Home Middle

କଂଗ୍ରେସଠାରୁ ଲୋକେ କେବଳ ମିଛର ଗ୍ୟାରେଣ୍ଟି ପାଇଥାଆନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬ା୯ (ଅନୁରାଧା ମହାରଣା): ହରିୟାଣାର ବିକାଶକୁ ସମ୍ପୂର୍ଣ୍ଣ ବନ୍ଦ କରି ପୁଣି ଥରେ କୃଷକଙ୍କ ଜମି ଦଖଲ କରିବା, ଦଳିତ ଓ ମହିଳାଙ୍କ ଉପରେ ଅତ୍ୟାଚାର କରିବା ଏବଂ ଯୁବକମାନଙ୍କୁ ସେହି ପୁରୁଣା ସ୍ଥିତାବସ୍ଥାକୁ ଫେରାଇ ଆଣିବା ହେଉଛି କଂଗ୍ରେସର ମୂଳ…

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ଏଲନ ମସ୍କଙ୍କ ବିବାଦୀୟ ବୟାନ, କହିଲେ କମଲା-ବାଇଡେନଙ୍କୁ ତ କେହି…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଦ୍ୱିତୀୟଥର ଗୁଳିମାଡ଼ ହୋଇ ହତ୍ୟା ଉଦ୍ୟମ କରାଯାଇଛି। ଏହା ପରେ ବିଶ୍ୱର ପ୍ରତିଷ୍ଠିତ ଶିଳ୍ପପତି ଏଲନ୍‌ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଉଦ୍‌ବେଗ ପ୍ରକାଶ…

ଆହୁରି ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷିବ: ଏହି ଜିଲାକୁ ରେଡ୍‌ ଓ୍ବାର୍ନିଂ, ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୧୬ା୯: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଏହି ବର୍ଷା ଆହୁରି ଦୁଇ ଦିନ ଜାରି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ମଣିଷ ଉପରେ ମହାକାଶ ଯାତ୍ରାର ପ୍ରଭାବ ଗବେଷଣା ସମୃଦ୍ଧ ହେବ

ଓ୍ବାଶିଂଟନ, ୧୬।୯: ଆମେରିକୀୟ ମହାକାଶଯାନ ନିର୍ମାତା କମ୍ପାନୀ ‘ସ୍ପେସ୍‌ଏକ୍ସ’ର ‘ପୋଲାରିସ୍‌ ଡନ୍‌’ ମିଶନ ସଫଳତାର ସହ ସମାପ୍ତ ହୋଇଛି। ଫ୍ଲୋରିଡାର ଡ୍ରାଏ ଟର୍ଟୁଗାସ ଦ୍ୱୀପ ଉପକୂଳରେ ୪ ମହାକାଶଚାରୀଙ୍କ ସହ ଡ୍ରାଗନ୍‌ କ୍ୟାପ୍‌ସୁଲ ସଫଳତାର ସହ ଅବତରଣ କରିଛି। ମହାକାଶରୁ ଫେରିବା ବେଳେ…

ମୁଖ୍ୟମନ୍ତ୍ରୀ ହେବାକୁ ଟଣାଓଟରା

ଚଣ୍ଡିଗଡ଼/ନୂଆଦିଲ୍ଲୀ,୧୬ା୯: ହରିୟାଣାସ୍ଥିତ ଅମ୍ବାଲା କ୍ୟାଣ୍ଟେନମେଣ୍ଟ ଆସନର ଭାଜପା ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ ଅନିଲ ଭିଜ୍‌ ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ କହିଛନ୍ତି, ଭାଜପା ପୁନର୍ବାର କ୍ଷମତାସୀନ ହେଲେ ସେ ମୁଖ୍ୟମନ୍ତ୍ରୀ ହେବା ପାଇଁ ଦାବି କରିବେ। କାରଣ…

ପୁଣି ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ, ନିନ୍ଦା କଲେ ବାଇଡେନ କହିଲେ ଯିଏ ଦୋଷୀ…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପୁଣି ହତ୍ୟା ଉଦ୍ୟମ ହୋଇଛି। ଫ୍ଲୋରିଡାରେ ଗଲ୍ଫ ଖେଳୁଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି। ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ରିପବ୍ଲିକାନ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଟ୍ରମ୍ପ। ତାଙ୍କ ଦେହରେ ଗୁଳି ବାଜି…

