Home Middle

Trump Tariffs: ଭାରତ ଉପରେ ୨୬% ରେସିପ୍ରୋକାଲ ଟାରିଫ ଲଗାଇଲା ଆମେରିକା

ନୂଆଦିଲ୍ଲୀ,୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱବ୍ୟାପୀ ଆମଦାନୀ ଉପରେ ନୂଆ ପାରସ୍ପରିକ ବାଣିଜ୍ୟ ନୀତି ଘୋଷଣା କରିଛନ୍ତି। ଏହି ନୀତି ଅନୁସାରେ, ଭାରତକୁ ୨୬% ଟାରିଫ ଦେବାକୁ ପଡ଼ିବ, ଯାହାକୁ ଟ୍ରମ୍ପ ରେସିପ୍ରୋକାଲ ଟାରିଫ (discounted) ବୋଲି କହିଛନ୍ତି। ସେହିପରି…

ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ମିଳିବ ପ୍ରୋତ୍ସାହନ: ସରକାରୀ କର୍ମଚାରୀ ପିନ୍ଧିବେ ହସ୍ତତନ୍ତ ପୋଷାକ

ଭୁବନେଶ୍ୱର,୨।୪: ‘ଓଡ଼ିଆ ପକ୍ଷ’ ଉତ୍ସବର ଏକ ଅଂଶ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଗୁରୁବାର ହସ୍ତତନ୍ତ ପୋଷାକ ପିନ୍ଧିବାକୁ ତାଙ୍କର କର୍ମଚାରୀ ଏବଂ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ‘ଆମ ପୋଷାକ ଆମ ପରିଚୟ’…

ପ୍ରଥମେ ସିରାଜ ପରେ ବଟଲରଙ୍କ ଝଡ଼, ବାଙ୍ଗାଲୋରକୁ ୮ ୱିକେଟରେ ପରାସ୍ତ କଲା ଗୁଜୁରାଟ

ବେଙ୍ଗାଲୁରୁ,୨।୪: ଗୁଜୁରାଟ ଟାଇଟାନ୍ସ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ୮ ୱିକେଟରେ ପରାସ୍ତ କରିଛି। ଆଇପିଏଲ ୨୦୨୫ରେ, ଆରସିବି ପ୍ରଥମ ଥର ପାଇଁ ତାର ଘରୋଇ ଗ୍ରାଉଣ୍ଡ ଅର୍ଥାତ୍ ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳୁଥିଲା, କିନ୍ତୁ ସେଠାରେ ନିରାଶାର ସମ୍ମୁଖୀନ ହେବାକୁ ପଡିଛି।…

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୦ ରହିଥିଲା। ଭାରତୀୟ ସମୟ ଅନୁସାରେ ୨ ଏପ୍ରିଲ ୭.୩୪ ରେ…

ବାରବାଟୀରେ ଅନୁଷ୍ଠିତ ହେବ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

କଟକ,୨।୪: ଓଡ଼ିଶାର କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସି ଖବର। ବାରବାଟୀ ଷ୍ଟାଡିୟମରେ ଖୁବଶୀଘ୍ର ଟି-୨୦ ମ୍ୟାଚ୍ ଦେଖିବାର ସୁଯୋଗ ମିଳିବ। କଟକ ସ୍ଥିତ ବାରବାଟୀ ଷ୍ଟାଡିୟମରେ ଡିସେମ୍ବର ୯ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍…

ରାପିଡୋ ସମେତ ସମସ୍ତ ବାଇକ୍ ଟ୍ୟାକ୍ସି ସେବା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ବେଙ୍ଗାଲୁରୁ,୨।୪: କର୍ଣ୍ଣାଟକ ହାଇକୋର୍ଟ ବୁଧବାର ରାପିଡୋ ବାଇକ୍ ଟ୍ୟାକ୍ସି ସମେତ ଅନ୍ୟ ସମସ୍ତ ବାଇକ୍ ଟ୍ୟାକ୍ସି ଆଗ୍ରେଗେଟରମାନଙ୍କୁ ଛଅ ସପ୍ତାହ ମଧ୍ୟରେ ରାଜ୍ୟରେ ସେମାନଙ୍କର କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ବି ଶ୍ୟାମ ପ୍ରସାଦ ରାପିଡୋର ମୂଳ କମ୍ପାନୀ…

