Home Middle

୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ: ସୃଷ୍ଟି ହେବ ୫୧,୯୩୯ ରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୨୮ା୩: ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (HLCA) ଗୁରୁବାର ରାଜ୍ୟରେ ୧.୬୫ ଲକ୍ଷ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୧୦ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି। ଏହି ପ୍ରକଳ୍ପଗୁଡ଼ିକ ଇସ୍ପାତ, ଆଲୁମିନିୟମ, ବିଦ୍ୟୁତ ଉତ୍ପାଦନ, ସବୁଜ ହାଇଡ୍ରୋଜେନ, ଇଞ୍ଜିନିୟରିଂ ସାମଗ୍ରୀ…

ସ୍ତ୍ରୀକୁ ହତ୍ୟା କରି ସୁଟକେସରେ ମୃତଦେହ ଭର୍ତ୍ତି କଲେ ସ୍ୱାମୀ, ଫୋନ୍ କରି ଶ୍ୱଶୁର ଘର ଲୋକଙ୍କୁ ଜଣାଇଲେ

ବେଙ୍ଗାଲୁରୁ,୨୮ା୩: ବେଙ୍ଗାଲୁରୁ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଯିଏ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ତାଙ୍କ ମୃତଦେହକୁ ସୁଟକେସରେ ଭର୍ତ୍ତି କରି ପୁଣେ ପଳାଇ ଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ରାକେଶଙ୍କ ଘର ମହାରାଷ୍ଟ୍ରରେ ହୋଇଥିବା ବେଳେ, କଲ୍ ଡିଟେଲ୍…

Kathua Encounter : ଆତଙ୍କବାଦୀ ସୁରକ୍ଷାକର୍ମୀ ମୁହାଁମୁହିଁ, ୪ ପୋଲିସ ଶହୀଦ, ୫ ଆହତ

ଶ୍ରୀନଗର,୨୮ା୩: ଜମ୍ମୁ-କାଶ୍ମୀରର କଠୁଆ ଜିଲାରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର ସମୟରେ ୪ ପୋଲିସ କର୍ମଚାରୀ ନିହତ ହୋଇଥିବା ସୂଚନା ମିଳିଛି। ଦୁଇଜଣ ଆତଙ୍କବାଦୀଙ୍କୁ ମଧ୍ୟ ଗୁଳି କରାଯାଇଛି ଯେତେବେଳେ ତିନିରୁ ଚାରି ଜଣ ଆତଙ୍କବାଦୀ ଏବେ ବି ଲୁଚି ରହିଛନ୍ତି। ଜଣେ…

ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: KIITକୁ ଦାୟୀ କଲେ NHRC

ଭୁବନେଶ୍ୱର,୨୮ା୩: ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍‌ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି NHRC। କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ୪ ସପ୍ତାହରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ରହିଛି। ତେବେ କଲେଜ…

ଦାରିଦ୍ର୍ୟ ହାର: ମାଲକାନଗିରିରେ ସର୍ବାଧିକ, ପୁରୀରେ ସର୍ବନିମ୍ନ

ଭୁବନେଶ୍ୱର,୨୮ା୩ (ସୁଚିସ୍ମିତା ସାହୁ): ରାଜ୍ୟରେ ମାଲକାନଗିରି ଜିଲାରେ ଦାରିଦ୍ର୍ୟ ହାର ସର୍ବାଧିକ ରହିଛି। ବିଜେଡି ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ରଖିଥିବା ତଥ୍ୟ ଅନୁଯାୟୀ, ମାଲକାନଗିରିରେ ସର୍ବାଧିକ ଦାରିଦ୍ର୍ୟ ହାର ୪୫.୦୧ ପ୍ରତିଶତ…

୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି

ଭୁବନେଶ୍ୱର,୨୮ା୩ : ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଗୁରୁବାର ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା। ବଲାଙ୍ଗୀରରେ ୪୦.୮ ଡିଗ୍ରୀ, ବୌଦ୍ଧରେ ୪୦.୫…

ୟୁନୁସ୍‌ଙ୍କ ଏମିତି ପ୍ରତିଶ୍ରୁତି ଦେଲେ ମୋଦି: ସମ୍ପର୍କ ସୁଦୃଢ ପାଇଁ….

