଜମ୍ମୁ କଶ୍ମୀରରେ ନାଶନାଲ କନଫରେନ୍ସ କଂଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିଛି। ତେବେ ନିଜ ମନ ମୁତାବକ ପଦ ନ ମିଳିବାରୁ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ଓମାରଙ୍କ କ୍ୟାବିନେଟରେ ସାମିଲ୍ ହୋଇନାହିଁ। କିନ୍ତୁ ସମର୍ଥନ ଜାରି…
ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା ସୃଷ୍ଟି ପାଇଁ ଜନସଭାର ଆୟୋଜନ କରିବେ। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି ଗାଁରେ…
Archives


