ଯୁବକଙ୍କୁ ୨ କୋଟି ଟଙ୍କାର ଚାକିରୀ ଅଫର ଦେଲା ଗୁଗୁଲ୍
ନୂଆଦିଲ୍ଲୀ,୧୭।୯: ବିହାର ଜମୁଇ ଜିଲାର ଜଣେ କମ୍ପ୍ୟୁଟର ଇଂଜିନିୟର ଗୁଗୁଲ ଲଣ୍ଡନ ଅଫିସରେ ୨ କୋଟି ଟଙ୍କାର ଚାକିରୀ ପାଇଛନ୍ତି। ଏନଆଇଟି ପାଟନାରେ ନିଜର ବିଟେକ୍ ଶେଷ କରିଥିବା ଅଭିଷେକ କୁମାର ଆସନ୍ତା ମାସରୁ ଏହି ଚାକିରୀରେ ଯୋଗଦେବେ। ଅଭିଷେକଙ୍କ ବାପା…
ମୋଦିଙ୍କୁ ନେଇ ଷ୍ଟେଜରେ ବଡ଼କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ମଙ୍ଗଳବାର ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ଜନତା ମୈଦାନରେ ଏହି ଯୋଜନାର ଶୁଭାରମ୍ଭ କରି କହିଛନ୍ତି ଯେ, ଆଗାମୀ ଦିନରେ ଓଡିଶାର ମହିଳାମାନଙ୍କ ଶକ୍ତି ଓ…
ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ
ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ତୃତୀୟ କ୍ୱାର୍ଟର ସୁଦ୍ଧା…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ସଂଯୋଜକ ଅରବିନ୍ଦ କେଜ୍ରିୱାଲ । ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ କେଜ୍ରିୱାଲ ଏହି ନିଷ୍ପତି ନେଇଥିଲେ। ଏଥିସହିତ ଏଏପି ଆତିଶି ମରଲେନାଙ୍କୁ ନୂତନ ମୁଖ୍ୟମନ୍ତ୍ରୀ…
ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭।୯: ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ। ଏହି ରୋକ ଅକ୍ଟୋବର ପର୍ଯ୍ୟନ୍ତ ଲାଗୁ ହେବ। ତେବେ ସାର୍ବଜନୀନ ସ୍ଥାନ ଜବରଦଖଲ ହଟାଇବା ଲାଗି ବୁଲଡୋଜର କାର୍ଯ୍ୟାନୁଷ୍ଠାନ ହୋଇପାରିବ। କୋର୍ଟ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରାଜ୍ୟ ମାନଙ୍କୁ ନିର୍ଦ୍ଦେଶ ଦେଇ…
୧୭ ପରେ ଆପ୍ଲାଏ କରିଥିବା ହିତାଧିକାରୀଙ୍କୁ କେବେ ମିଳିବ ଟଙ୍କା? ଜାଣନ୍ତୁ…
ଭୁବନେଶ୍ୱର,୧୭।୯: ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି ପିିଏମ । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି…
ଓଡ଼ିଶାରୁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି, ଚନ୍ଦ୍ରଚୂଡଙ୍କ ଘରକୁ ଯିବାକୁ ନେଇ ଉଠାଇଲେ ପ୍ରଶ୍ନ
ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସି ଏହି କାର୍ଯ୍ୟକ୍ରମର ଉଦ୍ଘାଟନ କରିଛନ୍ତି। ତେବେ ଜନସଭାକୁ ସମ୍ବୋଧନ କରି ସେ କହିଛନ୍ତି, ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା । ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ…
‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ମୋଦି: ଖାତାକୁ ଗଲା ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୧୬।୯ : ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’…
ଗାଡ଼କଣରେ ମୋଦି, ପ୍ରଧାନମନ୍ତ୍ରୀଙ୍କୁ କ୍ଷିରୀ ଖୁଆଇ ମହିଳା କହିଲେ….
ଭୁବନେଶ୍ୱର,୧୭।୯: ଭୁବନେଶ୍ୱରେ ପହଞ୍ଚିବା ପରେ ମୋଦି ସେଠାରୁ ସ୍ବତନ୍ତ୍ର କାର୍କେଟ ଯୋଗେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ…
ସମସ୍ତ କଳ୍ପନାର ହେଲା ଅନ୍ତ, ଦିଲ୍ଲୀକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୭।୯: ଆତିଶୀ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଆମ ଆଦମୀ ପାର୍ଟି (ଏଏପି) ବିଧାନୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ବିଧାୟକମାନେ ଏଥିରେ ରାଜି ହୋଇଥିଲେ। ଏହାପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି) ର…
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି
ଭୁନେଶ୍ୱର,୧୭।୯ : ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି। ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହି…
ନାରୀଶକ୍ତିକୁ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ସୁଭଦ୍ରା: ମୋଦି
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ଅବସରରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ…
Archives