ନୂଆଦିଲ୍ଲୀ,୨୮ା୩:ହିନ୍ଦୁଙ୍କ ପ୍ରତି ହିଂସା ବଢ଼ିବାକୁ ନେଇ ବାଂଲାଦେଶ ସହ ଭାରତର ରାଜନୈତିକ ସମ୍ପର୍କ ଉତ୍ତେଜନାପୂର୍ଣ୍ଣ ରହିଥିବାବେଳେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ନୂଆଦିଲ୍ଲୀର ପ୍ରତିଶ୍ରୁତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୋହରାଇଛନ୍ତି। ବାଂଲାଦେଶ ସ୍ବାଧୀନତା ଦିବସ ଅବସରରେ ମୋଦି ଏହାର ଅନ୍ତରୀଣ…

ରାଶନ କାର୍ଡକୁ ନେଇ ମନ୍ତ୍ରୀଙ୍କ ସୂଚନା: କାହାର କଟିବ କାହାର କଟିବନି କଲେ ସ୍ପଷ୍ଟ

ଭୁବନେଶ୍ୱର,୨୭।୩: ରାଜ୍ୟରେ ରାଶନକାର୍ଡଧାରୀଙ୍କ ପାଇଁ ଗୁରୁବାର ଏକ ବଡ଼ ଅପ୍‌ଡେଟ୍‌ ଆସିଛି। ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି। ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ କହିଛନ୍ତି, କେବଳ…

ବୁଡ଼ିଗଲା ବୁଡ଼ାଜାହାଜ: ୬ ଗବେଷକଙ୍କ ମୃତ୍ୟୁ, ୯ ଆହତ

ଇଜିପ୍ଟ,୨୭ା୩: ଗୁରୁବାର ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ବୁଡ଼ାଜାହାଜ ବୁଡ଼ି ଯାଇଛି। ଏହି ଭୟଙ୍କର ଘଟଣାରେ ଅତି କମ୍‌ରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଏହି…

ଅମିତ ଶାହାଙ୍କ ବଡ଼ ଘୋଷଣା: Ola-Uber-Rapidoକୁ ଚ୍ୟାଲେଞ୍ଜ୍‌ ଦେବ Sahkar Taxi ସର୍ଭିସ୍‌

ନୂଆଦିଲ୍ଲୀ,୨୭।୩: କେନ୍ଦ୍ର ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର କୋଅପରେଟିଭ୍‌ ଟ୍ୟାକ୍ସି ସେବା ‘ସହକାର ଟ୍ୟାକ୍ସି’ (Sahkar Taxi Service) ଆରମ୍ଭ ହେବ ବୋଲି ଅମିତ ଶାହା କହିଛନ୍ତି। ଏହାର ଉଦ୍ଦେଶ୍ୟ ହେଉଛି ବାଇକ, କ୍ୟାବ ଏବଂ ଅଟୋ…

ମୋଦିଙ୍କ କଥା ରଖିଲେ ପୁଟିନ: ଭାରତ ଆସିବା ପୂର୍ବରୁ କହିଦେଲେ ଏମିତି କଥା

ନୂଆଦିଲ୍ଲୀ/ମସ୍କୋ,୨୭।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷିଆ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତବର୍ଷ ରୁଷିଆ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ,…

ବଡ଼ ଅପଡେଟ୍‌: ଗିରଫ ହେଲେ ପିସିସି ସଭାପତି ଭକ୍ତ ଦାସ

ଭୁବନେଶ୍ୱର,୨୭।୩: ପିସିସି ସଭାପତି ଭକ୍ତ ଦାସଙ୍କୁ ଗିରଫ କଲା ପୋଲିସ। ତୁଙ୍ଗ କଂଗ୍ରେସ ନେତାଙ୍କୁ ଗିରଫଦାରି ଆରମ୍ଭ କରିଛି ପୋଲିସ। ପିସିସି ସଭାପତି ଭକ୍ତ ଦାସଙ୍କୁ ଉଠାଇ ନେଇଛି ପୋଲିସ। ସେହିପରି ବରିଷ୍ଠ ବିଧାୟକ ତାରା ବାହିନୀପତି ଓ ମହମ୍ମଦ ମୋକିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?