ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏଲ୍ ଏନେଇ ଅର୍ଥ ମଞ୍ଜୁର କରିଥିବା…
ସାର୍ ଜାଡେଜାମଙ୍କ ସାମ୍ବାଦିକ ସମ୍ମିଳନୀକୁ ନେଇ ବିବାଦ…ରାଗରେ ନିଆଁବାଣ ଆଷ୍ଟ୍ରେଲିଆ ସାମ୍ବାଦିକ
ନୂଆଦିଲ୍ଲୀ,୨୧।୧୨: ଭାରତୀୟ କ୍ରିକେଟ୍ ଟିମ୍ ଏବେ ଅଷ୍ଟ୍ରେଲିଆ ଗସ୍ତରେ ରହିଛି। ଏଠାରେ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ପର୍ଥରେ ଖେଳାଯାଇଥିଲା ଯାହା ଭାରତ ୨୯୫ ରନରେ ବିଜୟ ହାସଲ…
ଚତୁର୍ଥ ପର୍ଯ୍ୟାୟରେ ‘ସୁଭଦ୍ରା ଟଙ୍କା’ ପାଇବେ ୨୦ ଲକ୍ଷ ମହିଳା, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା…
ଭୁବନେଶ୍ୱର,୨୧।୧୨: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ଉପରୁ ହଟିଛି ପରଦା। ଏବେ ଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ କରାଯାଉଛି। ଯାଞ୍ଚ ସରିଲେ ଆସନ୍ତା ୩୦ରେ ଟଙ୍କା ଦେବାକୁ ଟାର୍ଗେଟ ରଖାଯାଇଛି। ଯଦି ଏହା ନ ସରେ ତେବେ…
୪୩ ବର୍ଷ ପରେ କୁଏତ ଗସ୍ତ କରିଛନ୍ତି ମୋଦି, ଏସବୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ କରିବେ ଆଲୋଚନା
କୁଏତ୍,୨୧ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ଗସ୍ତରେ ଯାଇ କୁଏତରେ ପହଞ୍ଚିଛନ୍ତି। ଯେଉଁଠାରେ ସେ କୁଏତ ନେତୃତ୍ୱଙ୍କ ସହ ଆଲୋଚନା କରିବେ। କୁଏତର ଆମିର ଶେଖ୍ ମେଶଲ ଅଲ-ଅହମ୍ମଦ ଅଲ-ଜାବର ଅଲ-ସବାଙ୍କ ନିମନ୍ତ୍ରଣ ନେଇ ପ୍ରଧାନମନ୍ତ୍ରୀ ମୋଦି କୁଏତ…
ରୁଷିଆରେ ୟୁକ୍ରେନର ବଡ଼ଧରଣର ଆକ୍ରମଣ: ଶିଶୁଙ୍କ ସମେତ ୬ ମୃତ, ୧୦ରୁ ଅଧିକ ଗୁରୁତର
ମସ୍କୋ,୨୧ା୧୨: ରୁଷିଆର କଜାନ ସହର ଉପରେ ୟୁକ୍ରେନ ଏକ ବଡ଼ଧରଣର ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣ ଆମେରିକାର ୯/୧୧ ଷ୍ଟାଇଲ୍ରେ ହୋଇଛି। ଫଳରେ ଶିଶୁଙ୍କ ସମେତ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୦ରୁ ଅଧିକ ଗୁରୁତର ରହିଛନ୍ତି। ମୃତ୍ୟୁସଂଖ୍ୟା…
୯/୧୧ ଭଳି ରୁଷିଆ ଉପରେ ୟୁକ୍ରେନର ଭୟଙ୍କର ଡ୍ରୋନ୍ ମାଡ଼, ୩ ବିଲ୍ଡିଂ ଧ୍ୱଂସ
କିଭ୍/ମସ୍କୋ,୨୧ା୧୨: ରୁଷିଆର କଜାନ ସହରରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଠାକାର ତିନୋଟି ବଡ଼ ବିଲ୍ଡିଂରେ ଡ୍ରୋନ୍ ଆକ୍ରମଣ କରାଯାଇଛି। ଏହା ଆମେରିକାର ୯/୧୧ ଘଟଣା ପରି। ଏହି ଆକ୍ରମଣ ପାଇଁ ରୁଷିଆ ୟୁକ୍ରେନକୁ ଦାୟୀ କରିଛି। ଏହି ଡ୍ରୋନ୍ ଆକ୍ରମଣ…