କେନ୍ଦ୍ର ଗୃହମନ୍ତ୍ରୀଙ୍କ ବସ୍ତର ଗସ୍ତ ପୂର୍ବରୁ ଭୟରେ ମାଓବାଦୀ; ଶାନ୍ତି ଆଲୋଚନା ପାଇଁ କଲେ ଅପିଲ୍

ମାଲକାନଗିରି,୨।୪: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ମାଓବାଦୀଙ୍କ ସମୁଳ ନାଶ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ପକ୍ଷରୁ ଅଭିଯାନ ଜୋରଦାର କରାଯାଇଛି। ଫଳରେ ଗତ କିଛିଦିନ ମଧ୍ୟରେ ଅନେକ ମାଓବାଦୀ ନିପାତ ହୋଇଛନ୍ତି। ଏଭଳି…

୨୪ଘଣ୍ଟାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା, ଆର୍ଲଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୪: ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ ।…

ଦ୍ୱିତୀୟ ବିବାହ ପରେ ବି ପ୍ରଥମ ସ୍ତ୍ରୀଙ୍କୁ ଦେବାକୁ ପଡିବ ଗୁଜୁରାଣ ଭତ୍ତା, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨।୪: ଛାଡପତ୍ର ପରେ ଜଣେ ମହିଳା ପରିବାର ଅଦାଲତରେ ସ୍ଥାୟୀ ଭରଣପୋଷଣ ଦାବି କରିପାରିବେ କି? ଯଦି ମହିଳା ଜଣକ ପୁନର୍ବାର ବିବାହ କରନ୍ତି, ତେବେ କ’ଣ ଭରଣପୋଷଣ ପରିବର୍ତ୍ତନ କରାଯାଇପାରିବ? ଏନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି ମାମଲା…

ଭୂତଳ ଜଳ ଚିନ୍ତା

କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ଗ୍ରାଉଣ୍ଡ ଓ୍ବାଟର କ୍ୱାଲିଟି ଇନ୍‌ ଶାଲୋ ଆକ୍ୱିଫାୟର୍ସ ଅଫ୍‌ ଇଣ୍ଡିଆ ସର୍ଭେ ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି ଯେ, ଓଡ଼ିଶାର ପୁରୀ ସହରରେ କ୍ରମାଗତ ଭାବେ ଭୂତଳ ଜଳ ସ୍ତର ହ୍ରାସ ପାଇବାରେ ଲାଗିଛି।…

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨ା୪ (ପି.ଟି.):ଆଇନଗତ ପ୍ରକ୍ରିୟାର ଅନୁପାଳନ ନ କରି ବେଆଇନ ଭାବେ ଘର ଭଙ୍ଗାଯିବା ଘଟଣାରେ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ଏବଂ ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଭର୍ତ୍ସନା କରିଛନ୍ତି। ଏଭଳି କାର୍ଯ୍ୟ ଅମାନବୀୟ ଏବଂ ବେଆଇନ। ଏହା ଆମ ଅନ୍ତରାତ୍ମାକୁ ଦୋହଲାଇ…

ଟଙ୍କା ଅପେକ୍ଷାରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ: ଆଗେଇପାରୁନି ଫେରସ୍ତ ପ୍ରକ୍ରିୟା

ଭୁବନେଶ୍ୱର,୨ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ଭବିଷ୍ୟତ ଏକପ୍ରକାର ଅନ୍ଧାର ଭିତରେ ରହିଛି। ଅନେକ ଲକ୍ଷ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ, ଯେଉଁମାନେ ନିଜ କଷ୍ଟ ଉପାର୍ଜିତ ଅର୍ଥକୁ ଚିଟ୍‌ଫଣ୍ଡ ସଂସ୍ଥାରେ ଲଗାଇଥିଲେ, ସେମାନେ ତାଙ୍କର ଟଙ୍କା ପାଇପାରି ନାହାନ୍ତି। ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?