ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”
କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଓ ପାନୀୟଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ଭାଜପା କର୍ମୀ ମାନଙ୍କୁ ଗୁରୁମନ୍ତ୍ର…
ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ
ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ…
ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ
ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ ଚାଷୀମାନେ ମଧ୍ୟ ଚିନ୍ତାରେ ପଡିଛନ୍ତି। ଏହାରି ମଧ୍ୟରେ କୃଷକଙ୍କ ଲାଗି ଖୁସି ଖବର ଦେଇଛନ୍ତି…
କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ
ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଲେ ସେମାନଙ୍କୁ ଆଉ ବର୍ଷେ ସମାନ ଶ୍ରେଣୀରେ ପଢିବାକୁ…
ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ
ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍ ବାୟୋଗ୍ରାଫି ରିଭାଇଜ୍ଡ୍ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି। ବହିରେ ଥିବା ତଥ୍ୟ ନେଇ ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ…
ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ
ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର ଭୂମିକା ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ଏହି କମିଶନ ବାଂଲାଦେଶର ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ…
୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି
ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏଥିପାଇଁ ଦେଶର ୪୫ ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା। ଏହି ନୂତନ…
ପରିସ୍ଥିତିର ଦାସ
ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍ ଲାଡେନ୍ଙ୍କ ସଙ୍ଗଠନ ଅଲ୍-କାଏଦା ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲ୍ୟୁଟିସି)ର ଦୁଇଟି ଟାଓ୍ବାର ଉପରେ ଆକ୍ରମଣ କରି ବ୍ୟାପକ କ୍ଷତି କରିଥିଲା।…
ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି
ଭୁବନେଶ୍ୱର,୨୩ା୧୨(ସୁନିତ୍ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ ଏହି ପୁସ୍ତକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରଶାସକରୁ ରାଜନେତା ପାଲଟିଥିବା ତାମିଲ…
ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା
ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି…
ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍ ବ୍ୟବସ୍ଥା ପାଇଁ…
ଭୁବନେଶ୍ୱର, ୨୨ା୧୨(ସୁନିତ୍ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ ରହିଛି। ଏହି ବନ୍ଧୁମାନଙ୍କ ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ ଖବରଦାତା ସୁରକ୍ଷା ଅଧିନିୟମ…
ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ
କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ…
Archives