ମୋଦି ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର କାର୍ଯ୍ୟକାରୀ ହେବ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’

ନୂଆଦିଲ୍ଲୀ,୧୫ା୯: ବର୍ତ୍ତମାନର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ କାର୍ଯ୍ୟକାଳରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହି ସଂସ୍କାରମୂଳକ ପଦକ୍ଷେପକୁ ଦଳ ନିର୍ବିଶେଷରେ ସମର୍ଥନ ମିଳିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ପ୍ରବଳ ବର୍ଷା ସମ୍ଭାବନା: ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର,୧୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ରାଜ୍ୟର କଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ପେସିଆଲ ରିଲିଫ କମିଶନ(ଏସଆରସି)। ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ…

ଲାଲୁ-ରାବ୍ରିଙ୍କ ମଡେଲ ସାଜିଛନ୍ତି କେଜ୍‌ରିଓ୍ବାଲ, ସ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁଛନ୍ତି କହିଲେ ଏହି ଭାଜପା ନେତା

ନୂଆଦିଲ୍ଲୀ,୧୫ା୯: ସୁପ୍ରିମକୋର୍ଟରୁ ଜାମିନ ପାଇବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଜେଲ୍‌ରୁ ବାହାରିବା ମାତ୍ରେ ଦେଶର ରାଜନୀତି ତୀବ୍ର ହୋଇଛି। ଦଳୀୟ ମୁଖ୍ୟାଳୟରେ କର୍ମୀମାନଙ୍କୁ ସମ୍ବୋଧିତ କରିବା ବେଳେ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ବିଷୟରେ କହିଥିଲେ। ଏ ସମ୍ପର୍କରେ…

ଯେତେ ଶୀଘ୍ର ଇସ୍ତଫା ଦେବେ ସେତେ ଭଲ, କେଜରିଓ୍ବାଲଙ୍କୁ ନେଇ କାହିଁକି ଏମିତି କହିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୫।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦୁଇ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି। କେଜରିୱାଲଙ୍କ ଏହି ଘୋଷଣା ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ଅରବିନ୍ଦ କେଜରିୱାଲ…

୯୦ ଦିନ ଉଡ଼ିବ ସୋଲାର ପ୍ଲେନ୍‌, ୧୦ ଘଣ୍ଟା ପାଇଁ କରାଗଲା ପରୀକ୍ଷାମୂଳକ ଉଡ଼ାଣ

ନୂଆଦିଲ୍ଲୀ,୧୫ା୯: ଭାରତର ଅସ୍ତ୍ରଶସ୍ତ୍ରରେ ଏକ ମହତ୍ତ୍ୱପୂର୍ଣ୍ଣ ଅଂଶ ଯୋଡ଼ି ହୋଇଛି। ବୈଜ୍ଞାନିକମାନେ ଏକ ସୋଲାର ପ୍ଲେନ୍‌ ବା ସୌର ଚାଳିତ ବିମାନ ଉଦ୍ଭାବନ କରୁଛନ୍ତି। ଯାହାକି ଥରେ ଚାର୍ଜ ହେଲେ ୯୦ ଦିନ ପର୍ଯ୍ୟନ୍ତ ଉଡ଼ିପାରିବ ଏବଂ ପରୀକ୍ଷାମୂଳକ ଭାବେ ୧୦…

ଜେଲରୁ ବାହାରିବା ପରେ ପରେ ହିଁ କାହିଁକି ଇସ୍ତଫା ଦେଲେ କେଜରିଓ୍ବାଲ? ଗୋଟିଏ ଗୁଳିରେ କେମିତି କଲେ ଦୁଇଟି ଶିକାର ଜାଣନ୍ତୁ

ନୂଆଦିଲ୍ଲୀ,୧୫।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ଦୁଇ ଦିନ ପରେ ସେ ନିଜ ଆସନ ଛାଡିବେ ବୋଲି ଏଏପି ସଂଯୋଜକ କହିଛନ୍ତି। ଅରବିନ୍ଦ କେଜରିୱାଲ ପ୍ରାୟ ୬ମାସ ଜେଲରେ ରହିଥିଲେ। ସେତେବେଳେ ମଧ୍ୟ ତାଙ୍କ ଇସ୍ତଫା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri