Home Middle

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା…

ସ୍ବାମୀଙ୍କ ସାମ୍ନାରେ ମହିଳାଙ୍କୁ ଗଣବଳାତ୍କାର: ବିରୋଧ କରିବାରୁ…

ନାଳନ୍ଦା,୧।୪: ବିହାରରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ମହିଳା ଜଣକ ତାଙ୍କ ସ୍ବାମୀଙ୍କ ସହିତ ଏକ ବାଇକରେ ଜଣେ ସମ୍ପର୍କୀୟଙ୍କ ଘରୁ ଫେରୁଥିଲେ। ବାଟରେ ଦୁଇଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିଲେ। ସମ୍ପୂର୍ଣ୍ଣ ମାମଲାଟି ନାଳନ୍ଦାର ଇସଲାମପୁର ଥାନା ଅଞ୍ଚଳର। ଏହି…

ଏଟିଏମ୍‌ ଯିବ

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅଟୋମେଟେଡ୍‌ ଟେଲର ମେଶିନ (ଏଟିଏମ୍‌)ରୁ ଅର୍ଥ ଉଠାଣ ଉପରେ ଆସନ୍ତା ମେ’ ପହିଲାରୁ ଫି’ ବୃଦ୍ଧି ହେବା ନେଇ ଘୋଷଣା କରିଛି। ଏଣିକି ଗ୍ରାହକମାନେ ଖାତା ଥିବା ନିଜ ବ୍ୟାଙ୍କରୁ ମାସକୁ ମାଗଣାରେ ୫ ଥର…

ଓଡ଼ିଶା ଦିବସ: ଉତ୍କଳର ଗୌରବ ଓ ଐତିହ୍ୟର ଉତ୍ସବ

ଭୁବନେଶ୍ୱର, ୧ା୪: ଆଜି ଏପ୍ରିଲ୍ ୧, ୨୦୨୫, ଓଡ଼ିଶା ଦିବସ ବା ଉତ୍କଳ ଦିବସ ରାଜ୍ୟରେ ବହୁ ଉତ୍ସାହର ସହ ପାଳନ କରାଯାଉଛି। ୧୯୩୬ ମସିହାରେ ଏହି ଦିନ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା, ଯାହା ଭାରତରେ…

୪୧ ଟଙ୍କା କମିଗଲା LPG ସିଲିଣ୍ଡର ମୂଲ୍ୟ, ଆଜିଠାରୁ ହେଲା ଲାଗୁ

ନୂଆଦିଲ୍ଲୀ,୧।୪: ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ୧୯ କିଲୋଗ୍ରାମ ବାଣିଜ୍ୟିକ LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ କରିଛନ୍ତି। ଦିଲ୍ଲୀରେ, ସଂଶୋଧିତ ଖୁଚୁରା ବିକ୍ରୟ ମୂଲ୍ୟ ବର୍ତ୍ତମାନ ୧,୭୬୨ ଟଙ୍କାରେ ପହଞ୍ଚିଛି। ଏହି ସଂଶୋଧନ ହୋଟେଲ ଏବଂ ରେଷ୍ଟୁରାଣ୍ଟ…

Rule Change: ଆଜିଠାରୁ ବଦଳିଯିବ ଏହି ୮ ନିୟମ, ଲୋକଙ୍କ ପକେଟ୍‌ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧।୪: ଆଜିଠାରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋଇଛି। ଏହା ସହିତ ଅନେକ ନୂତନ ନିୟମ କାର୍ଯ୍ୟକାରୀ ହେବ। ପ୍ରତି ମାସର ଶେଷ ପରି, ଏଥର ମଧ୍ୟ ଦେଶରେ ଅନେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଦୈନନ୍ଦିନ ଜୀବନକୁ…

JEE MAIN EXAMର ୨ ଦିନ ପୂର୍ବରୁ ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଛାତ୍ର

ନୂଆଦିଲ୍ଲୀ, ୩୧।୩:ଆସନ୍ତା ଏପ୍ରିଲ ୨ରେ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ହେବାକୁ ଥିବା ବେଳେ ଏହାର ୨ ଦିନ ପୂର୍ବରୁ କୋଟାରେ ଜଣେ ଆଶାୟୀ(୧୮) ଚଳନ୍ତା ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। କୋଟାରେ ଚଳିତ ବର୍ଷର ଏହା ୧୦ମ…

ଟ୍ରାଫିକ୍‌ ନିୟମ କଡ଼ାକଡ଼ି: ଇ-ଚାଲାଣ ପୈଠ ନ କଲେ ଡ୍ରାଇଭିଂ ଲାଇସେନ୍ସ ହେବ ଜବତ

ନୂଆଦିଲ୍ଲୀ,୩୧ା୩:ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଘଟଣାରେ ଦଣ୍ଡସ୍ବରୂପ ଯେତିକି ଇ-ଚାଲାଣ କଟାଯାଉଛି, ତା’ର ମାତ୍ର ୪୦ ପ୍ରତିଶତ ଦେୟ ଆଦାୟ ହେଉଥିବା ଜଣାପଡ଼ିଛି। ଅନେକ ନିୟମ ଉଲ୍ଲଂଘନକାରୀ ଜରିମାନା ରାଶି ଭରୁନାହାନ୍ତି। ତେଣୁ ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର…

ଚଳିତ ବର୍ଷ ଏପ୍ରିଲ୍‌ରୁ ଜୁନ୍‌ ଅଗ୍ନିବର୍ଷା: IMD ଡିଜି

ନୂଆଦିଲ୍ଲୀ, ୩୧।୩: ସୋମବାର ଆଇଏମଡି କହିଛି ଯେ, ଭାରତରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ ଏବଂ ଉତ୍ତର-ପଶ୍ଚିମ ସମତଳ ଅଞ୍ଚଳରେ ଅଧିକ ଭୀଷଣ ଗ୍ରୀଷ୍ମପ୍ରବାହ ହେବ। ଦେଶର ଅଧିକାଂଶ ଅଞ୍ଚଳରେ…

ମ୍ୟାନମାର୍‌ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା

ମ୍ୟାନମାର୍‌,୩୧।୩: ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୫୬ କୁ ବୃଦ୍ଧି ପାଇଛି ଏବଂ ୩,୯୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଭୁଶୁଡ଼ି ପଡ଼ିଥିବା କୋଠାଗୁଡ଼ିକର ଭଗ୍ନାବଶେଷରୁ ଉଦ୍ଧାର…

୩ ମାସରେ ପୈଠ କରନ୍ତୁ ଟ୍ରାଫିକ୍ ଜରିମାନା ନହେଲେ କଟିଯିବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର, ୩୧।୩: ସରକାର ତିନି ମାସ ମଧ୍ୟରେ ଟ୍ରାଫିକ୍ ଇ-ଚାଲାଣ ପୈଠ ନକରୁଥିବା ବ୍ୟକ୍ତିଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ ରଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ବ୍ୟତୀତ, ଯେଉଁମାନେ ଏକ ଆର୍ଥିକ ବର୍ଷରେ ଲାଲ ସିଗନାଲ ଡେଇଁବା କିମ୍ବା ବିପଦପୂର୍ଣ୍ଣ ଡ୍ରାଇଭିଂ…

Video: ମିରଠ ପରି ସ୍ୱାମୀଙ୍କୁ ‘ଡ୍ରମ୍’ରେ ପ୍ୟାକ୍ କରିବାକୁ ଧମକ ଦେଲେ ମହିଳା, ଭିଡିଓ ଭାଇରାଲ୍

ନୂଆଦିଲ୍ଲୀ,୩୧।୩: ଉତ୍ତର ପ୍ରଦେଶର ଗୋଣ୍ଡାରେ ଜଣେ ମହିଳା ତାଙ୍କ ସ୍ୱାମୀଙ୍କ ଶରୀରର କାଟି ଡ୍ରମ୍‌ରେ ପ୍ୟାକ୍ କରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ସମ୍ପ୍ରତି ମିରଠରେ ଘଟିଥିବା ଏକ ବିଭତ୍ସ ହତ୍ୟାକାଣ୍ଡ ପରି ତାଙ୍କ ସହିତ କରିବାକୁ ଧମକ ଦେଇଛନ୍ତି। ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?