Parliament Winter Session: ୮୪ କୋଟି ଟଙ୍କା ନଷ୍ଟ! ୨୦ଦିନରେ ଏତେ ହୋଇଛି କ୍ଷତି
ନୂଆଦିଲ୍ଲୀ,୨୧।୧୨: ସଂସଦର ଉଭୟ ଗୃହ, ଲୋକ ସଭା ଏବଂ ରାଜ୍ୟ ସଭାକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ସଂସଦର ଚଳିତ ଶୀତକାଳୀନ ଅଧିବେଶନରେ ୨୦ଟି କାର୍ଯ୍ୟକାଳ ଥିଲା। ହୋ ହଲ୍ଲା ହଙ୍ଗାମା ଭିତରେ ସଂସଦର କାର୍ଯ୍ୟ ପ୍ରକ୍ରିୟା ଶେଷ ହୋଇଥିଲା।…
ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ
ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ” ପ୍ରତିଧ୍ଵନି” ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଗୁରୁ ପଦ୍ମଶ୍ରୀ ଅରୁଣା ମହାନ୍ତି ଉଦଘାଟନ କରିଥିଲେ।…
ଅବପାତରେ ପରିଣତ ହେଲା ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ଛେଚିବ
ଭୁବନେଶ୍ୱର,୨୧।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି। ଏହାର ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି।…
ସଂସଦରେ ଠେଲାପେଲା: ତଦନ୍ତ କରିବ କ୍ରାଇମ୍ ବ୍ରାଞ୍ଚ
ନୂଆଦିଲ୍ଲୀ,୨୧ା୧୨: ଶୀତ ଅଧିବେଶନ ଶେଷ ହେବାର ଦିନକ ପୂର୍ବରୁ ଗୁରୁବାର ପାର୍ଲାମେଣ୍ଟରେ ଠେଲାପେଲା ହୋଇଥିଲା। ଏଥିରେ ଭାଜପା ଏମ୍ପି ପ୍ରତାପ ଷଡ଼ଙ୍ଗୀ, ମୁକେଶ ରାଜପୁତ୍ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆହତ ହୋଇଥିଲେ। ଏହି ପ୍ରସଙ୍ଗରେ ଶାସକ ଓ ବିରୋଧୀ…
ଓଡ଼ିଶା ପାଇଁ ସ୍ବତନ୍ତ୍ର ସହାୟତା ଦାବି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ୨୦୨୫-୨୬ ଆର୍ଥିକବର୍ଷ ପାଇଁ କେନ୍ଦ୍ର ସରକାର ବଜେଟ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଏ ନେଇ ରାଜସ୍ଥାନର ଜୟସାଲମେରଠାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବଜେଟ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…
ପ୍ରିୟଙ୍କାଙ୍କ ଚାଲିଯିବ ଏମପି ପଦ! ବଡ଼ ଅଡୁଆରେ ଫସିଲେ…
ନୂଆଦିଲ୍ଲୀ,୨୦।୧୨: ଅଡୁଆରେ କଂଗ୍ରେସ ଏମପି ପ୍ରିୟଙ୍କା ଭଦ୍ରା। ନବ ନିର୍ବାଚିତା ପ୍ରିୟଙ୍କାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭାରତୀୟ ଜନତା ପାର୍ଟି ନେତା ନବ୍ୟା ହରିଦାସ ପ୍ରିୟଙ୍କାଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରିଛନ୍ତି। ଶୁକ୍ରବାର କେରଳ ହାଇକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ହରିଦାସ…
Archives


